• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ନବୀନ ପଟ୍ଟନାୟକ ଗରିବ ଲୋକଙ୍କ କଲ୍ୟାଣ ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା

Proprietor Abhimanyu Maharana by Proprietor Abhimanyu Maharana
March 28, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ନବୀନ ପଟ୍ଟନାୟକ ଗରିବ ଲୋକଙ୍କ କଲ୍ୟାଣ ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଗରିବ ଲୋକଙ୍କ କଲ୍ୟାଣ ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି ।

ଭୁବନେଶ୍ୱର (ଓଡିଶା ତାଜାନ୍ୟୁଜ୍ ) ଭୁବନେଶ୍ୱର ରିପୋର୍ଟ – ସୋନାଲି 2020 :- କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେ ପ ଉ ପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖ ପାତ୍ର ଶ୍ରୀ ସୁବ୍ରତ ବାଗ୍‌ଚୀ ଆଜି ଅପରାହ୍ନରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

1 – କୋଭିଡ୍‌-୧୯ ସାରା ବିଶ୍ୱ ପାଇଁ ଏକ ସଙ୍କଟ ଭାବରେ ଦେଖାଦେବା ଓ ଏଥିରେ ଗରିବ ଲୋକଙ୍କ ଜୀବନଜୀବିକା ବିଶେଷ ଭାବରେ ପ୍ରଭାବିତ ହୋଇଥିବା ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଗରିବ ଲୋକଙ୍କ କଲ୍ୟାଣ ପାଇଁ ୨୨୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଛନ୍ତି । ଖାଦ୍ୟ ସୁରକ୍ଷା ଯୋଜନାର ସମସ୍ତ ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ତିନିମାସର ରାସନ୍‌ ଆଗୁଆ ଦେବେ । ସମସ୍ତ ୯୪ ଲକ୍ଷ ପରିବାରଙ୍କୁ ୧୦୦୦ ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦିଆଯିବ । ଏଥିରେ ୯୪୦ କୋଟି ଟଙ୍କା ଖର୍ଚ୍ଚ ହେବ । ବିଭିନ୍ନ ସାମାଜିକ ସୁରକ୍ଷା ଯୋଜନାର ୪୮ ଲକ୍ଷ ହିତାଧିକାରୀଙ୍କୁ ଆଗୁଆ ଚାରିମାସର ଭତ୍ତା ଦିଆଯିବ ଓ ଏଥିରେ ୯୩୨ କୋଟି ଟଙ୍କା ଖର୍ଚ୍ଚ ହେବ । ସେହି ପରି ୨୨ ଲକ୍ଷ ପଞ୍ଜୀକୃତ ନିର୍ମାଣ ଶ୍ରମକି ଙ୍କୁ ରାଜ୍ୟ ସରକାର ୧୫୦୦ ଟଙ୍କା ଲେଖାଏଁ ସହାୟତା ଯୋଗାଇଦେବେ । ଏଥିରେ ୩୩୦ କୋଟି ଟଙ୍କା ଖର୍ଚ୍ଚ ହେବ ।

2 – ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଦେଶର ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ସେମାନଙ୍କ ରାଜ୍ୟରେ ଅଟକି ରହିଥିବା ଓଡ଼ିଆମାନଙ୍କୁ ଆବଶ୍ୟକୀୟ ଖାଦ୍ୟେ ପୟ ଏବଂ ଔଷଧ ପତ୍ର ଇତ୍ୟାଦି ଯୋଗାଇ ଦେବାକୁ ଅନୁରୋଧ କରିଥିଲେ । ଏହସବୁ ରାଜ୍ୟରେ ଥିବା ଓଡ଼ିଆ ସଂଗଠନଗୁଡ଼ିକୁ ସମସ୍ତ ଓଡ଼ିଆ ଲୋକଙ୍କୁ ସାହାଯା କରିବାକୁ ଆଗେଇ ଆସିବା ପାଇଁ ମୁଖ୍ୟମନ୍ତ୍ରୀ ଆଜି ଅନୁରୋଧ କରିଛନ୍ତି । ଏଥି ପାଇଁ ସମସ୍ତ ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ଭରଣା କରାଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।

3 – କୋଭିଡ୍‌-୧୯କୁ ରାଜ୍ୟ ସରକାର ବି ପର୍ଯ୍ୟୟ ଘୋଷଣା କରିଛନ୍ତି । ବିପର୍ଯ୍ୟୟ ପରିଚାଳନା ଆଇନ- ୨୦୦୫ ଅନୁସାରେ ରାଜ୍ୟର ସମସ୍ତ କର୍ତ୍ତୃପକ୍ଷଙ୍କୁ ଏହାର ଆବଶ୍ୟକୀୟ ପରିଚାଳନା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

