• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶା ତାଜା ନ୍ୟୁଜ୍ : ଣନ୍ତୁ ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
June 10, 2021
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ଓଡ଼ିଶା ତାଜା ନ୍ୟୁଜ୍ : ଣନ୍ତୁ ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଜୁନ ଗୁରୁବାର ) ଭୁବନେଶ୍ୱର :- ମେଷ : ଜଗନ୍ନାଥଙ୍କର ଆଶୀର୍ବାଦରେ ଆଜି ଆପଣଙ୍କ ଦିନ ଅନୁକୂଳ ରହିବ। ଆପଣଙ୍କୁ ସମସ୍ତ କାର୍ଯ୍ୟରେ ସଫଳତା ମିଳିବାରୁ ମନରେ ହର୍ଷ ଏବଂ ପ୍ରସନ୍ନତା ଅନୁଭବ କରିବେ। ଆର୍ଥିକ କ୍ଷେତ୍ରରେ ଆପଣଙ୍କ ଦିନ ଲାଭଦାୟକ ପ୍ରମାଣିତ ହେବ। ମିତ୍ରମାନଙ୍କ ଏବଂ ପରିଜନମାନଙ୍କର ସହିତ ମିଳିବାର କାରଣରୁ ଘରର ବାତାବରଣ ଆନନ୍ଦ ଏବଂ ଉଲ୍ଲାସରେ ଭରି ରହିବ। ଆଜି ଆପଣଙ୍କୁ ଶାସନ ଦ୍ଵାରା ସମ୍ମାନିତ କରାଯିବାର ସମ୍ଭାବନା ଅଛି। ଯଦି ଆପଣ କୌଣସି ବ୍ୟକ୍ତି, ବ୍ୟାଙ୍କ କିମ୍ବା ସଂସ୍ଥାରୁ ଋଣ ନେବାକୁ ଚାହୁଁଛନ୍ତି ତେବେ କଦାପି ନିଅନ୍ତୁ ନାହିଁ। ଆଜି ପତ୍ନୀଙ୍କ ପକ୍ଷରୁ ଉତ୍ତମ ସହଯୋଗ ପ୍ରାପ୍ତ ହୋଇପାରେ। ରାତ୍ରି ସମୟ ଆମୋଦ-ପ୍ରମୋଦରେ ବିତିବ।

ବୃଷ : ଆଜି ଆପଣଙ୍କ ମନ ଅନେକ ପ୍ରକାରର ଚିନ୍ତାରେ ଚିନ୍ତିତ ହୋଇପାରେ। ସ୍ଵାସ୍ଥ୍ୟ ମଧ୍ୟ ଖରାପ ରହିପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାଯୋଗୁଁ ମନରେ ଗ୍ଲାନି ଅନୁଭବ ହୋଇପାରେ। ଅନିଦ୍ରା ଯୋଗୁଁ ଚିଡ଼ଚିଡ଼ା ଲାଗିବ ଏବଂ ସମୟରେ ଭୋଜନ ନ ମିଳିବାରୁ କ୍ରୋଧିତ ହେବେ। ଆଜିର ଦିନ ଆପଣ ବ୍ୟସ୍ତ ରହିବେ, ଅଧିକ ଦୌଡ଼ଦୌଡ଼ି କରିବାରେ ସାବଧାନ ରୁହନ୍ତୁ। ଆପଣଙ୍କ ନିର୍ଣ୍ଣୟ ନେବାର କ୍ଷମତାରୁ ଆପଣଙ୍କୁ ଆଜି ଲାଭ ମିଳିପାରେ। ରହିଯାଇଥିବା କାର୍ଯ୍ୟଗୁଡ଼ିକ ପୂରଣ ହେବ। କୌଣସି କାମରେ ଅର୍ଥ ବିନିଯୋଗ କରିବାକୁ ପଡ଼ିଲେ ହୃଦୟ ଖୋଲିକରି, ଆଗକୁ ଚାଲନ୍ତୁ ଭରପୂର ଲାଭ ମିଳିବ।

