• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚିନ୍ତାରେ ସାବିତ୍ରୀ, କିପରି ପୂଜା ପାଇବେ ସତ୍ୟବାନ, ଗୋଟିଏ ଦିନରେ ସୂର୍ଯ୍ୟପରାଗ ଓ ସାବିତ୍ରୀ ପର୍ବ

Proprietor Abhimanyu Maharana by Proprietor Abhimanyu Maharana
June 7, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ଚିନ୍ତାରେ ସାବିତ୍ରୀ, କିପରି ପୂଜା ପାଇବେ ସତ୍ୟବାନ, ଗୋଟିଏ ଦିନରେ ସୂର୍ଯ୍ୟପରାଗ ଓ ସାବିତ୍ରୀ ପର୍ବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୭ ଜୁନ୍ , ସୋମବାର ) ବାଲିଗୁଡା : –  ଜୁନ ୧୦ ତାରିଖରେ ସାବିତ୍ରୀ ବ୍ରତ ସହିତ ସୂର୍ଯ୍ୟପରାଗ ପଡୁଛି । ଏହି ଚିନ୍ତାରେ ଏବେ ଅଛନ୍ତି ସାବିତ୍ରୀମାନେ । ଅନ୍ୟପଟେ ଲକଡାଉନ ଲାଗି ଚୁଡ଼ି ଓ ଲୁଗାଦୋକାନ ବନ୍ଦ । ଜ୍ୟେଷ୍ଠ ମାସ ଅମାବାସ୍ୟା ତିଥି ବହୁତ ଖାସ । ହିନ୍ଦୁ ଧର୍ମରେ ଏହାକୁ ସାବିତ୍ରୀ ବ୍ରତ କୁହାଯାଏ । ଏହି ଦିନକୁ ସାବିତ୍ରୀ ଅମାବାସ୍ୟା ଭାବେ ପାଳନ କରାଯାଏ । ଏଥର ଜୁନ ୧୦ ତାରିଖରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ ମଧ୍ୟ ପଡୁଛି । ଅର୍ଥାତ ଗୋଟିଏ ଦିନରେ ସାବିତ୍ରୀ ଅମାବାସ୍ୟା ଓ ସୂର୍ଯ୍ୟ ପରାଗ ମଧ୍ୟ ଲାଗିବ । ଫଳରେ ଏହି ତିଥିର ମହତ୍ତ୍ୱ ଆହୁରି ବଢିଯିବ ।

ହିନ୍ଦୁ ପାଞ୍ଜି ଅନୁଯାୟୀ, ସୂର୍ଯ୍ୟ ପରାଗ ଜୁନ ୧୦ ତାରିଖ, ଗୁରୁବାର ଅପରାହ୍ନ ଗୋଟାଏ ୪୨ ମିନିଟରୁ ଆରମ୍ଭ ହେବ ଓ ସନ୍ଧ୍ୟା ୬ଟା ୪୧ ମିନିଟରେ ଶେଷ ହେବ । ଯେହେତୁ ସୂର୍ଯ୍ୟ ପରାଗ ଲାଗିବାର ୧୨ ଘଣ୍ଟା ପୂର୍ବରୁ ସୂତକ ଲାଗେ, ସୂତକ ସମୟରେ କୌଣସି ଶୁଭ କାର୍ଯ୍ୟ ଓ ପୂଜା ପାଠ କରାଯାଏ ନାହିଁ । ଫଳରେ ସାବିତ୍ରୀ ଅମାବାସ୍ୟା ବ୍ରତ ପାଳନ କରୁଥିବା ମହିଳାଙ୍କ ମନରେ ଅମାବାସ୍ୟା ଦିନ ପୂଜା କରିବା ସମୟକୁ ନେଇ ସନ୍ଦେହ ରହିଛି ଯେ କେଉଁ ସମୟରେ ମହିଳାମାନେ ପୂଜା କରିବେ ଚିନ୍ତା ବଢ଼ିଯାଇଛି । ଶାସ୍ତ୍ର ଅନୁଯାୟୀ, ସୂର୍ଯ୍ୟ ପରାଗ ଲାଗିବାର ୧୨ ଘଣ୍ଟା ପୂର୍ବରୁ ସୂତକ ଲାଗିଥାଏ । ସୂତକ କାଳରେ କୌଣସି ଶୁଭ କାର୍ଯ୍ୟ ବା ପୂଜା ପାଠ କରାଯାଏ ନାହିଁ । ମନ୍ଦିର କବାଟ ବନ୍ଦ କରିଦିଆଯାଏ । ମନ୍ଦିରରେ କିମ୍ବା କୌଣସି ଧାର୍ମିକ ସ୍ଥାନରେ ପୂଜା ପାଠ ହୁଏନାହିଁ । ଏହି ନିୟମ କେବଳ ପୂର୍ଣ୍ଣ ସୂର୍ଯ୍ୟ ପରାଗ ସମୟରେ ଲାଗୁ ହୁଏ ।

