• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ରେ ଗତ ବର୍ଷ ଭଳି ଚଳିତ ବର୍ଷ ଗଡିବନି ରଥ ; ବିଧାୟକ ଙ୍କ ପ୍ରାଣପଣେ ଚେଷ୍ଟା ଜାରି

Proprietor Abhimanyu Maharana by Proprietor Abhimanyu Maharana
June 14, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ରେ ଗତ ବର୍ଷ ଭଳି ଚଳିତ ବର୍ଷ ଗଡିବନି ରଥ ; ବିଧାୟକ ଙ୍କ ପ୍ରାଣପଣେ ଚେଷ୍ଟା ଜାରି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୩ ଜୁନ୍ ,ରବିବାର ) ରଣପୁର ,ରିପୋର୍ଟ ଅଭିମନ୍ୟୁ :- ଚଳିତ ବର୍ଷ ରଣପୁରରେ ରଥ ଯାତ୍ରା କରିବା ନେଇ ଜିଲ୍ଲାପାଳଙ୍କୁ ଅନୁରୋଧ କରିବା ସହ ଦେବତ୍ତର ବିଭାଗର ମନ୍ତ୍ରୀ ଙ୍କୁ ଚିଠି କରିଛନ୍ତି ତହସିଲଦାର ଙ୍କ ଦ୍ଵାରା ଶ୍ରୀମନ୍ଦିର କମିଟି ର ସଭାପତି ତଥା ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ । ରାଜ୍ୟ ସରକାର ପୁନଃବିଚାର କରି ପୁରୀ ଭଳି ବିନା ଭକ୍ତ ରେ ରଣପୁର ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥ ଯାତ୍ରାକୁ ସ୍ୱୀକୃତି ଦେବା ନିମନ୍ତେ ଅନୁରୋଧ କରିଛନ୍ତି । ଚିଠିରେ ଦର୍ଶାଇଛନ୍ତି କି , ୧୩୬୩ ଶାଲରୁ ରାଜା ଉଦ୍ଧବ ନରେନ୍ଦ୍ର ସିଂହ ଙ୍କ ହାତରେ ପ୍ରତିଷ୍ଠା ହୋଇଥିବା ଦାରୁ ବ୍ରହ୍ମ ରଣପୁର ରେ ପୂଜା ପାଉଛନ୍ତି । ବିଧାୟକ ଙ୍କ କହିବା ଅନୁଯାୟୀ ରାଜା ଙ୍କ ଦାନ ପାଣ୍ଠିରୁ ଜଗନ୍ନାଥ ମନ୍ଦିର ନିର୍ମାଣ ହୋଇଥିଲା ।

ଇତିହାସ କହୁଥିବା ମାଦଳା ପାଞ୍ଜି ଅବା କେତେକ ଐତିହାସିକ ରେକର୍ଡ ଅନୁସାରେ ରଣପୁର ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ । ରାଜା ଉଦ୍ଧବ ନରେନ୍ଦ୍ର ସିଂହ ଙ୍କ ରାଜତ୍ୱ କାଳରୁ ରଣପୁର ରେ ଚାଲି ଆସୁଥିବା ସମସ୍ତ ବ୍ୟବସ୍ଥା କୁ ଏବେ ବି ବଳବତ୍ତର ରଖାଯାଇଛି । ଏଥିସହ ପୁରୀ ଜଗନ୍ନାଥ ଙ୍କ ରୀତି ନୀତି ଭଳି ରଣପୁରରେ ମଧ୍ୟ ଶ୍ରୀ ଜଗନ୍ନାଥଙ୍କ ର ସମସ୍ତ ରୀତିନୀତି ,ପର୍ବ ପର୍ବାଣୀ ପାଳିତ ହୋଇଥାଏ । ପୁରୀ ଶ୍ରୀମନ୍ଦିର ର ପୂଜା ନୀତି କାନ୍ତି ରଣପୁର ର ପୂଜା ନୀତିକାନ୍ତି ସହ ସମାନ, ଯାହାଫଳରେ ପୁରୀ ଜଗନ୍ନାଥଙ୍କର ୧୬ କଳା ରୁ ଗୋଟିଏ କଳା ରଣପୁର ଜଗନ୍ନାଥ ମନ୍ଦିର ରେ ଦାରୁବ୍ରହ୍ମ ଭାବେ ତିନି ମୂର୍ତ୍ତି ପୂଜା ପାଉଛନ୍ତି ।

ଏତତ୍ ବ୍ୟତୀତ ପୁରୀ ଭଳି ରଥା ରୂଢ଼ ତିନି ଠାକୁରଙ୍କ ଯଥା ରୀତି ପୂର୍ବକ ନବଦିନ ଯାତ୍ରା ଅନୁଷ୍ଠିତ ହୋଇଥାଏ । ଲକ୍ଷାଧିକ ଭକ୍ତ ମଧ୍ୟରେ ପାଳିତ ହୋଇଥାଏ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା । ଗତ ବର୍ଷ କରୋନା ର ପ୍ରଥମ ପର୍ଯ୍ୟାୟରେ ରଣପୁର ରଥଯାତ୍ରା କୁ ବାତିଲ କରିଦିଆଯାଇଥିଲା । ତେବେ ପୂର୍ବ ବର୍ଷ ଭଳି ଚଳିତ ବର୍ଷ କରୋନା ସଂକ୍ରମଣ କୁ ଆଖି ଆଗରେ ରଖି କୌଣସି ସ୍ଥାନରେ ରଥଯାତ୍ରା ଅନୁଷ୍ଠିତ ହେବ ନାହିଁ ବୋଲି ସରକାର ଙ୍କ ନିର୍ଦେଶ ରହିଛି । ଯେଉଁଥିପାଇଁ ଚଳିତ ବର୍ଷ ରଣପୁର ରେ ରଥଯାତ୍ରା ହୋଇ ପାରିବନି ବୋଲି ପ୍ରଶାସନ ପକ୍ଷରୁ ଜଣାଯାଉଅଛି । କରୋନା ମହାମାରୀ ରେ ସରକାର ଙ୍କ ର ସମସ୍ତ କଟକଣା କୁ ମାନି ରଥଯାତ୍ରା କରିବା ନିମନ୍ତେ ଅନୁମତି ପ୍ରଦାନ କରିବାକୁ ବିଧାୟକ ଶ୍ରୀ ସତ୍ୟ ନାରାୟଣ ପ୍ରଧାନ ବିନମ୍ର ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

ପୁରୀ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ସାମିଲ ହେଲେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ

June 20, 2026
ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା  

June 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

ବର୍ଷାରେ ଓଦା ହୋଇ ଚାଲିଲେ : ମହାପ୍ରଭୁଙ୍କ ନାମରେ କମ୍ପିଲା ବଡଦାଣ୍ଡ

June 20, 2026
ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ଗୌଡ଼ବାଡ଼ ସାହିରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

June 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version