• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁଇଦିନ ସଟଡ଼ାଉନ ପରେ , ବଜାର ଖୋଲୁ ଖୋଲୁ ଅସମ୍ଭାଳ ଭିଡ଼

Proprietor Abhimanyu Maharana by Proprietor Abhimanyu Maharana
June 8, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଦୁଇଦିନ ସଟଡ଼ାଉନ ପରେ , ବଜାର ଖୋଲୁ ଖୋଲୁ ଅସମ୍ଭାଳ ଭିଡ଼
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୬ ଜୁନ୍‌ ରବିବାର ) ହିଞ୍ଜିଳିକାଟୁ :-  କରୋନା ସଂକ୍ରମଣ ଏବେ ମହାମାରୀ ରୂପ ନେଇଛି । କରୋନା ଭୁତାଣୁ ଦ୍ୱିତୀୟ ଲହର ସଂକ୍ରମଣକୁ ନେଇ ଲୋକଙ୍କ ମନରେ ଅଜଣା ଆତଙ୍କ ଓ ଭୟର ବାତାବରଣ ସୃଷ୍ଟି ହୋଇଛି । ଦେଶର କୋଣ ଅନୁକୋଣରେ କରୋନା ମହାମାରୀ ଘୋର ବିପର୍ଯ୍ୟୟ ସୃଷ୍ଟି କରିଛି । ପ୍ରାଣଘାତୀ ସାଜି ରଚି ଚାଲିଛି ତାଣ୍ଡବଲୀଳା । ମୁଣ୍ଡ ପରେ ମୁଣ୍ଡ ଗଡ଼ିଯାଇ ହାହାକାର ପରିସ୍ଥିତି ସୃଷ୍ଟି ହୋଇଛି । ଗଞ୍ଜାମ ଜିଲ୍ଲାରେ ସ୍ଥିତି ପୂର୍ବାପେକ୍ଷା କମିଛି । ଜିଲ୍ଲାରେ ସଂକ୍ରମଣ ଓ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇ କରୋନା ଗ୍ରାଫ୍‌ ଉପରମୁହାଁ ହେଉଥିବା ବେଳେ ଗତ କିଛି ଦିନ ଧରିୀ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଏହି ପରିପ୍ରେକ୍ଷୀରେ ହିଞ୍ଜିଳିକାଟୁ ବ୍ଳକ ଓ ପୌରାଂଚଳରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ମଧ୍ୟ ହ୍ରାସ ପାଇବାରେ ଲାଗିଛି । ସ୍ଥାନୀୟ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ସହ ବହୁ ଲୋକଙ୍କ ବିଭିନ୍ନ କାରଣରୁ ମୃତ୍ୟୁ ମଧ୍ୟ ଘଟିଛି । ତଥାପି ଲୋକଙ୍କ ମନରେ ଭୟ ନଥିବା ଭଳି ଜଣାପଡ଼ିଛି । ଦ୍ୱିତୀୟ ସପ୍ତାହନ୍ତ ସଟଡ଼ାଉନରେ ଦୁଇଦିନ ଶନିବାର ଓ ରବିବାର ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା । ଦି’ ଦିନ ପରେ ଦୋକାନ ଖୋଲୁ ଖୋଲୁ ସବୁ ଅସମ୍ଭାଳ । ଦୋକାନ ବଜାରରେ ଦେଖିବାକୁ ମିଳିଥିଲା ଗ୍ରାହକଙ୍କ ଅସମ୍ଭାଳ ଭିଡ଼ । କରୋନା ସଂକ୍ରମଣରେ ବହୁ ଲୋକ ସଂକ୍ରମିତ ହୋଇଥିବା ବେଳେ କିଛି ଲୋକଙ୍କ ମୃତ୍ୟୁ ହୋଇଛି । ପ୍ରଶାସନର କୋଭିଡ଼ କଟକଣା ପାଳନ ନକରିବା ଏହାର ଅନ୍ୟତମ କାରଣ । ସ୍ଥାନୀୟ ପୌର ଓ ପୁଲିସ ପ୍ରଶାସନ ପକ୍ଷରୁ ସଚେତନ କରାଯିବା ସହ ଜନସାଧାରଣଙ୍କୁ ପ୍ରତ୍ୟହ ସତର୍କ କରାଯାଉଛ. କିନ୍ତୁ କେହି ମାନୁନାହାନ୍ତି । ସୋମବାର ସକାଳ ୬ଟାରୁ ପୌରାଂଚଳର ଲକ୍ଷ୍ମୀ ବଜାର ସମେତ ପରିବା ବଜାରରେ ଗ୍ରାହକଙ୍କ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଥିଲା । ବହୁ ଲୋକେ ମାସ୍କ ପିନ୍ଧିଥିଲେ କିନ୍ତୁ ତାହା ଥୋଡ଼ି ତଳେ ଥିଲା ।