ମିଥୁନ : ଆପଣଙ୍କ ଆଜିର ଦିନ ବିବିଧ ଲାଭ ପ୍ରାପ୍ତି ପ୍ରମାଣିତ ହେବ। ପରିବାରରେ ସନ୍ତାନ ଏବଂ ପତ୍ନୀଙ୍କ ତରଫରୁ ଲାଭଦାୟକ ସମାଚାର ମିଳିବ। ମିତ୍ରମାନଙ୍କ ସହିତ ସାକ୍ଷାତକରି ଆପଣ ଆନନ୍ଦିତ ହେବେ। ବ୍ୟାପାରୀ ବର୍ଗଙ୍କର ଆୟରେ ବୃଦ୍ଧି ହେବ। ଚାକିରିରେ ଉଚ୍ଚ ପଦାଧିକାରିମାନଙ୍କର କୃପାଦୃଷ୍ଟି ରହିବ। ଆଜି ଆପଣ ଅଯଥା ଖର୍ଚ୍ଚରୁ ବଞ୍ଚନ୍ତୁ। ସାମାଜିକ କ୍ରିୟା କଳାପରେ ବ୍ୟବଧାନ ଆସିପାରେ। କିଛି ଅକସ୍ମାତ୍ ଲାଭ ହେବାରୁ ଆପଣଙ୍କ ଧର୍ମ, ଆଧ୍ୟାତ୍ମ ପ୍ରତି ରୁଚି ସୁଦୃଢ଼ ହେବ। ସନ୍ତାନମାନଙ୍କ ପକ୍ଷରୁ ହର୍ଷବର୍ଦ୍ଧକ ସମାଚାର ମିଳିବ।

କର୍କଟ : ଚାକିରି କିମ୍ବା ବ୍ୟବସାୟ କରୁଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ଅଟେ। ଚାକିରି କରୁଥିବା ଲୋକମାନଙ୍କର ପ୍ରମୋସନ ହେବାର ସମ୍ଭାବନା ଅଛି। ଉଚ୍ଚ ପଦାଧିକାରିମାନଙ୍କ ସହିତ ମହତ୍ତ୍ଵପୂର୍ଣ୍ଣ ମାମଲାରେ ମଧ୍ୟ ଖୋଲା ମନରେ ଚର୍ଚ୍ଚା କରିବେ। ଶାରୀରିକ-ମାନସିକ ସତେଜ ଅନୁଭବ କରିବେ। ଭାଗ୍ୟ ଦୃଷ୍ଟିରୁ ଆଜିର ଦିନ ଉତ୍ତମ ରହିବ। ଆପଣଙ୍କ ପରିଶ୍ରମର ଫଳ ଭଲ ମିଳିବ। ଆପଣ ନିଜର ମାନମର୍ଯ୍ୟାଦା ଏବଂ ଆମୋଦ ପ୍ରମୋଦ ପାଇଁ ଧନ ଖର୍ଚ୍ଚ କରିବେ। ଯେଉଁଥିରେ ଆପଣଙ୍କ ପାଖରେ ଥିବା ଶତ୍ରୁର ବ୍ୟଥା ବଢ଼ାଇବ। ମାତା-ପିତାଙ୍କର ଆଜି ବିଶେଷ ଧ୍ୟାନ ରଖିବେ।