4 – ବିଭିନ୍ନ ରାଜ୍ୟରୁ ଓଡ଼ିଶାରେ ପହଞ୍ଚିଥିବା ପ୍ରାୟ ୫୫୪୭ ଶ୍ରମଜୀବୀଙ୍କ ପାଇଁ ଲକ୍‌ ଡାଉନ୍‌ ସମୟରେ ୩୬ଟି ଶିବିରରେ ଖାଦ୍ୟେ ପୟ ଓ ରହଣି ବ୍ୟବସ୍ଥା ସୁନିଶ୍ଚିତ କରାଯାଇଛି । ଏହି ଶ୍ରମଜୀବୀମାନେ ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଉତ୍ତର ପ୍ରଦେଶ, ରାଜସ୍ଥାନ, କେରଳ, ତେଲେଙ୍ଗାନା, ପଞ୍ଜାବ, ଦିଲ୍ଲୀ, ହରିୟାଣା, ମଧ୍ୟ ପ୍ରଦେଶ ଓ ଆନ୍ଧ୍ର ପ୍ରଦେଶରୁ ଆସିଛନ୍ତି ।

5 – କୋଭିଡ୍‌-୧୯ ଅସାଧରଣ ପରିସ୍ଥିତିରେ ରାଜ୍ୟର ଗଣମାଧ୍ୟମ ଅତ୍ୟନ୍ତ ନିଷ୍ଠା ଓ ଦକ୍ଷତାର ସହ ଦାୟିତ୍ୱ ନିର୍ବାହ କରୁଛନ୍ତି ଏବଂ କଠିନ ପରିଶ୍ରମ କରି ଜନସାଧରଣଙ୍କ ନିକଟରେ ସମସ୍ତ ସଞ୍ଚାଦକୁ ସଠିକ୍‌ ଭାବରେ ପରିବେଷଣ କରି ନିଜର ଗୁରୁଦାୟିତ୍ୱ ନିର୍ବାହ କରୁଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଣମାଧ୍ୟମର ଏହି ସହେଯାଗକୁ ପ୍ରଶଂସା କରିବା ସହ ସେମାନଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି । ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା

6 – ଆଜି ଦିନ ୧ଟା ସୁଦ୍ଧା ଓଡ଼ିଶାରେ ୨୫୬ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଥିବାବେଳେ ୧୮୯ ନମୁନାର ରିେ ପାର୍ଟ ହସ୍ତଗତ ହୋଇଛି । ଏହି ରିେ ପାର୍ଟ ଅନୁଯାୟୀ ଆଉ ଜଣେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୩ଟି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

7 – ଓଡ଼ିଶାରେ ପୂର୍ବରୁ ସଂକ୍ରମଣ ଚିହ୍ନଟ ହୋଇଥିବା ୨ ଜଣ ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି । ଉଭୟ ହସ୍‌ ପିଟାଲ୍‌ରେ ଦିଆ ଯାଉଥିବା ଖାଦ୍ୟ ଖାଉଛନ୍ତି । ତୃତୀୟ ପଜିଟିଭ୍‌ ଙ୍କର ଗତକାଲି କୋଭିଡ୍‌-୧୯ ଲକ୍ଷଣ ଦେଖାଦେଇଛି ଏବଂ ସେ ଚିକିତ୍ସାଧିନ ଅଛନ୍ତି । ସେ ମଧ୍ୟ ସାଧରଣ ଖାଦ୍ୟ ଖାଉଛନ୍ତି ।

8 – ପ୍ରଥମ ୨ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ବର୍ତ୍ତମାନ ସୁଦ୍ଧା ୫୫ ଜଣ ଆସିଥିବା ତଥ୍ୟ ମିଳିଛି । ସମସ୍ତଙ୍କ ସହ ଯୋଗାେଯାଗ ହୋଇସାରିଛି । ତୃତୀୟ ଜଣଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଠାବ କରାଯାଉଛି ।

9 – ଭୁବନେଶ୍ୱରରେ ୧୦ଟି ମନିଟରିଂ ଟିମ୍‌ ସମେତ ସାରା ରାଜ୍ୟରେ ୧୦୦ଟି ମନିଟରିଂ ଟିମ୍‌ ଏଥି ପାଇଁ କାର୍ଯ୍ୟ କରୁଛନ୍ତି ।

10 – ବର୍ତ୍ତମାନ ସୁଦ୍ଧା ୪୪୯୫ ଜଣ ୧୦୪ ହେଲ୍‌ ପ ଲାଇନ୍‌ ଏବଂ ପୋର୍ଟାଲ୍‌ ଜରିଆରେ ପଞ୍ଜୀକରଣ କରିଛନ୍ତି ।

11 – କୋଭିଡ୍‌-୧୯ରେ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ୩୭ ଜଣଙ୍କୁ ଡାକ୍ତରଖାନାରେ ଆଇସୋଲେସନ୍‌ରେ ରଖାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

ଓଡ଼ିଶା ଦୃଷ୍ଟିହୀନ ମହିଳା ସଂଘ ତରଫରୁ ଅନ୍ତର୍ଜାତୀୟ ମହିଳା ଦିବସ

March 8, 2026
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society hosts Shakti Utsaba with grandeur

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

March 9, 2026
World Odisha Society hosts Shakti Utsaba with grandeur

World Odisha Society hosts Shakti Utsaba with grandeur

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version