• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତାଲାବନ୍ଦ ସତ୍ୱେବି ଗାଁ’ରେ ହେଉଛି ରଜ ପରବ ଝିଅଙ୍କ ସାହି ବୁଲା ଓ ବାଡି ଅଗଣାରେ ରଜଦୋଳି ଗୀତରେ ମୁଖରିତଗାଁ ପରିବେଶ

Proprietor Abhimanyu Maharana by Proprietor Abhimanyu Maharana
June 15, 2021
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ତାଲାବନ୍ଦ ସତ୍ୱେବି ଗାଁ’ରେ ହେଉଛି ରଜ ପରବ ଝିଅଙ୍କ ସାହି ବୁଲା ଓ ବାଡି ଅଗଣାରେ ରଜଦୋଳି ଗୀତରେ ମୁଖରିତଗାଁ ପରିବେଶ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୫ ଜୁନ ମଙ୍ଗଳବାର) କୋରାଇ :- ଆଜି ସଂକ୍ରାନ୍ତି ତଥା ଦି୍ୱତୀୟ ରାଜ । ଗତକାଲି ରାତିରୁ ଲାଗି ରହିଥିବା ଲଘୁଚାପ ବର୍ଷା ସକାଳେ ଛାଡି ଯାଇଥିଲା । କରୋନା ଜନିତ ୩ପର୍ଯ୍ୟାୟ ତାଲାବନ୍ଦ ଜାରି ରହିଥିଲେ ମଧ୍ୟ ଗଣ ପର୍ବ ରଜକୁ ଛାଡିପାରି ନାହାଁନ୍ତି ଗାଁଲୋକେ । ଅଳ୍ପବହୁତେ କେତେକ ସ୍ଥାନେର ରଜ ମନାଯାଉଥିବା ଦେଖାଯାଇଛି । ମଙ୍ଗଳବାର ରଜ ସଂକ୍ରାନ୍ତା । ଆଜି ଦିନତମାମ ପାଗ କୋହଲା ରହିଥିବାରୁ ଦେବାଦେବୀ ସ୍ଥାନରେ ଗାଁ ମଣ୍ଡପରେ ଲୋକଙ୍କ ସମାଗମ ଲାଗି ରହିଥିବା ଦେଖାଯାଇଥିଲା ।

ରଜର ୨ୟ ଦିବସରେ ଗାଁର ଝିଅମାନେ ନୂଆ ଜାମା ପଟା ପିନ୍ଧି, ପାଦରେ ଅଳତା, ହାତରେ ମେହେନ୍ଦି, କୁକୁମ, ଅତର ଲଗାଇ ନାନା ପରିପାଟିରେ ସଜବାଜ ହୋଇ ସାଙ୍ଗହୋଇ ସାଇସାଇ ବୁଲି ଖିଲିପାନ ଓ ପିଠାପଣା ଖାଉଛନ୍ତି । ହେଲେ ଗାଁର ତୋଟାରେ ଏବର୍ଷ ଦୋଳି ଲାଗିନଥିଲେ ହେଁ ନିଜନିଜ ବାଡିରେ ଲାଗିଥିବା ଦୋଳି ଖେଳି ଆନନ୍ଦରେ ରଜ ମନାଉଛନ୍ତି ଝିଅମାନେ । କରୋନା ଲାଗି ରଜ ମଉଜ ଫିକା ପଡିଯାଇଥିଲେହେଁ ଘର ଅଗଣା ଓ ବାଡିପଟୁ ଝିଅଙ୍କ ସୁଲଳିତ କଣ୍ଠରୁ ଭାସିଆସୁଛି ବନସ୍ତେ ଡ଼ାକିଲା ଗଜ, ମୋ’ଭାଈ ମୁଣ୍ଡରେ ସୁନା ମୋକଟ….. ଆଦି ଗୀତର ଲହରି ।

ଏଥିସହିତ ପ୍ରତି ଘରେ ଘରେ ପୋଡପିଠା, ଆରିଶା ପିଠା ଆଦି ନାନା ରକମର ପିଠା କରାଯାଇଥିଲା ବେଳେ ଆମ୍ବ, ପଣଶର ସମ୍ଭାର ଖାଇବାକୁ ବେଶ ଆକୃଷ୍ଟ କରିଛି । ଗାଁର ବୟସ୍କ ଲୋକମାନେ ପଶା, ତାସ ଖେଳୁଥିଲା ବେଳେ ଯୁବକମାନେ ଚେସ ଖେଳରେ ମସଗୁଲ । ସେହିପରି ଘର ଅଗଣାରେ ଝିଅବୋହୁ ଲୁଡୁ, ତାସ ଆଦି ଖେଳୁଥିଲା ବେଳେ କୁନିପିଲାମାନେ ଦୋଳିରେ ବସି ଖେଳିବା ଲାଗି ଅଝଟ କରିବା ପରବକୁ ଉତ୍ସବ ମୁଖରିତ କରିଛି । ଗାଁ ମୁଣ୍ଡରେ ପୂଜା ପାଉଥିବା ଦେବା ଦେବୀଙ୍କୁ ଆଜି ସଂକ୍ରାନ୍ତି ଅବସରରେ ସମାଜିକ ଦୂରତା ଭିତିରେ କେବଳ କର୍ତା ଓ ବ୍ରାହ୍ମଣଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯାଇଛି । (କୋରାଇରୁ ରଶ୍ମିରେଖା ମଲ୍ଲିକଙ୍କ ରିପୋର୍ଟ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version