• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

କନ୍ଧମାଳ : ପୋଲିସ-ମାଓବାଦୀ ଗୁଳିବିନିମୟ; ବିପୁଳ ପରିମାଣର ସାମଗ୍ରୀ ଜବତ – କମ୍ବିଙ୍ଗ ଅପରେସନ ଜୋରଦାର

Proprietor Abhimanyu Maharana by Proprietor Abhimanyu Maharana
June 22, 2021
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
କନ୍ଧମାଳ : ପୋଲିସ-ମାଓବାଦୀ ଗୁଳିବିନିମୟ; ବିପୁଳ ପରିମାଣର ସାମଗ୍ରୀ ଜବତ – କମ୍ବିଙ୍ଗ ଅପରେସନ ଜୋରଦାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୨ ଜୁନ ମଙ୍ଗଳବାର ) କନ୍ଧମାଳ :-  କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଜଙ୍ଗଲରେ ସୋମବାର ରାତ୍ର କାଳୀନ କମ୍ବିଙ୍ଗ ବେଳେ ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାମୁହିଁ ହୋଇଥିଲେ l ଫଳରେ ଉଭୟଙ୍କ ମଧ୍ୟରେ ଦୀର୍ଘ ସମୟଧରି ଗୁଳି ବିନିମୟ ହୋଇଥିଲା l ହେଲେ ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ମାଓବାଦୀ ମାନେ ଖସି ପଳାଇଥିଲେ l ତେବେ ସର୍ଚ୍ଚ ଅପରେସନ ବେଳେ ସୁରକ୍ଷାକର୍ମୀମାନେ ବହୁ ମାଓ ସାମଗ୍ରୀ ଜବତ କରିଥିବା ନେଇ କନ୍ଧମାଳ ଏସପି ବିନିତ ଅଗ୍ରୱାଲ ସାମ୍ବାଦିକଙ୍କୁ ସୂଚନା ଦେଇଛନ୍ତି ।

ଜବତ ମାଓ ସାମଗ୍ରୀ ମଧ୍ୟରେ ବନ୍ଧୁକ, ଗୁଳି ଗୋଳା ସମେତ ମାଓ ପୋଷାକ, ବ୍ୟାଟେରୀ ,ମାଓ ପୁସ୍ତିକା, ମେଡିସିନ, ଡିଟୋନେଟର,ତାର, ଛତା, ଆସବାବ ପତ୍ର ଆଦି ରହିଥିବା ଏସପି ବିନିତ ଅଗ୍ରୱାଲ ପ୍ରକାଶ କରିଛନ୍ତି । କନ୍ଧମାଳ ଏସପିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେଜିଲ୍ଲାରେ ପ୍ରତ୍ୟହ କିମ୍ବିଙ୍ଗ ଅପରେସନ ଜାରି ରହିବା ଫଳରେ ମାଓ କାର୍ଯ୍ୟକଳାପ ସଂପୂର୍ଣ୍ଣ ହ୍ରାସ ପାଇଥିବା କୁହାଯାଉଛି । (ରିପୋର୍ଟ :-ସଞ୍ଜୟ କୁମାର ପାଣିଗ୍ରାହୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version