• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପଣ୍ଡୁଳା-ବେଗନା ଗ୍ରାମ୍ୟ ରାସ୍ତା : ରାଜନୈତି ଛକାପଞ୍ଝା ରେ ପାଲୋଟିଛି ମରଣଯନ୍ତା

Proprietor Abhimanyu Maharana by Proprietor Abhimanyu Maharana
March 17, 2020
in Uncategorized, ଓଡ଼ିଶା, ହୋମ୍
0
ପଣ୍ଡୁଳା-ବେଗନା ଗ୍ରାମ୍ୟ ରାସ୍ତା : ରାଜନୈତି ଛକାପଞ୍ଝା ରେ ପାଲୋଟିଛି ମରଣଯନ୍ତା
Share on FacebookShare on TwitterWhatsapp

କୋରାଇ (ଓଡିଶା ତାଜା ନ୍ୟୁଜ୍ ) କୋରାଇ 17.3.2020 ରିପୋର୍ଟ ରଶ୍ମିରେଖା ମଳିକି :- କୋରାଇ, ଶିକ୍ଷା, ସ୍ୱାସ୍ଥ୍ୟ ଓ ଗମନା କ୍ଷେତ୍ରରେ ସରକାର ଗୁରୁତ୍ୱ ଦେଉଛନ୍ତି । ବିଶେଷକରି ଗ୍ରାମାଞ୍ଚଳରେ ଗମନାଗମନର ସୁବିଧା ନିମନ୍ତେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ କୋଟିକୋଟ ଟଙ୍କା ଖର୍ଚ୍ଚକରି ନିର୍ମାଣ କରାଯାଉଛି । ହେଲେ ରାଜନୈତି ଛକାପଞ୍ଝା ଓ ବିଭାଗୀୟ ଖାମଖିଆଲି ମନୋଭାବ ଯୋଗୁ ୧୫ବର୍ଷ ହେଲା ମରାମତି ହେଉନି ପଣ୍ଡୁଳା-ବେଗନା ଗ୍ରାମ୍ୟ ରାସ୍ତା । ରାସ୍ତା ସାରା ଖାଲମୟ ହୋଇ ଯାଇଥିବାରୁ ଯାତ୍ରୀଙ୍କ ନିମନ୍ତେ ମରଣଯନ୍ତା ପାଲୋଟିଛି ; ଫଳରେ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ରଅସନ୍ତୋଷ ପ୍ରକାଶ ପାଇଛି । ଏହି ରାସ୍ତାଟି ଧନେଶ୍ୱର-କୋରାଇ ପୂଞ୍ଚର୍ରାସ୍ତାର କଲେଜ ନିକଟସ୍ଥ ପଣ୍ଡୁଳାଛକରୁ ବାହାରି ପାଣିକୋଇଲି-ରଗଡି ରାସ୍ତାର ବେଗନ ଛକକୁ ସଂଯୋଗ କରିଛି । ଦୀର୍ଘ ୪କି.ମି ବ୍ୟାପି ଏହି ରାସ୍ତାରେ ପଣ୍ଡୁଳା, ବେଗନା, ରଣେଶପୁର, ଆଲଡା ଆଦି ଗ୍ରାମର ଲୋକମାନେ ଯାଜପୁରରୋଡ, କୋରାଇ ରେଳଷ୍ଟେସନ, ବ୍ଲକ ଆଦିକୁ ଦୈନଦିନ ଯାତାୟତ କରିଥାନ୍ତି । ଏହି ରାସ୍ତଟି ସାମାନ୍ୟ ମାଟି ରାସ୍ତା ହୋଇରହିଥିଲା ବେଳେ ୧୫ବର୍ଷ ପୂର୍ବେ ତତ୍କାଳିନ ରାଜ୍ୟସଭା ସାଂସଦ ରାମଚନ୍ଦ୍ର ଖୁଂଟିଆଙ୍କ ଉଦ୍ୟମକ୍ରମେ ତାଙ୍କ ହାତପାଣ୍ଠି ଜରିଆରେ ରାସ୍ତାଟି ପିଚୁରାସ୍ତା ଭାବେ ନିର୍ମାଣ ହୋଇଥିଲା । ହେଲେ ତାପରଠାରୁ ଏଥିମଧ୍ୟରେ ସକରାରୀ ଦଳର(ବିଜେପି ଓ ବିଜେଡି) ୪ଜଣ ବିଧାୟକ ବିଧାୟକା ହୋଇଥିହେଁ କେହି ଜଣେହେଲେ ବିଧାୟକ ଏହି ରାସ୍ତାରେ ମାଟିମୁଠେ ପକାଇବା ପାଇଁ ମନବଳାଇ ନାହାଁନ୍ତି । ବିଶେଷତଃ ରାସ୍ତାଟି ଏଆଇସିସିର ସାଧାରଣ ସଂପାଦକ ତଥା ପୂର୍ବତନ ରାଜ୍ୟସଭା ସାଂସଦ ରାମଚନ୍ଦ୍ର ଖୁଂଟିଆଙ୍କ ଗାଁ ରାସ୍ତା । ତେଣୁ ରାଜନୈତିକ ଅଭିସନ୍ଧିରଖି ସରକାରୀ ଦଳର ବିଧାୟକମାନେ ଏହି ରାସ୍ତା ନିର୍ମାଣ ପ୍ରତି ମନବଳାଉ ନାହାଁନ୍ତି । ଫଳରେ ରାସ୍ତାଟି ଦୀର୍ଘଦିନ ଧରି ମରାମତି ଅଭାବରୁ ରାସ୍ତା ସାରା ଖଲମୟ ହୋଇ ଯାଇଛି । ଖରାଦିନେତ ଏପରି ଅବସ୍ଥା ହୋଇଥିଲା ବେଳେ ବାର୍ଷ ଦିନର ରାସ୍ତାଟି ନଦୀଭ୍ରମ ସୃଷ୍ଟିକରେ । ଏପରି ବିପର୍ଯ୍ୟସ୍ଥ ସ୍ଥିତି ଯାତ୍ରୀଙ୍କ ପାଇଁ ମରଣ ଯନ୍ତା ପାଲୋଟିଛି । ରାସ୍ତା ନିର୍ମାଣ ଓ ମରାମତି ନିମନ୍ତେ ସ୍ଥାନୀୟ ଅଞ୍ଚଳବାସୀ ବହୁବାର ବିଭାଗୀୟଙ୍କୁ ଜଣାଇଲେ ମଧ୍ୟ ରାଜନୈତିକ ରାଜନୈତିକ କୃପା ହେଉନଥିବାରୁ ସେମାନେ ଏହି ରାସ୍ତା ନିର୍ମାଣ ପ୍ରତି ମନବଳାଉନାହାଁନ୍ତି । ଏଥିପ୍ରତି ଗ୍ରାମଉନ୍ନୟନ ମନ୍ତ୍ରୀ ଓ ଜିଲାପଳ ମହୋଦୟ ଦୃଷ୍ଟିଦେଇ ରାସ୍ତାଟିର ନିର୍ମାଣ ବ୍ୟବସ୍ଥା କରାଇବାକୁ ସ୍ଥାନୀୟ ଅଞ୍ଚଳବାସୀ ନିବେଦନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

ମହାନଦୀ ସୁପରଫାଷ୍ଟ ପକ୍ଷରୁ ଆଲୋଚନାଚକ୍ର ଏବଂ ଓଡ଼ିଶା ଉତ୍କର୍ଷ ସମ୍ମାନ ପୁରସ୍କାର ପ୍ରଦାନ

May 2, 2026
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version