• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନାକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସାମଗ୍ରୀର ଉପଲବ୍ଧତା ଏବଂ ଆମଦାନୀ ଉପରେ ତୀକ୍ଷ୍‌ଣ ନଜର ପାଇଁ ଜିଲ୍ଲା ପାଳମାନଙ୍କୁ ନିର୍ଦ୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
March 21, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
କରୋନାକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସାମଗ୍ରୀର  ଉପଲବ୍ଧତା ଏବଂ ଆମଦାନୀ ଉପରେ ତୀକ୍ଷ୍‌ଣ ନଜର ପାଇଁ ଜିଲ୍ଲା ପାଳମାନଙ୍କୁ ନିର୍ଦ୍ଦେଶ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ୍ ) ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ 21.3.2020 :- ରାଜ୍ୟରେ କରୋନା (କୋଭିଡ୍‌-୧୯)ର ମୁକାବିଲା କରିବା ଦିଗରେ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି । କରୋନା ସଂକ୍ରମଣ ଭୟରେ ଲୋକମାନେ ଅଧିକ ମାତ୍ରାରେ ନିତ୍ୟ ବ୍ୟବହାର୍ଯ୍ୟ ପଦାର୍ଥକୁ ସଂଗ୍ରହ କରି ଘରେ ରଖିବା ଆଶଙ୍କା ରହିଛି । ସେହି ପରି ପରିସ୍ଥିତିର ସୁଯୋଗ ନେଇ କିଛି ଅସାଧୁ ବ୍ୟବସାୟୀ ମୂଲ୍ୟବୃଦ୍ଧି ଆଶାରେ ଅତ୍ୟାବଶ୍ୟକ ସାମଗ୍ରୀକୁ ମହଜୁଦ କରିବାର ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନପାରେ ।

ଏପରି ସ୍ଥିତିର ଉଚିତ ମୁକାବିଲା କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଭାଗକୁ କହିଛନ୍ତି । ଏଥି ସହିତ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଏଦିଗରେ ଜନସାଧାରଣଙ୍କ ସହେଯୋଗ କାମନା କରିଛନ୍ତି । ଏହି ସ୍ଥିତିର ଗମ୍ଭୀରତାକୁ ଉପଲବ୍ଧ କରି ଅତ୍ୟାବଶ୍ୟକ ସାମଗ୍ରୀର ବଜାରରେ ଉପଲବ୍ଧତା ଏବଂ ଆମଦାନୀ ଉପରେ ତୀକ୍ଷ୍‌ଣ ନଜର ରଖିବା ପାଇଁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆଜି ଏହି ମର୍ମେର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଜିଲ୍ଲାପାଳ ମାନଙ୍କୁ ପତ୍ର ଲେଖିଛନ୍ତି । ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକ ଜନସାଧାରଣଙ୍କ ପାଇଁ ଯେପରି ଉଚିତ ମୂଲ୍ୟରେ ଉପଲବ୍ଧ ହୋଇ ପାରିବ ସେଥି ନିମନ୍ତେ ଜିଲ୍ଲାପାଳମାନେ ଆବଶ୍ୟକ ପଦକ୍ଷେପ କରିବେ । ଆବଶ୍ୟକ ହେଲେ ଅସାଧୁବ୍ୟବସାୟୀ ଓ ମହଜୁଦ୍‌କାରୀଙ୍କ ବିରୁଦ୍ଧରେ ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ୧୯୫୫ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥି ନିମନ୍ତେ ଜିଲ୍ଲାପାଳ ମାନଙ୍କୁ ଯାଞ୍ଚ ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥି ସହିତ ରାଜ୍ୟର ସୀମାବର୍ତ୍ତୀ ଜିଲ୍ଲାର ଜିଲ୍ଲା ପାଳମାନେ ଉତ୍ପାଦନକାରୀ ଅନ୍ୟ ରାଜ୍ୟରୁ ଓଡ଼ିଶା ଭିତରକୁ ଅତ୍ୟାବଶ୍ୟକ ସାମଗ୍ରୀର ଆମଦାନୀକୁ ସୁଗମ କରିବା ଦିଗରେ ବିହିତ ପଦକ୍ଷେପ ନେବା ପାଇଁ କୁହାଯାଇଛି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version