• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଯୋଗଦେଲେ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ଶୃଙ୍ଖଳା, ନିଷ୍ଠା ଓ ଅଭିନବତ୍ୱ ଉପରେ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
June 3, 2021
in ଓଡ଼ିଶା, ମହାନଗର, ହୋମ୍
0
ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଯୋଗଦେଲେ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ଶୃଙ୍ଖଳା, ନିଷ୍ଠା ଓ ଅଭିନବତ୍ୱ ଉପରେ ଗୁରୁତ୍ୱ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୩ ଜୁନ୍‌ ଗୁରୁବାର ) ଭୁବନେଶ୍ୱର :- ସୂଚନା ଓ ଲୋକସଂପର୍କ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ଉପରେ ନୂତନ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ଗୁରୁତ୍ୱ ଆରୋପ କରଛନ୍ତି । ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ତି୍ରପାଠୀ ଆଜି ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପରେ ସୂଚନା ପ୍ରଦାନ କ୍ଷେତ୍ରରେ ଆଧୁନିକ ବୈଷୟିକ ଜ୍ଞାନ ପ୍ରୟୋଗ ମାଧ୍ୟମରେ ସର୍ବଦା ଆଗୁଆ ରହିବା ଏବଂ କାର୍ଯ୍ୟଦକ୍ଷତା ସହ ନିୟମିତ ଭାବେ କାର୍ଯ୍ୟ ତୁଲାଇବାକୁ ବିଭାଗର ଅଧିକାରୀ ତଥା କର୍ମଚାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ନିର୍ଦ୍ଦେଶକ ଶ୍ରୀ ତି୍ରପାଠୀ ଆଜି ପୂର୍ବାହ୍ନରେ ଅଧିକାରୀମାନଙ୍କ ସହିତ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସଂପର୍କରେ ସବିଶେଷ ଆଲୋଚନା କରିଥିଲେ ।

ସେ ଲୋକସଂପର୍କ ଭବନରେ ବିଭାଗର ବିଭିନ୍ନ ଶାଖା ପରିଦର୍ଶନ କରିଥିଲେ । ଶ୍ରୀ ତି୍ରପାଠୀ ଆଜିର ଯୁଗରେ ବିଜ୍ଞାନ ଓ ବୈଷୟିକ ବିଦ୍ୟାର ପ୍ରୟୋଗକୁ ବିଭାଗ ଆପଣେଇବା ସହ ଜନସାଧାରଣଙ୍କ ନିକଟରେ ସମ୍ବାଦ ସରବରାହ କ୍ଷେତ୍ରରେ ଅଧିକ ଆଗୁଆ ହେବା ସହିତ ଅଭିନବତ୍ୱ ପ୍ରଦାନ କରି ସୂଚନା ବିତରଣ କ୍ଷେତ୍ରରେ ବିଶ୍ୱସନୀୟତା ଅର୍ଜନ କରିବାକୁ ଅଧିକାରୀମାନେ ତତ୍ପରତା ପ୍ରକାଶ କରିବାକୁ ପରାମର୍ଶ ଦେଇଛନ୍ତି ।

ସେ ମଧ୍ୟ କର୍ମଚାରୀମାନଙ୍କ ଶୃଙ୍ଖଳା ଓ ନିଷ୍ଠା ଉପରେ ବିଶେଷ ଗୁରୁତ୍ୱ ଦେଇଛନ୍ତି । ଆଜି ଲୋକସଂପର୍କ ଭବନରେ ଶ୍ରୀ ତି୍ରପାଠୀଙ୍କୁ ବିଭାଗର ଯୁଗ୍ମ ସଚିବ ଶ୍ରୀମତୀ ବିଷ୍ଣୁପି୍ରୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଡ. ପ୍ରମୋଦ କୁମାର ମଲ୍ଲିକ ଏବଂ ସୁରେନ୍ଦ୍ର ପରିଡ଼ାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ନୂତନ ନିର୍ଦ୍ଦେଶକ ବିଭିନ୍ନ ଅଧିକାରୀଙ୍କ କାର୍ଯ୍ୟଧାରା ଓ ଦାୟିତ୍ୱ ସଂପର୍କରେ ସୁବିସ୍ତୃତ ଅବଗତ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

ମା’ର ପଣତ କାନି ବ୍ରହ୍ମାଣ୍ଡର ସବୁଠାରୁ ନିର୍ଭୟ ଓ ନିରାପଦ ଆଶ୍ରୟସ୍ଥଳ

May 14, 2026
ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

ଜଳକ୍ରୀଡା ଏକାଦଶୀ ତିଥିରେ ମା ରାମଚଣ୍ଡୀଙ୍କ ଜଳଶାୟୀ

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

ସଂପର୍କ ତରଫରୁ ମହାବିଦ୍ୟାଳୟ ବିଦ୍ୟାର୍ଥୀଙ୍କ ସାମାଜିକ ଦାୟିତ୍ୱବୋଧ ତାଲିମ କାର୍ଯ୍ୟକ୍ରମ

May 14, 2026
ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

ପୁରୀ ମଦର୍ସ ପବ୍ଲିକ୍ ସ୍କୁଲ୍ ଦ୍ଵାଦଶ ଶ୍ରେଣୀ ପରୀକ୍ଷା ରେ ସଫଳତା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version