• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିରାଙ୍ଗ ପଞ୍ଚାୟତର ଖସଡ଼ା ଜଳପ୍ରପାତ ପର୍ଯ୍ୟଟନ ସ୍ଥଳୀର ବିକାଶ ନେଈ ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ସରପଞ୍ଚଙ୍କ କାର୍ଯ୍ୟ ପ୍ରଂଶସନୀୟ

Proprietor Abhimanyu Maharana by Proprietor Abhimanyu Maharana
June 8, 2021
in ଓଡ଼ିଶା, ଗଜପତି, ହୋମ୍
0
ଜିରାଙ୍ଗ ପଞ୍ଚାୟତର ଖସଡ଼ା ଜଳପ୍ରପାତ ପର୍ଯ୍ୟଟନ ସ୍ଥଳୀର ବିକାଶ ନେଈ ଜିଲ୍ଲା ପ୍ରଶାସନ ଓ ସ୍ଥାନୀୟ ସରପଞ୍ଚଙ୍କ କାର୍ଯ୍ୟ ପ୍ରଂଶସନୀୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଜୁନ୍,ମଙ୍ଗଳବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ଅନ୍ତର୍ଗତ ମୋହନା ବ୍ଲକର ଜିରାଙ୍ଗ ପଞ୍ଚାୟତ ଇଲାକାରେ ଥିବା ଖସଡ଼ା ଜଳପ୍ରପାତ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ସମସ୍ତ ପ୍ରକାର ସୁବିଧା ଯୋଗାଇବା ନିମନ୍ତେ ବ୍ଲକ ପ୍ରଶାସନର ପ୍ରତକ୍ଷ ତତ୍ୱବାଧାନରେ ଜିରାଙ୍ଗ ପଞ୍ଚାୟତ ପକ୍ଷରୁ ସରପଞ୍ଚ ଟଙ୍କଧର ରଣସିଙ୍ଘ ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀ ରବୀନ୍ଦ୍ର କୁମାର ପାତ୍ର ଙ୍କ ସହଯୋଗରେ ପର୍ଯ୍ୟଟନ ସ୍ଥଳୀରେ ରୋଷେଇ ଘର ନିମନ୍ତେ ଦୁଇ ଲକ୍ଷ ଟଙ୍କା, ପୁରୁଷ ଏବଂ ମହିଳାଙ୍କ ନିମନ୍ତେ ପାଇଖାନା ନିର୍ମାଣ ନିମନ୍ତେ ଦଶ ଲକ୍ଷ ଟଙ୍କା, ବଜାର ଗୃହ ନିର୍ମାଣ ନିମନ୍ତେ ଦଶ ଲକ୍ଷ ଟଙ୍କା, ସୌନ୍ଦର୍ଯ୍ୟ କରଣ ନିମନ୍ତେ ଦଶ ଲକ୍ଷ ଟଙ୍କା ବ୍ୟୟ ବରାଦରେ

ଦ୍ରୁତ ଗତିରେ କାର୍ଯ୍ୟ ଚାଲିଥିବା ସରପଞ୍ଚ ଶ୍ରୀ ରଣସିଙ୍ଘ ପ୍ରକାଶ କରିଛନ୍ତି ।ଏହାକୁ ବ୍ଲକର କନିଷ୍ଠ ଯନ୍ତ୍ରୀ ରଜତ କୁମାର ପାଢୀ ପ୍ରତକ୍ଷ ତଦାରଖ କରୁଥିବା ବେଳେ ସହକାରୀ ଯନ୍ତ୍ରୀ ଜଗବନ୍ଧୁ ଆଚାର୍ଯ୍ୟ ଏବଂ ବିଡ଼ିଓ ସୌରଭ ସ୍ୱାର୍ଥକ ମହାପାତ୍ର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ଆଗାମୀ ଦିନରେ ଆହୁରି ଅନେକ ପ୍ରକଳ୍ପ ଜିଲାପାଳ ଅନୁପମ ସାହା ଙ୍କ ନିର୍ଦ୍ଧେଶ ପ୍ରକାରେ କରାଯିବ ବୋଲି ପ୍ରକାଶ କରିଛନ୍ତି। ଏହାସହ ପର୍ଯ୍ୟଟକ ମାନେ ଏଠାକୁ ପରିଦର୍ଶନରେ ଆସିଲେ ବିଶ୍ରାମ ନେବନିମନ୍ତେ ପଞ୍ଚାୟତ କାର୍ଯ୍ୟାଳୟ ମଧ୍ୟରେ ଗୋଟିଏ ଵିଶ୍ରାମଗାର ଉଚକୋଟିର ଆକାର କରାଯିବ ବୋଲି ସରପଚ ପ୍ରକାଶ କରିଛନ୍ତି । (ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026
ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’

ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’

May 10, 2026
 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

 ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ର ଦ୍ଵିତୀୟ ଦିବସ ଯୋଗ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

May 10, 2026
ଆଇନ ସଚେତନତା ଶିବିର

ଆଇନ ସଚେତନତା ଶିବିର

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version