ଜୁନ ୧୦ ତାରିଖରେ ଭାରତରେ ଆଂଶିକ ସୂର୍ଯ୍ୟ ପରାଗ ଲାଗିବ । ଏହି ସୂର୍ଯ୍ୟ ପରାଗ ଭାରତର କିଛି ସ୍ଥାନରେ ଦୃଶ୍ୟମାନ ହେବ । ଆଂଶିକ ସୂର୍ଯ୍ୟ ପରାଗରେ ସୂତକ କାଳ ମାନ୍ୟ ନୁହେଁ । ସେଥିପାଇଁ ବିବାହିତା ସାବିତ୍ରୀ ବ୍ରତ ପୂଜା ଯେକୌଣସି ସମୟରେ କରିପାରିବେ । ବିବାହିତାମାନେ ପୂଜା କଲେ କୌଣସି ଦୋଷ ଲାଗିବନି । ସାବିତ୍ରୀ ବ୍ରତ ଶୁଭ ମୁହୂର୍ତ୍ତ – ବ୍ରତ ତିଥି – ଜୁନ ୧୦ ତାରିଖ, ଗୁରୁବାର । ଅମାବାସ୍ୟା ଆରମ୍ଭ – ଜୁନ ୯ ତାରିଖ ବୁଧବାର ଅପରାହ୍ନ ୧:୫୭ ମିନିଟ । ଅମାବାସ୍ୟା ସମାପ୍ତ – ଜୁନ ୧୦, ଗୁରୁବାର ସନ୍ଧ୍ୟା ୪:୨୦ ମିନିଟ । ବ୍ରତ ସମାପନ – ଜୁନ ୧୧, ଶୁକ୍ରବାର । ସୂର୍ଯ୍ୟ ପରାଗ ଜୁନ ୧୦, ଗୁରୁବାର ଅପରାହ୍ନ ୧:୪୨ ମିନିଟରେ ଆରମ୍ଭ ହେବ ଓ ସନ୍ଧ୍ୟା ୬:୪୧ ମିନିଟରେ ସମାପ୍ତ ହେବ ବୋଲି ପଣ୍ଡିତ ପୂର୍ଣ୍ଣ ଚନ୍ଦ୍ର ଶତପଥୀ ପ୍ରକାଶ କରିଛନ୍ତି  l (ସଞ୍ଜୟ କୁମାର ପାଣିଗ୍ରାହୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ାରେ ୩ ଅନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ କାରୀ ଗିରଫ : ଗଞ୍ଜେଇ ସହ ଟୟୋଟା କାର ଜବତ

ବାଲିଗୁଡ଼ାରେ ୩ ଅନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ କାରୀ ଗିରଫ : ଗଞ୍ଜେଇ ସହ ଟୟୋଟା କାର ଜବତ

June 10, 2026
ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

ଆନ୍ତର୍ଜାତିକ ଅଭିଲେଖାଗାର ଦିବସ

June 9, 2026
ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଫାଇଲ ହଜିବା ଘଟଣା : ଅଭିଯୋଗ ଆଣିଲେ ଅରୁଣ

June 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ାରେ ୩ ଅନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ କାରୀ ଗିରଫ : ଗଞ୍ଜେଇ ସହ ଟୟୋଟା କାର ଜବତ

ବାଲିଗୁଡ଼ାରେ ୩ ଅନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣ କାରୀ ଗିରଫ : ଗଞ୍ଜେଇ ସହ ଟୟୋଟା କାର ଜବତ

June 10, 2026
ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ଶଙ୍ଖ ଭବନରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ : ବୈଠକରେ ଯୋଗଦେବେ ଦଳର ସଭାପତି
ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

June 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version