• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡା ଉପଖଣ୍ଡ ବିଦ୍ୟୁତର ଅବ୍ୟବସ୍ଥା ସମ୍ପର୍କରେ ବିଜେପିର ଏକ ପ୍ରତିନିଧି ଦଳ ବିଦ୍ୟୁତ ଅଧିକାରୀଙ୍କ ସହ ଆଲୋଚନା

Proprietor Abhimanyu Maharana by Proprietor Abhimanyu Maharana
June 18, 2021
in ଓଡ଼ିଶା, କନ୍ଧମାଳ, ଦେଶ, ହୋମ୍
0
ବାଲିଗୁଡା ଉପଖଣ୍ଡ ବିଦ୍ୟୁତର ଅବ୍ୟବସ୍ଥା ସମ୍ପର୍କରେ ବିଜେପିର ଏକ ପ୍ରତିନିଧି ଦଳ ବିଦ୍ୟୁତ ଅଧିକାରୀଙ୍କ ସହ  ଆଲୋଚନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଜୁନ୍ , ଶୁକ୍ରବାର ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡରେ ଆଜକୁ ଦୀର୍ଘ ଦିନ ହେଲା ବିଦ୍ୟୁତ କାଟ ସହ ଲୋ-ଭୋଲଟେଜ ଭଳି ବିଭିନ୍ନ ସମସ୍ୟା ଉପୁଜିଥିଲେ ମଧ୍ୟ ବିଦ୍ୟୁତ ବିଭାଗ କର୍ତ୍ତୃପକ୍ଷ କୌଣସି ପ୍ରକାରେ ସମାଧାନ କରିପାରୁ ନଥିବା ଯୋଗୁଁ ଜନସାଧାରଣଙ୍କ ପକ୍ଷରୁ ବାଧ୍ୟ ହୋଇ କନ୍ଧମାଳ ଜିଲ୍ଲା ବିଜେପି ସଭାପତି ଜଗନ୍ନାଥ ସାହୁଙ୍କ ନେତୃତ୍ୱରେ ବାଲିଗୁଡା ବିଜେପିର ଏକ ପ୍ରତିନିଧି ଟିମ ବାଲିଗୁଡା ବିଜୁଳି ବିଭାଗ କାର୍ଯ୍ୟାଳୟ ଠାରେ ପହଁଚି ବାଲିଗୁଡା ଅଞ୍ଚଳରେ ହେଉଥିବା ବାରମ୍ବାର ବିଜୁଳି କାଟ ଏବଂ ଲୋଭୋଲଟେଜ ଭଳି ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ବାଲିଗୁଡା ଉପଖଣ୍ଡ ବିଦ୍ୟୁତ ବିଭାଗ ଅଧିକାରୀ ହରିହର ଦତ୍ତଙ୍କୁ ଭେଟି ଏହି ବିଷୟରେ ଆଲୋଚନା କରିବା ସହିତ ଆଗାମୀ ଦିନରେ ଯଦି ଏଭଳି ସମସ୍ୟାର ସମାଧାନ ନହୁଏ

ତେବେ ବାଲିଗୁଡା ନଗର ବିଜେପି ରାଜରାସ୍ତାକୁ ଓଲ୍ହାଇ ଆନ୍ଦୋଳନ କରିବ ବୋଲି ଶ୍ରୀସାହୁ କହିଥିଲେ | ଏହି ଆଲୋଚନାରେ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ପଦ୍ମଚରଣ ଦାସ, ନଗର ସାଧାରଣ ସମ୍ପାଦକ ଆଦିକନ୍ଧ ପଟ୍ଟନାୟକ , ରାଜ୍ୟ ଯୁବମୋର୍ଚା କାର୍ଯ୍ୟକାରିଣୀ ସଦସ୍ୟ ଅଭୟ କୁମାର ପାତ୍ର, ଜିଲ୍ଲା ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁଦେଇ, ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ସୁରେନ୍ଦ୍ର କୁମାର ପାତ୍ର, ଜିଲ୍ଲା ଯୁବମୋର୍ଚ୍ଚା ଉପ ସଭାନେତ୍ରୀ କୁସୁମୀ ପ୍ରଧାନ, ସମ୍ପାଦକ ସନ୍ତୋଷ ରେଡ୍ଡୀ, ନଗର ସଭାପତି ଦିବାକର ସାହୁ, ମନୋଜ ରଥ, ବିଜୟ ପୂଜାରୀ, ନଗର ଯୁବମୋର୍ଚ୍ଚା ସଭାପତି ସୁଭାଶିଷ ମିଶ୍ର ଏବଂ ଆଶିଷ ସାହୁ, ସୁମିତ ପାଢ଼ୀ ପ୍ରମୁଖ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ | କନ୍ଧମାଳ ବିଜେପିର ଏ ଭଳି ଜନ ହିତକର କାର୍ଯ୍ୟକୁ ଜନସାଧାରଣ ଙ୍କ ପକ୍ଷରୁ ପ୍ରଶଂସା କରିବା ସହ ଆଗାମୀ ଦିନରେ ଜନସାଧାରଣଙ୍କ ଅଭାବ, ଅସୁବିଧା ଓ ବିଭିନ୍ନ ସମସ୍ୟା ପାଇଁ ସହଯୋଗ ରହିଲେ ବାଲିଗୁଡା ସହର ସବୁଜ ସୁନ୍ଦର ହୋଇ ପାରିବ ବୋଲି ବୁଦ୍ଧିଜୀବୀ ମହଲ ରୁ ମତ ପ୍ରକାଶ ପାଇଛି l      ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version