ସାମାଜିକ ଦୂରତ୍ୱ ରକ୍ଷା ତ ଦୂରର କଥା ବ୍ୟବସାୟିକ ପ୍ରତିଷ୍ଠାନ ସମ୍ମୁଖରେ ଗ୍ରାହକଙ୍କ ମଧ୍ୟରେ ଚାଖଣ୍ଡେ ମଧ୍ୟ ଦୂରତା ନଥିଲା । ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୧୭ ତାରିଖ ସକାଳ ପର୍ଯ୍ୟନ୍ତ ଲକଡ଼ାଉନ ଘୋଷଣା କରାଯାଇଛି । ସରକାରଙ୍କ ପକ୍ଷରୁ ଲକଡ଼ାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର ଦୋକାନ ବଜାର ମଧ୍ୟାନ୍ନ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ସୂଚନା ପ୍ରଦାନ କରାଯାଇଛି । ସ୍ଥାନୀୟ ବଜାରରେ ଗ୍ରାହକଙ୍କ ଭିଡ଼ ସକାଳୁ ୧୧ଟା ପର୍ଯ୍ୟନ୍ତ ଦେଖିବାକୁ ମିଳିଥିବା ବେଳେ ମଧ୍ୟାନ୍ନରେ କିଛିଟା ଗହଳି କମିଥିଲା । ପ୍ରଶାସନ ଓ ପୁଲିସ ପକ୍ଷରୁ ସାମାନ୍ୟ କୋହଳ ହେଲେ ସାଧାରଣ ଲୋକ ଅମାନିଆ ହୋଇ ବୁଲୁଛନ୍ତି । ଏ ନେଇ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ. ମନୋରଞ୍ଜନ ସାହୁଙ୍କୁ ପଚାରିବାରୁ ସେ କହିଛନ୍ତି କୋଭିଡ଼ କଟକଣାକୁ ପାଳନ କରିବା ପାଇଁ ଜନସାଧାରଣଙ୍କୁ ବାରମ୍ବାର ଅନୁରୋଧ କରାଯିବା ସହ ପ୍ରତ୍ୟହ ଜନ ସଚେତନତା କରାଯାଉଛି । ବ୍ୟବସାୟିକ ପ୍ରତିଷ୍ଠାନ ଗୁଡ଼ିକୁ ପଂଚସୂତ୍ରୀ ନିୟମ କଡ଼ାକଡ଼ି ଭାବେ ପାଳନ କରିବାକୁ ଚେତାବନି ଦିଆଯାଇଛି । ଆଗକୁ ସାବିତ୍ରୀ ବ୍ରତ ରହିଥିବା ବେଳେ ଲୋକେ ଝିଅ ଘରକୁ ସାବିତ୍ରୀ ଭାର ଦେବା ଲାଗି ବଜାରରୁ ବିଭିନ୍ନ ସଉଦା କିଣିବାକୁ ଆସୀି ଅକାରଣରେ ଭିଡ଼ ଜାମଉଥିବା ଦେଖିବାକୁ ମିଳିଛି । ନିୟମ ଅବମାନନା କରୁଥିବା ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଜରିମାନା ମଧ୍ୟ ଆଦାୟ କରାଯାଉଛି । ତଥାପି ଲୋକେ ମାନିବାକୁ ନାରାଜ । ଆଗାମୀ ଦିନରେ କୋଭିଡ଼ କଟକଣାକୁ ପାଳନ କରୁନଥିବା ବ୍ୟବସାୟିକ ପ୍ରତିଷ୍ଠାନ ଗୁଡ଼ିକୁ ସିଲ କରାଯିବା ସହ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକଙ୍କ ବିରୋଦ୍ଧରେ ଥାନାରେ ଏତାଲା ଦିଆଯିବା ସହ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ( ରିପୋର୍ଟ :ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

ଫିକି ଏଫଏଲ୍‌ଓ ଭୁବନେଶ୍ୱର ପକ୍ଷରୁ ମେଫେୟାର କନ୍‌ଭେନସନ୍‌ରେ ୬ଷ୍ଠ ଏଫଏଲ୍‌ଓ ଓଡ଼ିଶା ଆୱାର୍ଡସ୍‌ ଆୟୋଜିତ

March 19, 2026
FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

March 18, 2026
ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

ଫିକି ଏଫଏଲ୍‌ଓ ଭୁବନେଶ୍ୱର ପକ୍ଷରୁ ମେଫେୟାର କନ୍‌ଭେନସନ୍‌ରେ ୬ଷ୍ଠ ଏଫଏଲ୍‌ଓ ଓଡ଼ିଶା ଆୱାର୍ଡସ୍‌ ଆୟୋଜିତ

March 19, 2026
FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

FICCI FLO Bhubaneswar Celebrates the 6th FLO Odisha Awards at Mayfair Convention

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version