• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହିଞ୍ଜିଳିକାଟୁ ରେ ଆରମ୍ଭ ହେଲା ୧୮ ଵର୍ଷରୁ ୪୪ ବର୍ଷ ବ୍ୟକ୍ତିଙ୍କ ଟୀକାକରଣ ଅଭିଯାନ

Proprietor Abhimanyu Maharana by Proprietor Abhimanyu Maharana
June 21, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ହିଞ୍ଜିଳିକାଟୁ ରେ ଆରମ୍ଭ ହେଲା ୧୮ ଵର୍ଷରୁ ୪୪ ବର୍ଷ ବ୍ୟକ୍ତିଙ୍କ ଟୀକାକରଣ ଅଭିଯାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ଜୁନ୍ ,ରବିବାର ) ହିଞ୍ଜିଳିକାଟୁ :- ଦେଶରେ ନୁଆ ଟୀକାକରଣ ନୀତି ଅନୁସାରେ ହିଞ୍ଜିଳିକାଟୁ ପୌରପରିଷଦ ଅଞ୍ଚଳରେ ସୋମବାର ଦିନ ଆରମ୍ଭ ହୋଇଛି ୧୮ ବର୍ଷରୁ ୪୪ ବର୍ଷ ବ୍ୟକ୍ତିଙ୍କ କରୋନା ଟୀକାକରଣ ଅଭିଯାନ । ୪୫ରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କ ଟୀକାକରଣ ଜାରି ରହିଥିବା ବେଳେ ୧୮-୪୪ ବର୍ଷ ବୟସ୍କ ବ୍ୟକ୍ତିଙ୍କୁ ଟୀକାକରଣରେ ସାମିଲ କରିବା ପାଇଁ ବିଭିନ୍ନ ସଙ୍ଗଠନ ପକ୍ଷରୁ ଦାବି ହୋଇ ଆସୁଥିଲା । ସୋମବାର ଠାରୁ ୧୮ ବର୍ଷରୁ ୪୪ ବର୍ଷୀୟ ବ୍ୟକ୍ତିବିଶେଷଙ୍କ ପାଇଁ ସହରର ୨ଟି ସ୍ଥାନକୁ ଟୀକାକରଣ କେନ୍ଦ୍ରରେ ରୂପେ ଚିହ୍ନଟ କରାଯାଇ ଟୀକାକରଣ କରାଯାଇଥିଲା । ପୂର୍ବରୁ ଯେଉଁମାନେ ଟୀକାକରଣ ପାଇଁ ପଞ୍ଜିକରଣ କରିଥିବେ ସେମାନଙ୍କୁ ଏହି କେନ୍ଦ୍ରକୁ ସମୟ ନିର୍ଘଣ୍ଟ ସ୍ଥିର କରିି ଡ଼କାଯାଇ୧୮ ରୁ ୪୪ବର୍ଷ ଲୋକଙ୍କୁ ଟୀକା ଦିଆଯାଇଥିଲା ।ପୁର୍ବ ନିର୍ଦ୍ଧାରିତ ସ୍ଥାନ ଅନୁଯାୟୀ ସ୍ଥାନୀୟ ପୈାରାଞ୍ଚଳ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ୪୫ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟୀକା ଦିଆଯାଇଛି । ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ୧୦୪ ଜଣ ଟିକା ଗ୍ରହଣ କରିଥିଲେ । ସେହିପରି ସ୍ଥାନୀୟ ପୈାରାଞ୍ଚଳ ବୃନ୍ଦାବନ ବିଦ୍ୟାପୀଠ ମିନି ଷ୍ଟାଡିୟମ ପରିସରସ୍ଥ ବରିଷ୍ଠ ନାଗରିକ ଚିତ୍ତ ବିନୋଦନ କେନ୍ଦ୍ର ରେ ୧୧୨ ଜଣ ଟିକାଡ୍ରାଇଭ୍ ଇନ୍ ଭେକ୍‌ସିନେସନ ବା ଲୋକେ ନିଜ ଗାଡ଼ିରେ ଆସି ଟୀକା ନେଇଥିଲେ । ଯାହାଫଳରେ ଭିଡ଼ କମ୍ ରହିବା ସହ ସାମାଜିକ ଦୂରତା ବଜାୟ ରହିଥିଲା । ଟୀକାକରଣ କେନ୍ଦ୍ରଗୁଡ଼ିକରେ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା ମଧ୍ୟ ହୋଇଥିଲା । ସକାଳ ୮ ରୁ ୧ ଘଣ୍ଟା ମଧ୍ୟରେ ୧୮ ବର୍ଷରୁ ଉର୍ଦ୍ଧ୍ୱ ୨୫୦ ଲୋକ ଟୀକା ଦିଆଯିବାକୁ ମେସେଜ୍ ଯାଇଥିବାବେଳ ୨୧୬ ବ୍ୟକ୍ତିବିଶେଷ ଟୀକା ନେଇଛନ୍ତି । । ଵିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଦ୍ୱିତୀୟ ଡ଼ୋଜ୍ ନେବାକୁ ଥିବା ଲୋକଙ୍କୁ ପ୍ରାଥମିକତା ଦିଆଯାଇଥିଲା ।

ହିଞ୍ଜିଳିକାଟୁ ପୈାର ପ୍ରଶାସନ ତରଫରୁ ରବିବାର ଦିନ ସହରରେ ଏ ନେଇ ଜନସାଧାରଣଙ୍କ ଅବଗତି ନିମନ୍ତେ ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର ପ୍ରସାର କରାଯାଇଥିଲା। ଟିକା କରଣ ପାଇଁ ପୂର୍ବରୁ ଅନଲାଇନ ପଞ୍ଜିକରଣ କରି ନିର୍ଦ୍ଦିଷ୍ଟ କେନ୍ଦ୍ରକୁ ନିର୍ଧାରିତ ସମୟରେ ପହଞ୍ଚିବାକୁ ପରାମର୍ଶ ଦେଇଥିଲେ। ଆସନ୍ତା ଦିନ ପାଇଁ ଟୀକା ନେବାକୁ ଥିବା ସ୍ଲଟ୍ ଖୋଲିଥିବା ଜଣାପଡ଼ିଛି । ଯେଉଁମାନେ ଆବେଦନ କରିଥିବେ ସେମାନେ ନିଜ ନିଜ ଘର ନିକଟସ୍ଥ ଟୀକାକରଣ କେନ୍ଦ୍ରର ନାମ ଦେଇ ନିଜର ସୁବିଧା ଅନୁସାରେ ସମୟ ଓ ତାରିଖ ଜାଣିପାରିବେ ବୋଲି ହିଞିଳି ପୌର କାର୍ଯ୍ୟ ନିର୍ବାହୀ ଅଧୀକାରୀ ଡଃ ମନୋରଞ୍ଜନ ସାହୁଙ୍କ ପକ୍ଷରୁ ସୂଚନା ମିଳିଛି । ଅନ୍ୟପକ୍ଷରେ ଅନେକ ଲୋକ ଇଣ୍ଟରନେଟ ଵ୍ୟଵହାର ପାଇଁ ଅସମର୍ଥ ହେବାରୁ ପଞ୍ଜିକରଣ ରୁ ବଞ୍ଚିତ ହୋଇଥିବା ନେଇ ଅଭିଯୋଗ କରିଛନ୍ତି। ଜିଲ୍ଲା ପ୍ରଶାସନ ଏ ନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ପଞ୍ଜିକରଣରୁ ବଞ୍ଚିତ ହୋଇଥିବା ଲୋକଙ୍କୁ ଟିକା ଦେବାକୁ ସିଧାସଳଖ କେନ୍ଦ୍ରରେ ଆଧାର ପରିଚୟ ପତ୍ର ଦାଖଲ କରି ଟିକା ଦେବାକୁ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ସାଧାରଣରେ ଦାବି ହେଉଛି । ଟିକାକରଣ କେନ୍ଦ୍ରରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଝିଲ୍ଲି କୁମାରୀ ବେହେରା , ଆଲୋକ ପୁରୋହିତ, ହରିହର ଚୈଧୁରୀ, ରୀତୁ ସ୍ଵାଈଁ, ଜ୍ୟୋତି ବାଡତ୍ୟା, ପୈାର ପରିଷଦ ପକ୍ଷରୁ ବିଵେକାନନ୍ଦ ମହାପାତ୍ର ,ଇ କିଶାନ କୁମାର ପାତ୍ର, ସୁଶାନ୍ତ ଵେହେରା, କିରଣ ନାହାକ ପ୍ରମୁଖ ଉପସ୍ଥିତ ଥିଲେ । ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version