• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଉରକେଲାର ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣ ହେବାକୁ ଯାଉଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଭୂମିପୂଜା ଆଜି ଅନୁଷ୍ଠିତ ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
June 4, 2021
in ଓଡ଼ିଶା, କ୍ରୀଡ଼ା, ଖେଳ, ମହାନଗର, ହୋମ୍
0
ରାଉରକେଲାର ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣ ହେବାକୁ ଯାଉଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଭୂମିପୂଜା ଆଜି ଅନୁଷ୍ଠିତ ହୋଇଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୪ ଜୁନ ଶୁକ୍ରବାର ) ରାଉରକେଲା :- ରାଉରକେଲାର ବିପିୟୁଟି କ୍ୟାମ୍ପସ ପରିସରରେ ନିର୍ମାଣ ହେବାକୁ ଯାଉଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଭୂମିପୂଜା ଆଜି ଅନୁଷ୍ଠିତ ହୋଇଛି। ଫଳରେ ସୁନ୍ଦରଗଡ଼ ଜିଲା ଏବଂ ଓଡ଼ିଶା ପାଇଁ ଅନ୍ତର୍ଜାତୀୟ ସ୍ତରରେ ଏକ ନୂଆ ପରିଚୟ ଆଣିବାକୁ ଯାଉଥିବା ଏହି ଐତିହାସିକ କ୍ରୀଡ଼ା ଭିତ୍ତିଭୂମିର ନିର୍ମାଣ କାମ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି ।

ଏହି ଭୂମିପୂଜା କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ସାରଦା ପ୍ରସାଦ ନାୟକ, ରାଉରକେଲା ଅତିରିକ୍ତ ଜିଲାପାଳ ଆବୋଲି ସୁନିଲ ନରୱଣେ ଏବଂ ଇଡକୋ ରାଉରକେଲା ଡିଭିଜନ ମୁଖ୍ୟ ବିଜୟ କୁମାର ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ଏଠାରେ ୨୦୨୩ ପୁରୁଷ ହକି ବିଶ୍ୱକପ୍ ଖେଳାଯିବାକୁ ଥିବାରୁ ଏହି ଷ୍ଟାଡିୟମକୁ ରେକର୍ଡ ସମୟ ଭିତରେ ନିର୍ମାଣ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।

ଗତ ଫେବ୍ରୁଆରି ମାସରେ ରାଉରକେଲାଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ଏହି ଷ୍ଟାଡିୟମର ଶିଳାନ୍ୟାସ କରି ଏହାକୁ ବିର୍ସା ମୁଣ୍ଡାଙ୍କ ନାମରେ ନାମିତ କରିଥିଲେ। ଏଠାରେ ଅନ୍ତର୍ଜାତୀୟ ହକି ଫେଡେରେସନ ମାନର ଆଷ୍ଟ୍ରୋଟର୍ଫ ପଡ଼ିଆ ହେବ। ଏକାସାଙ୍ଗେ ପ୍ରାୟ ୨୦ ହଜାର ଦର୍ଶକ ଷ୍ଟାଡିୟମରେ ବସି ଖେଳ ଉପଭୋଗ କରିପାରିବେ। ଏହା ସହିତ ଅଭ୍ୟାସ ପଡ଼ିଆ, ଅତ୍ୟାଧୁନିକ ଫିଟନେସ୍ ସେଣ୍ଟର, ଅତ୍ୟାଧୁନିକ ସ୍ପୋର୍ଟସ୍ ଲାଇଟ୍ ଏବଂ ପାର୍କିଂ ଓ ଅନ୍ୟାନ୍ୟ ବ୍ୟବସ୍ଥା କରାଯିବ।

୨୦୧୮ରେ ପୁରୁଷ ହକି ବିଶ୍ୱକପର ଆୟୋଜକ ହୋଇ ଓଡ଼ିଶା ଅନ୍ତର୍ଜାତୀୟ ସ୍ତରରେ ନୂଆ ପରିଚୟ ସୃଷ୍ଟି କରିଥିଲା। ଏହା ଥିଲା ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମିର ବିକାଶ ଲାଗି ଦୂରଦୃଷ୍ଟିର ଏକ ଦୃଢ଼ ପରିପ୍ରକାଶ। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ସଫଳତାର ସହ ଏହି ବିଶ୍ୱକପ ଆୟୋଜିତ ହୋଇଥିଲା। ପୁଣି ୨୦୨୩ରେ ପୁରୁଷ ହକି ବିଶ୍ୱକପର ଆୟୋଜକ ହୋଇଛି ଓଡ଼ିଶା। ଏଥର ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ସହ ରାଉରକେଲାରେ ନିର୍ମାଣ ଆରମ୍ଭ ହୋଇଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଏହାର ମ୍ୟାଚ୍ ଖେଳାଯିବ।

ସୁନ୍ଦରଗଡ଼ ହକିର ଅନ୍ତୁଡ଼ିଶାଳ ଭାବେ ପରିଚିତ। ଏହି ଜିଲା ଅନେକ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରର ଖେଳାଳିଙ୍କୁ ପ୍ରସ୍ତୁତ କରିଛି। ସୁନ୍ଦରଗଡ଼ର ଆତ୍ମା ଭାବେ ପରିଚିତ ହକିର ପ୍ରସାର ପାଇଁ ସରକାର ଏକ ବଡ଼ ପଦକ୍ଷେପ ନେଉଛନ୍ତି। ଜିଲାର ଗ୍ରାମାଞ୍ଚଳରେ ହକିର ବିକାଶ ସହ ନୂଆ ପିଢ଼ିର ଖେଳାଳିଙ୍କୁ ତାଲିମ ଦେବା ପାଇଁ ସୁନ୍ଦରଗଡ଼ର ପ୍ରତି ବ୍ଲକରେ ଗୋଟିଏ ଲେଖାଏଁ ଆଷ୍ଟ୍ରୋ ଟର୍ଫ ହକି ପଡ଼ିଆ କରାଯାଉଛି। ଏବେ ଏହି ଷ୍ଟାଡିୟମ ପୂର୍ଣ୍ଣାଙ୍ଗ ହେଲେ ଜିଲାରେ ହକିର ବିକାଶ ପାଇଁ ଏକ ନୂଆ ଫର୍ଦ୍ଦ ଯୋଡ଼ା ହେବ ବୋଲି କ୍ରୀଡାପ୍ରେମୀ ଆଶା କରିଛନ୍ତି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର

July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version