• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସେବା ଚେରିଟେବୁଲ ଟ୍ରଷ୍ଟ ତରଫରୁ ପାଟଣାଗଡ଼ ଏବଂ ବେଳପଡା ଡାକ୍ତରଖାନା ରେ ରନ୍ଧାଖାଦ୍ୟ ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
June 7, 2021
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ସେବା ଚେରିଟେବୁଲ ଟ୍ରଷ୍ଟ ତରଫରୁ ପାଟଣାଗଡ଼ ଏବଂ ବେଳପଡା ଡାକ୍ତରଖାନା ରେ ରନ୍ଧାଖାଦ୍ୟ ବଣ୍ଟନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନିୟୁଜ୍ (୬ ଜୁନ୍ ରବିବାର) ପାଟଣାଗଡ଼ ;- କୋରେନା ମହାମାରୀ କୁ ନିୟନ୍ତ୍ରଣ କରିବା ପାଇଁ ସରକାରଙ୍କ ତରଫରୁ କିଛିଦିନ ହେବ ସପ୍ତାହନ୍ତ ସଟଡାଉନ ସହ ଲକଡାଉନ ମଧ୍ୟ ଘୋଷଣା କରାଯାଇଛି । କୋଭିଡ-୧୯ ନିୟମ ପାଳନ ସହ କେତେକ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁଥିବା କିଛି ଦୋକାନ କିଛି ସମୟ ଖୋଲା ରହୁଥିବାବେଳେ କେତେକ ଦୋକାନ ସମ୍ପୂର୍ଣ୍ଣ ବନ୍ଦ ରହିଛି । କୋଭିଡ କଟକଣା ଯୋଗୁଁ ହୋଟେଲ ,ଜଳଖିଆ ଦୋକାନ ବନ୍ଦ ଥିବାରୁ ଡାକ୍ତରଖାନା ରେ ଭର୍ତ୍ତି ହୋଇଥିବା ରୋଗୀ ଓ ରୋଗୀ ସମ୍ପର୍କୀୟ ମାନେ କିଛି ମାତ୍ରାରେ ଅସୁବିଧା ର ସମ୍ମୁଖୀନ ହେବାକୁ ପଡୁଛି ।

ଏହା ଛଡା ସପ୍ତାହନ୍ତ ସଟଡାଉନ ଯୋଗୁଁ ସହରର ସବୁ ଦୋକାନ ଶନିବାର ଓ ରବିବାର ଦୁଇ ଦିନ ତାଲା ପଡୁଛି । ଡାକ୍ତରଖାନା ଠାରୁ ପଡୋଶୀ ଗାଁ ମାନଙ୍କର ରୋଗୀ ମାନଙ୍କୁ ଖାଦ୍ୟ ଆଣିଦେବାରେ କିଛି ମାତ୍ରାରେ ସୁବିଧା ହେଉଥିବାବେଳେ ଦୂର ଦୁରାନ୍ତ ରୋଗୀ ମାନଙ୍କ ପାଇଁ ଘୋର ସମସ୍ୟା ର ସମ୍ମୁଖୀନ ହେବାକୁ ପଡୁଛି । ସପ୍ତାହନ୍ତ ସଟଡାଉନ କୁ ଦୃଷ୍ଟିରେ ରଖି ଓ ଡାକ୍ତରଖାନା ରେ ଭର୍ତ୍ତି ହୋଇଥିବା ରୋଗୀ ଓ ତାଙ୍କ ସମ୍ପର୍କୀୟ ମାନଙ୍କ ଖାଇବା ସମସ୍ୟା ର ସୁବ୍ୟବସ୍ଥା କରିବା ପାଇଁ ବଲାଙ୍ଗୀର ଜିଲ୍ଲାର ଅଗ୍ରଣୀ ସାମାଜିକ ସଂଗଠନ ସେବା ଚେରିଟେବୁଲ ଟ୍ରଷ୍ଟ ତରଫରୁ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଲୟ ଓ ବେଳପଡା ଡାକ୍ତରଖାନା ରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଛି ।

 ବଣ୍ଟନ କାର୍ଯ୍ୟକ୍ରମରେ ପାଟଣାଗଡ଼ ଡ଼ାକ୍ତରଖାନା ରେ ଟ୍ରଷ୍ଟ ସଭାପତି ସୁନୀଲ କୁମାର ସିଂ , ଉପସଭାପତି ଶ୍ରୀ ଗିରିରାଜ ଭୋଇ ,ମରୁଆଁ ସରପଞ୍ଚ ଶ୍ରୀମତୀ ସନ୍ତୋସିନୀ ବିଶି,ସେବୀକା ରାଜହନ୍ସ,କୋଷାଧ୍ୟକ୍ଷ ଶ୍ରୀ ପ୍ରକାଶ ସିଂ, ମନବୋଧ ବରିହା,ସିଲୁ ସାହୁ, ରୀଙ୍କୁ ନାଗ,ରଞ୍ଜନ ସାହୁ, ଆଲୋକ ସାହୁ, ବିଦୁଭୂଷଣ ଖମାରୀ,ପ୍ରମୁଖ ବଣ୍ଟନ କରିଥିବାବେଳେ ସେହିପରି ବେଳପଡା ଡାକ୍ତରଖାନା ରେ ଟ୍ରଷ୍ଟ ସଦସ୍ୟ ବନମାଳୀ ନାଏକ, ସିପୁନ ଖମାରୀ, , ଜିତୁ ନାଏକ,ଜୟ ମେହେର,ବବୁଲୁ ମେହେର ,ସନ୍ୟାସୀ ନାଏକ ପ୍ରମୁଖ ଉପସ୍ଥିତ ରହି ବଣ୍ଟନ କରିଥିଲେ । ଲକଡାଉନ କୁ ପୁଣି ଆଗାମୀ ୧୭ତାରିଖ ପର୍ଯ୍ୟନ୍ତ ବଢ଼େଇଥିବାରୁ ସେତେ ଦିନ ପର୍ଯ୍ୟନ୍ତ ରନ୍ଧା ଖାଦ୍ୟ ବଣ୍ଟନ କରାଯିବା ପାଇଁ ଶ୍ରୀ ଗିରିରାଜ ଭୋଇ ସୂଚନା ଦେଇଛନ୍ତି । (ପାଟଣାଗଡ଼ /ଗୋରେଖନାଥ ବରିହା) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version