• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରସାମ୍ୟ ହରାଇ ମର୍ମନ୍ତୁଦ କାର ଦୁର୍ଘଟଣା : ଦୁଇ ମୃତ୍ୟୁ – ଦୁଇ ଗୁରୁତର

Proprietor Abhimanyu Maharana by Proprietor Abhimanyu Maharana
June 9, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ଭାରସାମ୍ୟ ହରାଇ ମର୍ମନ୍ତୁଦ କାର ଦୁର୍ଘଟଣା : ଦୁଇ ମୃତ୍ୟୁ – ଦୁଇ ଗୁରୁତର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୯ ଜୁନ ବୁଧବାର ) କନ୍ଧମାଳ :- କନ୍ଧମାଳ-ବୌଦ୍ଧ ଜିଲ୍ଲାର ପୁରୁଣାକଟକ ଥାନା ଅନ୍ତର୍ଗତ ଝାଡ଼ରାଜିଙ୍ଗ ନିକଟରେ ବୁଧବାର ସକାଳେ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟି ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ଘଟଣା ରୁ ପ୍ରକାଶ ଯେ ବ୍ରହ୍ମପୁର ରାଇପଡା ଅଞ୍ଚଳ ର ୪ ଜଣ ବ୍ୟକ୍ତି ଓଡ଼ି-୧୬- ୦୯୧୦ ନମ୍ବର ବିଶିଷ୍ଟ ଏକ କାର ରେ ରାଉରକେଲା ଯାଉଥିବା ବେଳେ ଚାରିଛକ ନିକଟସ୍ଥ ଝାଡ଼ରାଜିଙ୍ଗ ଠାରେ କାରଟି ଭାରସ୍ୟାମ ହରାଇ ରାସ୍ତା କଡ଼ର ଏକ ଗଛ ରେ ପିଟି ହୋଇଥିଲା

ଏଥିରେ ଘଟଣା ସ୍ଥଳରେ ଜଣେ ମହିଳା ଓ ପୁରୁଷ ଙ୍କ ମୃତ୍ୟୁ ହୋଇଥିବା ବେଳେ ରୀନା କମ୍ପା (୩୦) ଓ ଭଗବାନ କମ୍ପା (୩୫) ଉଭୟ ସ୍ୱାମୀ ସ୍ତ୍ରୀ ଦୁଇଜଣ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୁଣାକଟକ ଓ ପରେ ବୌଦ୍ଧ ମେଡିକାଲ ରେ ଚିକିତ୍ସା ପାଇଁ ଭର୍ତି କରାଯାଇଛି l ଏପଟେ ମୃତକ ସୁରେନ୍ଦ୍ର ନାୟକ ଓ ପତ୍ନୀ ନମିତା ନାୟକ ବେଲଗୁଣ୍ଠା ବ୍ଲକ ମନ୍ଦାର ଗ୍ରାମ ର ବାସିନ୍ଦା ବୋଲି ପ୍ରାଥମିକ ତଦନ୍ତ ରୁ ଜଣାପଡିଛି l ପୁରୁଣାକଟକ ପୋଲିସ ଘଟଣା ର ତଦନ୍ତ ଜାରୀ ରଖିଛି । (ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ଅତ୍ୟାଧୁନିକ କିଡନୀ ଓ ୟୁରୋଲୋଜି ହସ୍ପିଟାଲ୍ ଆରମ୍ଭ କଲା ଏଆଇଏନ୍‌ୟୁ

AINU Launches Specialised Kidney ‘; Urology Hospital in Bhubaneswar

November 3, 2026
ଭୁବନେଶ୍ୱରରେ ଅତ୍ୟାଧୁନିକ କିଡନୀ ଓ ୟୁରୋଲୋଜି ହସ୍ପିଟାଲ୍ ଆରମ୍ଭ କଲା ଏଆଇଏନ୍‌ୟୁ

ଭୁବନେଶ୍ୱରରେ ଅତ୍ୟାଧୁନିକ କିଡନୀ ଓ ୟୁରୋଲୋଜି ହସ୍ପିଟାଲ୍ ଆରମ୍ଭ କଲା ଏଆଇଏନ୍‌ୟୁ

November 3, 2026
ଓଡିଶାରେ ୧୫୦୦ ମେଗାୱାଟର ପମ୍ପ୍‌ଡ ହାଇଡ୍ରୋ ଷ୍ଟୋରେଜ ପ୍ରକଳ୍ପ ପାଇଁ ରିନ୍ୟୁ ପକ୍ଷରୁ ଏମ୍‌ଓୟୁ ସ୍ୱାକ୍ଷର

ReNew signs MoU for 1,500 MW pumped hydro storage project in Odisha, with an investment of INR 9,000 crore

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ଅତ୍ୟାଧୁନିକ କିଡନୀ ଓ ୟୁରୋଲୋଜି ହସ୍ପିଟାଲ୍ ଆରମ୍ଭ କଲା ଏଆଇଏନ୍‌ୟୁ

AINU Launches Specialised Kidney ‘; Urology Hospital in Bhubaneswar

November 3, 2026
ଭୁବନେଶ୍ୱରରେ ଅତ୍ୟାଧୁନିକ କିଡନୀ ଓ ୟୁରୋଲୋଜି ହସ୍ପିଟାଲ୍ ଆରମ୍ଭ କଲା ଏଆଇଏନ୍‌ୟୁ

ଭୁବନେଶ୍ୱରରେ ଅତ୍ୟାଧୁନିକ କିଡନୀ ଓ ୟୁରୋଲୋଜି ହସ୍ପିଟାଲ୍ ଆରମ୍ଭ କଲା ଏଆଇଏନ୍‌ୟୁ

November 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version