• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବାଲିଗୁଡା : ପୋଲିସ ପଞ୍ଝାରେ ୪ଜଣ ନକଲି ମାଓବାଦୀ – ଟଙ୍କା ଓ ସୁନା ସହ ବିଭିନ୍ନ ମାରଣାସ୍ତ୍ର ଜବତ

Proprietor Abhimanyu Maharana by Proprietor Abhimanyu Maharana
June 16, 2021
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡା : ପୋଲିସ ପଞ୍ଝାରେ ୪ଜଣ ନକଲି ମାଓବାଦୀ – ଟଙ୍କା ଓ ସୁନା ସହ ବିଭିନ୍ନ ମାରଣାସ୍ତ୍ର ଜବତ
Share on FacebookShare on TwitterWhatsapp

ଓଡିଶା ତାଜ଼ା ନ୍ୟୁଜ (୧୬ ଜୁନ ବୁଧବାର) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପୋଲିସ୍‌ ପଞ୍ଝାରେ ୪ଜଣ ଫେକ୍‌ ମାଓବାଦୀ ବୁଧବାର ଧରାପଡିଛନ୍ତି । ପ୍ରକାଶ ଯେ, ଚଳିତ ମାସ ୧୦ତାରିଖ ରାତିରେ ନିଜକୁ ମାଓବାଦୀର ପରିଚୟ ଦେଇ ଦାରିଙ୍ଗବାଡ଼ି ଥାନା ମକପାଟା ଗାଁ ର ପ୍ରମୋଦ ପ୍ରଧାନ ଓ ଟେପାରୀ ଗାଁ ର ବିଶ୍ୱନାଥ ପ୍ରଧାନଙ୍କ ପରିବାର ଲୋକଙ୍କୁ ଧମକାଇ ଟଙ୍କା, ସୁନା ଡାଲି, ଚାଉଳ ଲୁଟି ନେଇଥିଲେ ୬ଜଣ ଦୁର୍ବୃତ୍ତ । ଘଟଣାକୁ ନେଇ ଦୁଇ ପରିବାର ଭୟଭୀତ ହୋଇପଡ଼ିଥିଲେ । ପରବର୍ତ୍ତୀ ସମୟରେ ଦାରିଙ୍ଗବାଡ଼ି ଥାନାରେ ଲିଖିତ ଅଭିଯୋଗ କରିଥିଲେ ଉଭୟ ପରିବାର ।

ଅଭିଯୋଗ ପ୍ରକାରେ ଦାରିଙ୍ଗବାଡ଼ି ଥାନା ଅଧିକାରୀ କୌଶିକ ମାଝୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସାଇବର ଏକ୍ସପୋର୍ଟ ସବ୍‌ ଇନ୍ସପେକ୍ଟର ଶୌମ୍ୟକାନ୍ତ ପଣ୍ଡାଙ୍କ ବଳିଷ୍ଠ ଉଦ୍ୟମରେ ଘଟଣାର ୫ଦିନ ଭିତରେ ଫେକ୍‌ ମାଓବାଦୀ ଗ୍ୟାଙ୍ଗର ୪ଜଣକୁ ଗିରଫ କରିବାରେ ପୋଲିସ୍‌ ସଫଳ ହୋଇଥିବାବେଳେ ଆଉ ଦୁଇ ଜଣ ଏବେବି ଫେରାର୍‌ ଥିବା ଜଣାପଡ଼ିଛି । ଗିରଫ ଚାରିଜଣ ସିମନବାଡ଼ି ଅଞ୍ଚଳର ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଗତ ୧୦ ତାରିଖ ରାତିରେ ମକପାଟା ଗାଁ ର ପ୍ରମୋଦ ପ୍ରଧାନ ନିଜ ଦୋକାନ ଘରେ ପରିବାର ସହ ଶୋଇଥିବା ବେଳେ ୬ଜଣ ଦୁର୍ବୃତ୍ତ ସେଠାରେ ପହଁଚି କବାଟ ବାଡେଇବାପରେ ପ୍ରମୋଦ କବାଟ ନ ଖୋଲିବାରୁ କବାଟ ଖୋଲ ନହେଲେ ଘରେ ବମ୍‌ ପକେଇ ଦେବୁ ଆମେ ମାଓବାଦୀ ବୋଲି କହିବାପରେ ଭୟଭୀତ ହୋଇ ପ୍ରମୋଦ କବାଟ ଖୋଲିଥିଲେ ।

ଏହାପରେ ବିଭିନ୍ନ ମାରଣାସ୍ତ୍ର ଦେଖାଇ ପ୍ରମୋଦଙ୍କ ଘରେ ପଶି ଟଙ୍କା, ଡାଲି, ଚାଉଳ, ମୋବାଇଲ୍‌ ସମେତ ପ୍ରମୋଦଙ୍କ ପତ୍ନୀଙ୍କ କାନଫୁଲ ମଧ୍ୟ ଲୁଟି ନେଇଥିଲେ ଦୁର୍ବୃତ୍ତ । ସେହି ରାତିରେ ହିଁ ନିକଟସ୍ଥ ବେପାରୀ ଗାଁ ର ବିଶ୍ୱନାଥ ପ୍ରଧାନଙ୍କ ସହ ମଧ୍ୟ ସମାନ ଘଟଣା ଘଟାଇଥିଲେ ଦୁର୍ବୃତ୍ତ । ଅଭିଯୋଗ ପ୍ରକାରେ ଦାରିଙ୍ଗବାଡ଼ି ପୋଲିସ୍‌ ଘଟଣାରେ ସମ୍ପୃକ୍ତ ଚାରିଜଣ ଫେକ୍‌ ମାଓବାଦୀଙ୍କୁ ଗିରଫ କରିବାସହ ସେମାନଙ୍କ ନିକଟରୁ ନଗଦ ୧୦ହଜାର ୫୦୦ଟଙ୍କା, ଗୋଟିଏ ଦେଶୀ ବନ୍ଧୁକ, ଖଣ୍ଡା, କାତି, ଛୁରି ଜବତ କରିବାସହ ସୁନା ମଧ୍ୟ ଜବତ କରିଛି । ଜବତ ସୁନାର ଆନୁମାନିକ ମୂଲ୍ୟ ପାଖାପାଖି ୪୦ହଜାର ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି । ଅନ୍ୟପଟେ ଫେରାର ଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ୟ ଖୁବ୍‌ ଶୀଘ୍ର ଗିରଫ କରାଯିବ ବୋଲି ପ୍ରେସ ବିବୃତି ମାଧ୍ୟମରେ ବାଲିଗୁଡ଼ା ଏସଡିପିଓ ମନୋଜ କୁମାର ପୁଜାରୀ ପ୍ରକାଶ କରିଛନ୍ତି । (ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version