• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାଠ ନିଆଁ ଧରୁ ଧରୁ ହଠାତ୍‌ ଶବ ଜୁଇରୁ ଉଠି ବସିଲା – ସୁକିନ୍ଦା

Proprietor Abhimanyu Maharana by Proprietor Abhimanyu Maharana
June 6, 2021
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
କାଠ ନିଆଁ ଧରୁ ଧରୁ ହଠାତ୍‌ ଶବ ଜୁଇରୁ ଉଠି ବସିଲା – ସୁକିନ୍ଦା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୬ ଜୁନ୍‌ ରବିବାର ) ସୁକିନ୍ଦା :- ଖଇ କଉଡ଼ି ବିଞ୍ଚି ବିଞ୍ଚି ଶବକୁ କୋକେଇରେ ମଶାଣି ନିଆଗଲା । ସେଠାରେ କାଠ ଖଞ୍ଜା ହେଲା । କାନ୍ଦ ବୋବାଳି ମଧ୍ୟରେ ଶବକୁ ଜୁଇରେ ଶୁଆଇ ଦେଇ ଅଗ୍ନି ସଂଯୋଗ କରାଗଲା । ଏହି ସମୟରେ ଯାହା ଘଟିଲା ତାହା ସମସ୍ତଙ୍କ ଛାତି ଥରାଇ ଦେଲା । କାଠ ନିଆଁ ଧରୁ ଧରୁ ହଠାତ୍‌ ଶବ ଜୁଇରୁ ଉଠି ବସିଲା । ଆତ୍ମୀୟ ସ୍ୱଜନ ତାଙ୍କୁ ଜୁଇରୁ ଓହ୍ଲାଇ ଆଣିବା ପରେ ପୁଣି ସେ ଅଚେତ୍‌ ହୋଇ ପଡ଼ିଥିଲେ ।  ସଙ୍ଗେସଙ୍ଗେ ଡାକ୍ତରଖାନା ନିଆଯାଇଥିଲା ।  ସେଠାରେ ପୁଣି ଥରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ସୂଚନା ମିଳିଛି । ବେଳେବେଳେ ଏପରି ହୁଏ ବୋଲି ଡାକ୍ତର କହୁଥିବା ବେଳେ ଏହି ଘଟଣା ଆଜି ସମଗ୍ର ସୁକିନ୍ଦା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

ସୂଚନା ମୁତାବକ, ସୁକିନ୍ଦା ଥାନା ଅନ୍ତର୍ଗତ ବର୍ତ୍ତଣ୍ଡା ଗ୍ରାମର ବସିଆ ପ୍ରଧାନଙ୍କ ପୁଅ ନୀଳମଣି ପ୍ରଧାନ(୪୬) ଶନିବାର ସକାଳେ ପ୍ରଚୁର ମଦ୍ୟ ପାନ କରିଥିଲେ । ଏହାପରେ ସେ ସାହିରେ ଜନୈକ ବ୍ୟକ୍ତିଙ୍କ ପିଣ୍ଡାରେ ଶୋଇଥିଲେ ।  ଅପରାହ୍ଣ ପ୍ରାୟ ୩ଟା ସମୟରେ ନୀଳମଣି କୌଣସି କାରଣରୁ ଗୁରୁତର ହୋଇ ପଡ଼ି ଏକ ପ୍ରକାର ଶବ୍ଦ କରୁଥିବା ନିକଟରେ ଯାଉଥିବା ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ତାଙ୍କୁ ସୁକିନ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ ।  ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । କିନ୍ତୁ ପରିବାର ଲୋକଙ୍କ ମନ ମାନିନଥିଲା । ସେମାନେ ନୀଳମଣିଙ୍କୁ ଟାଟା ମେଡିକା ନେବା ପାଇଁ କହି ସେଠାରୁ ନେଇ ଆସିଥିଲେ ।

ପରେ କିନ୍ତୁ ତାଙ୍କୁ ଟାଟା ମେଡିକା ନନେଇ ବଙ୍ଗଳା ଛକ ରାସ୍ତାରେ ନିଜ ଗାଁକୁ ନେଇ ଯାଇଥିଲେ । ଗ୍ରାମ ଶ୍ମଶାନରେ ଶବ ସତ୍କାର ପାଇଁ ସମସ୍ତ ବ୍ୟବସ୍ଥା କରାଇଲେ । ଶବକୁ ଜୁଇରେ ଶୁଆଇ ଦେଇ ଅଗ୍ନି ସଂଯୋଗ କରିବାର ମାତ୍ର କିଛି ସମୟ ମଧ୍ୟ ନୀଳମଣି ଉଠି ବସିଥିଲେ । ଏହାପରେ ନୀଳମଣିଙ୍କୁ ଜୁଇରୁ ଓହ୍ଲାଇ ଆଣିଲେ । ଏହି ସମୟରେ ନୀଳମଣି ପୁଣି ଅଚେତ୍‌ ହୋଇ ପଡ଼ିଲେ । ପରିବାର ଲୋକେ ତାଙ୍କୁ ତୁରନ୍ତ ସୁକିନ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ପୁନର୍ବାର ମୃତ ଘୋଷଣା କରିଥିଲେ ।

ଏହାପରେ ପରିବାର ଲୋକେ ତାଙ୍କୁ ଦାନଗଦୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ଯାଇଥିଲେ । ସେଠାରେ ନୀଳମଣିଙ୍କର ମୃତ୍ୟୁ ହୋଇଯାଇଥିବା ଡାକ୍ତର କହିବା ପରେ ପରିବାର ଲୋକେ ବିଶ୍ୱାସ କରିଥିଲେ । ଶବକୁ ଶନିବାର ଦାନଗଦୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି । ବ୍ୟବଚ୍ଛେଦ ପରେ ରବିବାର ଶବ ସତ୍କାର କରାଯିବ ବୋଲି ସୂଚନା ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version