• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୁଇ ଅନାଥଙ୍କ ପାଇଁ ସହାୟତାର ହାତ ବଢ଼ାଇଲେ ଶ୍ରୀକାନ୍ତ, ନବଜ୍ୟୋତି

Proprietor Abhimanyu Maharana by Proprietor Abhimanyu Maharana
June 19, 2021
in ଓଡ଼ିଶା, ବାଲେଶ୍ଵର, ହୋମ୍
0
ଦୁଇ ଅନାଥଙ୍କ ପାଇଁ ସହାୟତାର ହାତ ବଢ଼ାଇଲେ ଶ୍ରୀକାନ୍ତ, ନବଜ୍ୟୋତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଜୁନ୍‌ ଶନିବାର ) ଭୋଗରାଇ :-  କରୋନାରେ ଆଖି ବୁଜିଲେ କମଳେଶ ପଣ୍ଡା ଓ ତାଙ୍କ ସ୍ତ୍ରୀ ସସ୍ମିତା। ତାଙ୍କର ଦୁଇ ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଦେଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ଓ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ । ଏଥିସହ ୨ ମାସର ଶିଶୁକୁ ୪ ବର୍ଷ ପର୍ଯ୍ୟନ୍ତ ବେବି ଫୁଡ୍‌ ଯୋଗାଇବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ନବଜ୍ୟୋତି । ଭୋଗରାଇ ବ୍ଲକ୍‌ ନିମାତପୁର ଗାଁର ଦମ୍ପତି କମଳେଶ ପଣ୍ଡା ଓ ତାଙ୍କ ସ୍ତ୍ରୀ ସସ୍ମିତାଙ୍କର କରୋନାରେ ମୃତ୍ୟୁ ଘଟିଥିଲା । ଏହା ପରେ ତାଙ୍କ ୭ ବର୍ଷ ଝିଅ ଓ ୨ ମାସର ପୁଅ ଅନାଥ ହୋଇଯାଇଥିଲେ । ଏବେ ଭାଇ-ଭଉଣୀ ତାଙ୍କ ବଡ଼ବାପା ଦେବାଶିଷ ପଣ୍ଡାଙ୍କ ପାଖରେ ରହୁଛନ୍ତି। ଆଜି ପୂର୍ବାହ୍ନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ତରଫରୁ ଯୁବ ନେତା ଵିକ୍ରମ ପଣ୍ଡା ଓ ଦିବେନ୍ଦୁ ପାଣିଗ୍ରାହୀ ମୃତ କମଳେଶଙ୍କ ଘରକୁ ଯାଇଥିଲେ । ଦୁଇ ଅନାଥ ପିଲାଙ୍କ ବଡ଼ବାପା ଦେବାଶିଷ ପଣ୍ଡାଙ୍କୁ ଆର୍ଥିକ ସହାୟତା ଦେଇଛନ୍ତି ।

ଲୋକସଭା ସାଂସଦ ପ୍ରାର୍ଥୀ ନବଜ୍ୟୋତି ପଟ୍ଟନାୟକଙ୍କ ତରଫରୁ ସତ୍ୟଶିବ ଦାସ ଓ ଆଶିଷ ପାତ୍ର ମୃତ କମଳେଶଙ୍କ ଘରକୁ ଯାଇ ୧୧,୦୦୦ ଟଙ୍କା ପ୍ରଦାନ କରିଛନ୍ତି । ଏଥିସହ ୨ ମାସର ଶିଶୁକୁ ୪ ବର୍ଷ ପର୍ଯ୍ୟନ୍ତ ବେବି ଫୁଡ୍‌ ଓ ଭାଇ-ଭଉଣୀଙ୍କ ପାଠ ପଢ଼ା ଖର୍ଚ୍ଚ ବହନ କରିବେ ବୋଲି ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି । ମଙ୍ଗଳବାର ସ୍ଥାନୀୟ ବିଧାୟକ ଅନନ୍ତ ଦାସ ଓ ବିଡିଓ ମୃତ କମଳେଶଙ୍କ ବଡ଼ ଭାଇ ଦେବାଶିଷ ପଣ୍ଡାଙ୍କୁ ଭେଟିଛନ୍ତି । ପରେ ଜିଲ୍ଲା ପ୍ରଶାସନ ତରଫରୁ ରେଡ୍‌କ୍ରସ୍‌ ପାଣ୍ଠିରୁ ୧୦,୦୦୦ ଟଙ୍କା ପ୍ରଦାନ କରାଯାଇଥିଲା । ଏଥିସହ ବ୍ଲକ୍‌ ପ୍ରଶାସନ ତରଫରୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ସାହାୟତା ପ୍ରଦାନ କରାଯିବା ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି ।

ନିମାତପୁର ଗାଁର ରାମନାରାୟଣ ପଣ୍ଡାଙ୍କ ସାନ ପୁଅ କମଳେଶ । ପେଶାରେ ଇଷ୍ଟକୋଷ୍ଟ ରେଳବାଇ ମୁଖ୍ୟାଳୟର ସେଫ୍ଟି ଡିପାର୍ଟମେଣ୍ଟର କର୍ମଚାରୀ ଭାବେ ଭୁବନେଶ୍ୱରରେ କାର୍ଯ୍ୟରତ ଥିଲେ । ତାଙ୍କ ପତ୍ନୀ ସସ୍ମିତା ପଣ୍ଡା କଟକ ଆଚାର୍ଯ୍ୟ ହରିହର କର୍କଟ ହସ୍ପିଟାଲରେ ଷ୍ଟାଫ୍‌ ନର୍ସ ଭାବେ କାମ କରୁଥିଲେ। ସେମାନଙ୍କର ଜଣେ ୭ ବର୍ଷର ଝିଅ ରହିଛି। ନାଁ ହେଉଛି କ୍ରିଷ୍ଣା କୁମାରୀ ପଣ୍ଡା । ସସ୍ମିତା ୯ ମାସ ଗର୍ଭବତୀ ଥିବା ସତ୍ତ୍ୱେ ନିୟମିତ ମେଡିକାଲ୍‌ ଡ୍ୟୁଟିକୁ ଯାଉଥିଲେ। ସେହି ସମୟରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ । କୋଭିଡ୍‌ ମେଡିକାଲ୍‌ରେ ଭର୍ତ୍ତି ହୋଇଥିବା ବେଳେ ସସ୍ମିତା ପୁତ୍ର ସନ୍ତାନ ଜନ୍ମ ଦେଇ ପ୍ରାଣ ହରାଇଥିଲେ । ସସ୍ମିତାଙ୍କ ପରେ ପରେ କମଳେଶ ପଣ୍ଡା କରୋନାରେ ଆକ୍ରାନ୍ତ ପ୍ରାଣ ହରାଇଥିଲେ । (ଦୀପ୍ତିମାନ ପତି, ବାଲେଶ୍ୱର )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version