• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନୂଆଗଡ ବ୍ଲକ ଆଞ୍ଚଳିକ ଉନ୍ନୟନ କମିଟି ପକ୍ଷରୁ ବିଭିନ୍ନ ସମସ୍ୟା ନେଇ ୫ଦଫା ଦାବିପତ୍ର ଜିଲ୍ଲା ପ୍ରଶାସନକୁ ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
June 20, 2021
in ଓଡ଼ିଶା, ଗଜପତି, ହୋମ୍
0
ନୂଆଗଡ ବ୍ଲକ ଆଞ୍ଚଳିକ ଉନ୍ନୟନ କମିଟି ପକ୍ଷରୁ ବିଭିନ୍ନ ସମସ୍ୟା ନେଇ ୫ଦଫା ଦାବିପତ୍ର ଜିଲ୍ଲା ପ୍ରଶାସନକୁ ପ୍ରଦାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୧୯ ଜୁନ ଶନିବାର ) ପାରଳାଖେମୁଣ୍ଡି :-  ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଆଞ୍ଚଳିକ ଉନ୍ନୟନ କମିଟି ତରଫରୁବ୍ଲକର ବିଭିନ୍ନ ସମସ୍ୟାକୁ ନେଇ ୫ଦଫା ଦାବୀ ସମ୍ବଳିତ ସ୍ମାରକପତ୍ର ଗଜପତି ଜିଲ୍ଲା ପ୍ରଶାସନକୁ ପ୍ରଦାନ କରାଯାଇଛି । ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଗୁଡୁବାଇ ମଣ୍ଡଳଙ୍କ ନେତୃତ୍ୱରେ ପ୍ରଦାନ କରାଯାଇଥିଲା । ଉକ୍ତ ଦାବୀପତ୍ରରେ ନୂଆଗଡ ପ୍ରାଣୀ ଚିକିତ୍ସାଳୟ ଠାରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପର୍ଯ୍ୟନ୍ତ ରାସ୍ତାର ପ୍ରଶସ୍ତିକରଣ,ନୂଆଗଡ ଓ କେରଡାଙ୍ଗ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତ କରିବା, ଉଚ୍ଚ କ୍ଷମତା ସମ୍ପର୍ଣ୍ଣ ମୋବାଇଲ ସେବା ପ୍ରଦାନ ସହ ନେଟୱାର୍କ ଜନିତ ଅସୁବିଧାକୁ ଦୂର କରିବା, ସରକାରଙ୍କ ତରଫରୁ ସ୍ଥିରକୃତ ହୋଇଥିବା ଲୁହାଙ୍ଗର ପଞ୍ଚାୟତର କୁୁମୁଜାଙ୍ଗ ଠାରେ ଏକଲବ୍ୟ

ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରିବା ଏବଂ ନୂଆଗଡ ବ୍ଲକର ନୂଆଗଡ ଓ କେରଡାଙ୍ଗ ଠାରୁ ରାୟଗଡା ଜିଲ୍ଲାକୁ ସଂଯୋଗ କରୁଥିବା ଆନ୍ତଃଜିଲ୍ଲା ରାସ୍ତା ନିର୍ମାଣ କରିବା ଇତ୍ୟାଦି ଦାବୀ ଉଲ୍ଲେଖ ରହିଛି । ଏହି ଦାବୀପତ୍ର ପ୍ରଦାନ ବେଳେ ନୂଆଗଡ ସରପଞ୍ଚ ମୀନ ମଣ୍ଡଳ,ଲୁହାଙ୍ଗର ସରପଞ୍ଚ ରବିନ୍ଦ୍ର ଭୂୟାଁ, କେରଡାଙ୍ଗ ସରପଞ୍ଚ ସୁବାଷ ଶବର, ପୂର୍ବତନ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ରବିନ୍ଦ୍ର ସୁବୁଦ୍ଧି,ଦେବରତ୍ନ ଦେଶିନାୟକ,ଜାକ୍ୟୁବ ରାଇକାଙ୍କ ସମେତ ବହୁ ରାଜନେତା, ବୁଦ୍ଧିଜୀବି ଉପସ୍ଥିତ ଥିଲେ । ଜିଲ୍ଲା ପ୍ରଶାସନ ତରଫରୁ ୧୫ଦିନ ମଧ୍ୟରେ ସମସ୍ୟା ଗୁଡିକର ସମାଧାନ କରା ନଯାଏ ଏକ ବଡ ଧରଣର ଜନ ଆନ୍ଦୋଳନ କରାଯିବ ବୋଲି ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି ।  ( ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version