• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ୟୁଜି ଓ ପିଜି ଶେଷ ବର୍ଷ/ଫାଇନାଲ ସେମିଷ୍ଟାର ପରୀକ୍ଷା ଜୁଲାଇ/ଅଗଷ୍ଟ ମାସରେ ଅନ୍‌ଲାଇନ୍‌ରେ ହେବ

Proprietor Abhimanyu Maharana by Proprietor Abhimanyu Maharana
June 18, 2021
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ୟୁଜି ଓ ପିଜି ଶେଷ ବର୍ଷ/ଫାଇନାଲ ସେମିଷ୍ଟାର ପରୀକ୍ଷା ଜୁଲାଇ/ଅଗଷ୍ଟ ମାସରେ ଅନ୍‌ଲାଇନ୍‌ରେ ହେବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଜୁନ୍ , ଶୁକ୍ରବାର ) ଭୁବନେଶ୍ୱର :-  ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ସରକାରୀ ଏବଂ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ ମହାବିଦ୍ୟାଳୟରେ ୟୁଜି ଓ ପିଜି ଶେଷ ବର୍ଷ/ଫାଇନାଲ ସେମିଷ୍ଟାର ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ଶେଷବର୍ଷ/ଫାଇନାଲ ସେମିଷ୍ଟାର ପରୀକ୍ଷା ଜୁଲାଇ/ଅଗଷ୍ଟ ମାସରେ ଅନ୍‌ଲାଇନ୍‌ ମାଧ୍ୟମରେ ହେବ ଏବଂ ଅଗଷ୍ଟ/ସେପେଫମ୍ବର ମାସରେ ପରୀକ୍ଷା ଫଳ ପ୍ରକାଶିତ ହେବ । ଆଜି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ରାଜ୍ୟ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ ବୈଠକରେ ଉପରୋକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ଏହି ଛାତ୍ରଛାତ୍ରୀମାନଙ୍କର ଯଦି କିଛି ପୂର୍ବ ସେମିଷ୍ଟାର/ବର୍ଷ ପରୀକ୍ଷା ବାକି ଅଛି କିମ୍ବା ତାଙ୍କର ଯଦି ବ୍ୟାକ୍‌ପେପର ଅଛି, ସେହି ପରୀକ୍ଷା ସବୁ ମଧ୍ୟ ଅନ୍‌ଲାଇନ୍‌ରେ ଜୁଲାଇ/ଅଗଷ୍ଟ ମାସ ସୁଦ୍ଧା ହେବ । ପରୀକ୍ଷା ତାରିଖ ସଂପୃକ୍ତ ବିଶ୍ୱବିଦ୍ୟାଳୟ/ସ୍ୱୟଂଶାସିତ ମହାବିଦ୍ୟାଳୟ ନିର୍ଦ୍ଧାରଣ କରିବେ । ଛାତ୍ରଛାତ୍ରୀମାନେ ତାଙ୍କ ଘରୁ କିମ୍ବା ଯେକୌଣସି ସୁବିଧାଜନକ ସ୍ଥାନରେ ରହି ଏହି ଅନ୍‌ଲାଇନ୍‌ ପରୀକ୍ଷା ଦେଇପାରିବେ । ଦରକାର ପଡ଼ିଲେ ସେମାନଙ୍କର ଘର ପାଖରେ ଥିବା ଡି୍ରଗୀ ମହାବିଦ୍ୟାଳୟକୁ ଯାଇ ଏହି ଅନ୍‌ଲାଇନ୍‌ ପରୀକ୍ଷା ଦେଇପାରିବେ ।

ଅନ୍‌ଲାଇନ୍‌ ପରୀକ୍ଷା କେମିତି ହେବ, ସେ ସଂପର୍କରେ ସଂପୃକ୍ତ ବିଶ୍ୱବିଦ୍ୟାଳୟ/ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କୁ ଜଣାଇବେ । ଜୁଲାଇ ମାସ ମଧ୍ୟଭାଗରୁ ଶେଷ ଭାଗ ପର୍ଯ୍ୟନ୍ତ ଇଣ୍ଟରଆକଫିଭ୍‌ ଡାଉଟ୍‌ କ୍ଲିୟରିଂ କ୍ଲାସ୍‌ ଚାଲିବ । ଉପରୋକ୍ତ ସବୁ ନିଷ୍ପତ୍ତି ଶେଷ ବର୍ଷ/ଫାଇନାଲ୍‌ ସେମିଷ୍ଟାର ଛାତ୍ରଛାତ୍ରୀଙ୍କ ପରୀକ୍ଷା ପାଇଁ ଉଦ୍ଦିଷ୍ଟ । ଅନ୍ୟ ସେମିଷ୍ଟାର କିମ୍ବା ଅନ୍ୟ ବର୍ଷର ଛାତ୍ରଛାତ୍ରୀଙ୍କ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ପରବର୍ତ୍ତୀ ସମୟରେ ନିଆଯିବ । ବୈଠକରେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ଓଡ଼ିଶା ରାଜ୍ର ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସଙ୍କ ସମେତ ସମସ୍ତ ରାଜ୍ୟ ବିଶ୍ୱବିଦ୍ୟାଳୟର କୁଳପତିମାନେ ଯୋଗଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version