• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ ; ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
June 4, 2021
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଚଳିତ ବର୍ଷର ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ ; ପରୀକ୍ଷା ଠାରୁ ଛାତ୍ରଛାତ୍ରୀଙ୍କ ଜୀବନ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୪ ଜୁନ ଶୁକ୍ରବାର ) ଭୁବନେଶ୍ୱର :- ସାରା ଦେଶରେ କୋଭିଡ ମହାମାରୀର ଦ୍ବାତୀୟ ଲହର ବର୍ତ୍ତମାନ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଛି । ଏଥିରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପିଲାମାନଙ୍କ ପାଠପଢା ଓ ଲୋକମାନଙ୍କର ଜୀବନଜୀବିକା । କିନ୍ତୁ ଏସବୁ ଠାରୁ ଉର୍ଦ୍ଧ୍ବରେ ରହିଛି ମଣିଷ ଜୀବନର ସୁରକ୍ଷା । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ସମସ୍ତଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଚଳିତ ବର୍ଷର ବାର୍ଷିକ ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୀବନ ଆଗ, ଆଉସବୁ ପଛ । ଜୀବନ ସୁରକ୍ଷିତ ରହିଲେ ଆଗକୁ ଅନନ୍ତ ସମ୍ଭାବନା ରହିବ ଏବଂ ସମାଜ ଓ ସଭ୍ୟତା ଆଗକୁ ବଢିବ ।

ତେଣୁ ଆମ ଦେଶ ଓ ଜାତିର ଭବିଷ୍ୟତ, ଆମ ପିଲାମନଙ୍କର ସ୍ବାସ୍ଥ୍ୟ ସୁରକ୍ଷା ପରୀକ୍ଷା ଠାରୁ ବହୁ ଅଧିକ ଗୁରୁତ୍ବପୂର୍ଣ୍ଣ । ପରୀକ୍ଷା କରାଯାଇଥିଲେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଭିଭାବକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତେ । ତେଣୁ ଛାତ୍ର ସମାଜର ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପରୀକ୍ଷା ବାତିଲ ସଂକ୍ରାନ୍ତୀୟ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏପରି ସମ୍ବେଦନଶୀଳ ସମୟରେ ପରିସ୍ଥିତିକୁ ସମ୍ଭାଳିବାରେ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାରର ସଦସ୍ୟ ମାନଙ୍କର ଉଦ୍ୟମ,ଦୃଢ ମନୋବଳ, ଓ ଧୈର୍ଯ୍ୟର ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଛନ୍ତି ।

ଦ୍ବାଦଶ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ଦକ୍ଷତାର ମୂଲ୍ୟାୟନ ବିଶେଷଜ୍ଞ ମାନଙ୍କ ପରାମର୍ଶକ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ଉତ୍ତମ ଭାବରେ ନିର୍ଦ୍ଧାରିତ ମାପଦଣ୍ଡ ( Well Defined Objective Criteria ) ଦ୍ବାରା ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ମୂଲ୍ୟାୟନରେ ଯଦି କୌଣସି ଛାତ୍ରଛାତ୍ରୀ ସନ୍ତୁଷ୍ଟ ନ ହୁଅନ୍ତି, ତେବେ ସେମାନେ ଚାହିଁଲେ ପରୀକ୍ଷା ଦେଇପାରିବେ ଏବଂ ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା କେତେବେଳେ କରାଯିବ ତାହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଣ୍ଣୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version