ସିଂହ : ଆଜିର ଦିନ ମଧ୍ୟମ ଫଳଦାୟୀ ହେବ। ଆପଣ ଧାର୍ମିକ ଏବଂ ମାଙ୍ଗଳିକ କାର୍ଯ୍ୟରେ ଉପସ୍ଥିତ ରହିବେ। ଆପଣଙ୍କ ବ୍ୟବହାର ନ୍ୟାୟ ପ୍ରିୟ ରହିବ। ଧାର୍ମିକ ପ୍ରବାସର ଆୟୋଜନ ହେବ। ସ୍ଵାସ୍ଥ୍ୟ ସାଧାରଣ ମାତ୍ରାରେ ଖରାପ ହୋଇପାରେ। ବିଦେଶରେ ରହୁଥିବା ସ୍ଵଜନମାନଙ୍କର ଭଲ ସମାଚାର ମିଳିବ। ଆଜିର ଦିନରେ ମିଶ୍ରିତ ଫଳ ମିଳିବ। ଶ୍ୱଶୁରଘର ପକ୍ଷରୁ ଆଜି ଅସନ୍ତୋଷର ସଂକେତ ମିଳିବ। ମଧୁର ବାଣୀର ପ୍ରୟୋଗ କରନ୍ତୁ ଅନ୍ୟଥା ସମ୍ବନ୍ଧ ଖରାପ ହୋଇପାରେ। ଯଦି ନେତ୍ର ସମ୍ବନ୍ଧିତ କୌଣସି କଷ୍ଟ ଅଛି ତେବେ ସେଥିରେ ସୁଧାର ହେବା ନିଶ୍ଚତ ଅଟେ।

କନ୍ୟା : ଆଜିର ଦିନରେ ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ସ୍ଵାସ୍ଥ୍ୟ ଖରାପ ହେବାର ଆଶଂକା ରହିବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟର ଅବସର ଆସିପାରେ। କୋର୍ଟ-କଚେରୀ କାର୍ଯ୍ୟଗୁଡ଼ିକରେ ସାବଧାନ ରୁହନ୍ତୁ। ଆମୋଦ-ପ୍ରମୋଦ ପଛରେ ଖର୍ଚ୍ଚ ହେବାର ଆଶଂକା ଅଛି। ବାହନ ଚଲାଇବା ସମୟରେ ସାବଧାନ ରହିବେ। ଆଜି ଆପଣଙ୍କମଧ୍ୟରେ ନିର୍ଭୀକତାର ଭାବ ରହିବ ତଥା ସାହସ ପୂର୍ବକ ନିଜର କଠିନ କାର୍ଯ୍ୟ ଗୁଡ଼ିକ ସମ୍ପନ୍ନ କରିବାରେ ସକ୍ଷମ ରହିବେ। ଆପଣଙ୍କୁ ନିଜର ମାତା-ପିତାଙ୍କର ସୁଖ ସହଯୋଗ ଯଥେଷ୍ଠ ରୂପରେ ପ୍ରାପ୍ତ ହେବ। ବ୍ୟର୍ଥ ବ୍ୟୟର ଯୋଗ ମଧ୍ୟ ଅଛି। ବ୍ୟାପାରରେ ଧନ ଲାଭ ହେବ।

ତୁଳା : ଆପଣଙ୍କ ଆଜିର ଦିନ ସଫଳତା ଏବଂ ଆମୋଦ-ପ୍ରମୋଦରେ ଭରା ହେବ, ସମ୍ପୂର୍ଣ୍ଣ ଦିନ ମନରେ ପ୍ରସନ୍ନତା ଅନୁଭବ କରିବେ। ବିପରୀତ ଲିଙ୍ଗ ବ୍ୟକ୍ତି ଆଜି ଆପଣଙ୍କ ଜୀବନରେ ଆସିବେ। ମୌଜ-ମସ୍ତୀ ପଛରେ ଖର୍ଚ୍ଚ ହୋଇପାରେ। ନୂଆ ବସ୍ତ୍ରାଭୂଷଣ କିଣି ପାରନ୍ତି। ଆଜିର ଦିନ ଆପଣଙ୍କପାଇଁ ଶୁଭ ଫଳଦାୟୀ। ଆପଣଙ୍କ ଅଧିକାର ସଂପତ୍ତିରେ ବୃଦ୍ଧି ହେବ। ଆପଣ ଅନ୍ୟମାନଙ୍କର ଭଲ ଭାବିବେ ଏବଂ ହୃଦୟଭରି ସେବା ମଧ୍ୟ କରିବେ। ଆଜି ନୂଆ କାର୍ଯ୍ୟଗୁଡ଼ିକ ଯଦି କରିବାକୁ ପଡ଼େ ତେବେ ଶୁଭ ରହିବ।

