• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନି ରଥର ୪୨ ଚକ ମଧ୍ୟରୁ ଆଜି ସୁଦ୍ଧା ୩୯ ଟି ଚକର ନିର୍ମାଣ ଶେଷ – ପୁରୀ

Proprietor Abhimanyu Maharana by Proprietor Abhimanyu Maharana
June 11, 2021
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ତିନି ରଥର ୪୨ ଚକ ମଧ୍ୟରୁ ଆଜି ସୁଦ୍ଧା ୩୯ ଟି ଚକର ନିର୍ମାଣ ଶେଷ – ପୁରୀ
Share on FacebookShare on TwitterWhatsapp

ପୁରୀ,ତିନିରଥ ନିର୍ମାଣ – ଗୁରୁବା ର ଅଗ୍ରଗତି 

ମୋଟ ନିର୍ମାଣ କାରୀଙ୍କ ଉପସ୍ଥାନ : ୧୯୭ ତିନିରଥର ମୋଟ ମହାରଣା ୭୭ ତିନି ରଥର ଭୋଇ ସେବକ ୭୬ ତିନି ରଥର କରତି ସେବକ ୪ ପାହି ମହାରଣା ୧ ଓଝା ବା କମାର ସେବକ ୧୭ ତୁମ୍ବ ବିନ୍ଧ କାରୀଗର ୨ ତିନି ରଥର ରୂପକାର ସେବକ ୧୯ ରଥ ଖଳା ସହାୟକ ୧ ମୋଟ ୧୯୭

ରଥ ନିର୍ମାଣ ଅଗ୍ରଗତି :

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଜୁନ୍ , ଗୁରୁବାର )ପୁରୀ :- ତିନି ରଥର ୪୨ ଚକ ମଧ୍ୟରୁ ଆଜି ସୁଦ୍ଧା ୩୯ ଟି ଚକର ନିର୍ମାଣ ଶେଷ । *ଶେଷ ୩ ଗୋଟି ଚକ ର ତୁମ୍ବ ରେ ଅର ସଂଯୋଗ ହୋଇ ପଇ ପିନ୍ଧା ଯାଇ ପଇ ପଇ ବାନ୍ଧେଣି ନିମନ୍ତେ ପଇ କଳସା ଚାଲିଛି । ଆସନ୍ତା କାଲି ଚକ ନିର୍ମାଣ ଶେଷ ହେବ ବୋଲି ଆଶା ରହିଛି । *ତିନି ରଥ ର ଚକଅଖ କୁ ବାନ୍ଧି ରଖିବାପାଇଁ ରଥର ‘ତେଚିସ’ ବା ଦଣ୍ଡାରେ ଅନ୍ୟ ଅଂଶ ଗୁଡିକ ଖଞ୍ଜାଯାଇ ମାପ ପ୍ରକାରେ ସେଟ କରାଯାଉଅଛି, ଯଥା- ପାଞ୍ଚ ଦଣ୍ଡା ଏବଂ ପାର୍ଶ୍ୱ ଦଣ୍ଡାରେ ମୁହାଁଟ ସଂଯୋଗ ହୋଇ, ମୁହାଁଟ ଉପରେ କୋଣ ଗୁଜ ଏବଂ ଜଳଯନ୍ତ୍ର ଖଞ୍ଜା ଯାଇ, ଏହି କୋଣ ଗୁଜ ଓ ଜଳଯନ୍ତ୍ର ଉପରେ ନିରାଡ଼ି ପଡ଼ି ଫିଟିଙ୍ଗ କରାଯାଇଛି ।

ଏହା ସମ୍ପୁର୍ଣ୍ଣ ହୋଇ ନମ୍ବରିଙ୍ଗ ପରେ ଦଣ୍ଡାରେ ଲାଗିଥିବା ସମସ୍ତ ଅଂଶ ଖୋଲାଯାଇ ସାଇତି ରଖାଯିବ, ସମସ୍ତ ଚକା ନିର୍ମାଣ ସରି ଅଖ ସଂଯୋଗ ପରେ ଶେଷ ହୋଇଥିବା ଦଣ୍ଡା ବା ଚେଚିସ ରଥରେ ସେଟିଙ୍ଗ ହେବ । *ରୂପକାର ସେବକ ମାନଙ୍କ ଦ୍ୱାରା ତିନିରଥର କୋଣଗୁଜ ଗୁଡିକରେ ରୂପ ଖୋଦେଇ କାର୍ଯ୍ୟ ଶେଷ ପର୍ଯ୍ୟାୟରେ । ଏହା ପରେ ନାଟ ଗୋଡ଼ରେ ରୂପ ଖୋଦେଇ କାମ ଆରମ୍ଭ ହେବ ।

*ଦେବଦଳନ ରଥର ୨ ଟି ଗରଗରା ର ଚଉପଟ କାମ ଶେଷ ହୋଇଥିବା ବେଳେ, ତାଳଧ୍ଵଜ ଏବଂ ନନ୍ଦିଘୋଷ ରଥର ଗୋଟିଏ ଲେଖାଁଏ ଗରଗରା ର ଚଉପଟ କାମ ଶେଷ ହୋଇ ଆଉ ଗୋଟିଏ ଗରଗରା ର ଚଉପଟ କାମ ଚାଲୁ ରହିଛି । *ଦୋଳବେଦୀ ଠାରେ ନନ୍ଦିଘୋଷ ରଥ ର ପୋଲ ଗୟଳ ଚିରଟ କାମ କରତି ସେବକଙ୍କ ଦ୍ଵାରା ଚାଲୁଅଛି । *ଦୋଳବେଦୀ ସ୍ଥ ଅସ୍ଥାଇ କମାରଶାଳରେ ତିନି ରଥର ଓଝା ସେବକ ମାନେ ବିଡ଼ିଆ କଣ୍ଟା,୨୨ ଟି ଯୋଖା କଣ୍ଟା ୩୨ ଗୋଟି, ନିର୍ମାଣସହ ରଥର ତାଳଭାଗ (ଦଣ୍ଡା କାମ ପାଇଁ) ଅଗପାତେଳି ଓ ଚଉରସ କଣ୍ଟା ନିର୍ମାଣ କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version