ବିଚ୍ଛା : ଆଜିର ଦିନ ସୁଖମୟ ଭାବେ କଟିବ। ପରିଜନମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ। ଶାରୀରିକ ତଥା ମାନସିକ ପ୍ରଫୁଲ୍ଲତା ଅନୁଭବ ହେବ। ଚାକିରି କରୁଥିବା ସାଥୀ କର୍ମଚାରିମାନଙ୍କର ସହଯୋଗ ମିଳିବ। ମହିଳାମାନଙ୍କ ପାଇଁ ବାପଘରୁ ଆପଣଙ୍କୁ ଭଲ ସମାଚାର ମିଳିବ। ଧନଲାଭ ହେବ। ଆଜି ଆପଣଙ୍କ ମନ ଅଶାନ୍ତ ଏବଂ ଚିନ୍ତିତ ରହିବ। ବ୍ୟାପାର ବୃଦ୍ଧି ପାଇଁ କରାଯାଇଥିବା ପ୍ରୟାସ ନିଷ୍ଫଲ ହୋଇପାରେ। ଯଦି କୌଣସି ବାଦ ବିବାଦ ଲମ୍ବିତ ଅଛି ତେବେ ସେଥିରେ ସଫଳତା ମିଳିବାର ସଂପୂର୍ଣ୍ଣ ସମ୍ଭାବନା ଅଛି।

ଧନୁ : ଆପଣଙ୍କ ଆଜିର ଦିନ ମିଶ୍ରତ ଫଳଦାୟୀ ହେବ। ଆଜି ଆପଣଙ୍କୁ ପେଟ ସମ୍ବନ୍ଧୀତ ସମସ୍ୟା ହୋଇପାରେ। ସନ୍ତାନମାନଙ୍କର ସ୍ଵାସ୍ଥ୍ୟ ଏବଂ ତାଙ୍କ ପାଠପଢ଼ା ସମ୍ବନ୍ଧରେ ଚିନ୍ତାରେ ମନ ବ୍ୟଗ୍ର ରହିବ। କାର୍ଯ୍ୟରେ ସଫଳତା ନ ମିଳିବାରୁ କ୍ରୋଧ ହେବ କିନ୍ତୁ ଏହା ଉପରେ ନିୟନ୍ତ୍ରଣ ରଖିବେ। ପ୍ରିୟ ବ୍ୟକ୍ତିମାନଙ୍କ ସହିତ ରୋମାଞ୍ଚକ କ୍ଷଣର ଆନନ୍ଦ ଉଠାଇ ପାରିବେ। ଆଜି ଆପଣଙ୍କ ବିଦ୍ୟା, ବୁଦ୍ଧି, ଜ୍ଞାନର ବୃଦ୍ଧି ହେବ। ଭାଗ୍ୟର ମଧ୍ୟ ଆପଣଙ୍କୁ ସମ୍ପୂର୍ଣ୍ଣ ସହଯୋଗ ମିଳିବ, ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ସଂନ୍ଧ୍ୟା କାଳରୁ ନେଇକରି ରାତ୍ରି ପର୍ଯ୍ୟନ୍ତ ପେଟର ଯନ୍ତ୍ରଣା ହେବାର ସମ୍ଭାବନା ଅଛି। ସାବଧାନ ରୁହନ୍ତୁ ତଥା ଖାଇବା ପିଇବା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର : ଆପଣଙ୍କ ଆଜିର ଦିନ ପ୍ରତିକୁଲତାରେ ଭରି ରହିବ, ଯାହା ମନରେ ଖିନ୍ନତାର ଅନୁଭବ ହେବ। ଶରୀରରେ ଫୂର୍ତ୍ତି ଏବଂ ସତେଜର ଅଭାବ ରହିବ। ସାର୍ବଜନିକ ଜୀବନରେ ମାନହାନି ହେବାର ଆଶଂକା ଅଛି। ଛାତିରେ ଯନ୍ତ୍ରଣା ରହିବାର ଆଶଂକା ଅଛି। କୌଣସି ପ୍ରକାରର ବାଦ-ବିବାଦ କିମ୍ବା ଚର୍ଚ୍ଚାରୁ ଦୂରରେ ରୁହନ୍ତୁ। ଆଜି ଆପଣଙ୍କୁ ବହୁମୂଲ୍ୟ ବସ୍ତୁ ପ୍ରାପ୍ତି ସହିତ ଏପରି ଅନାବଶ୍ୟକ ଖର୍ଚ୍ଚ ମଧ୍ୟ ସାମନାରେ ଆସିବ। ନିଜର ବ୍ୟବସାୟରେ ଆପଣଙ୍କ ମନ ଲାଗିବ ଏବଂ ସ୍ଥଗିତ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କୌଣସି ନୂଆ କାର୍ଯ୍ୟରେ ଅର୍ଥ ବିନିଯୋଗ କରିବାକୁ ପଡ଼ିଲେ ଅବଶ୍ୟ କରନ୍ତୁ, ଭବିଷ୍ୟତରେ ଲାଭ ହେବ।

କୁମ୍ଭ : ଆଜି ଆପଣ, ହୃଦୟରେ ପ୍ରସନ୍ନତା ଅନୁଭବ କରିବେ। ଆପଣଙ୍କ ମନରେ ରହୁଥିବା ଚିନ୍ତାର ବାଦଲ ଦୂର ହେବାଯୋଗୁଁ ଆପଣଙ୍କ ଉତ୍ସାହ ବଢ଼ିବ। ଭାଇ-ବନ୍ଧୁମାନଙ୍କ ସହିତ ମିଶିକରି ନୂଆ ଆୟୋଜନକୁ ହାତରେ ନେବେ। ତାଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ। ଲଘୁ ଯାତ୍ରା କରିପାରନ୍ତି। ଆଜିର ଦିନ ବୁଦ୍ଧି ବିବେକରେ ନୂଆ-ନୂଆ ଖୋଜ କରିବାରେ କଟିବ। ଆପଣ ସୀମିତ ଏବଂ ଆବଶ୍ୟକତାନୁସାରେ ହିଁ ବ୍ୟୟ କରନ୍ତୁ। ସାଂସାରିକ ସୁଖ ଭୋଗ, ଚାକରମାନଙ୍କର ସୁଖ ସମ୍ପୂର୍ଣ୍ଣ ରୂପରେ ମିଳିବ।

ମୀନ : ଆଜି ନିଜର ବାଣୀ ଉପରେ ନିୟନ୍ତ୍ରଣ ରଖିବେ। କ୍ରୋଧ କାରଣରୁ କାହା ସହିତ ମନମାଳିନ୍ୟ ହେବାର ଆଶଂକା ଅଛି। ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି। ଚକ୍ଷୁର ଧ୍ୟାନ ରଖିବେ। ପାରିବାରିକ ସଦସ୍ୟ ଏବଂ ପ୍ରେମୀଜନମାନଙ୍କ ଦ୍ଵାରା ଘରେ ବିରୋଧର ବାତାବରଣ ହୋଇପାରେ। ଆଜି ଅଷ୍ଟମ ଭାବରେ ଶତ୍ରୁ ରାଶିଙ୍କର ବୃହଷ୍ପତି ହେବାର କାରଣରୁ ବହୁତ ସମୟରେ ଲଟକି ରହିଥିବା ବିବାଦର ସମାଧାନ ହେବ। ଖୁସିମିଜାଜ ବ୍ୟକ୍ତିତ୍ଵ ହେବାର କାରଣରୁ ଅନ୍ୟ ବ୍ୟକ୍ତି ଆପଣଙ୍କ ସହିତ ସମ୍ବନ୍ଧ ବନାଇବା ପାଇଁ ଚେଷ୍ଟା କରିବେ। ସାମାଜିକ ସମ୍ମାନ ମିଳିବାରୁ ଆପଣଙ୍କ ମନୋବଳ ବଢ଼ିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026
୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

୩୭ ତମ ବାର୍ଷିକ ତେରଶମ୍ଭୁ ମିଳନ କାର୍ଯ୍ୟ ଅନୁକୂଳ ପାଇଁ ମନ୍ଦିରରେ ପୂଜାର୍ଚ୍ଚନା

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version