ଓଡ଼ିଶା ତାଜା ନ୍ୟୁଜ (୨୫ ଜୁନ୍ ଶୁକ୍ରବାର ) ବାଲିଗୁଡ଼ା : - କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ପ୍ରଶାସନ କୋଭିଡ ନିୟମକୁ ଉଲ୍ଲଂଘନ କରି କିଭଳି ଗୋଟିଏ କୋଠରୀ ରେ ବୃଦ୍ଧା ଓ ବିଧବା ମହିଳା ମାନଙ୍କୁ ଏକାଠି ବସାଇ ବୈଠକ କରିବା କୁ ନେଇ ବୁଦ୍ଧିଜୀବି ପ୍ରଶ୍ନ କରିଛନ୍ତି । ତୁମୁଡିବନ୍ଧ ବ୍ଲକର ମୁଣ୍ଡିଗଡ, ତୁମୁଡ଼ିବନ୍ଧ ସମେତ ବିଭିନ୍ନ ପଞ୍ଚାୟତ ରେ ବିଡ଼ିଓ ରୀନା ପ୍ରଧାନ, ଜିପିଓ ଭୀମସେନ ସାହୁ, କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଘ୍ନେଶ୍ୱର ଦିଗାଲ ମିଳିତ ଭାବେ ଏହି ବୈଠକ ରେ ସାମିଲ ହୋଇଥିଲେ ।

ଦେଶରେ କରୋନା ମହାମାରୀ କୁ ନେଇ ଚିନ୍ତିତ ଥିବା ବେଳେ ଏହି ସଂକ୍ରମଣ କୁ ରୋକିବା ପାଇଁ ସରକାର ଗାଇଡ ଲାଇନ କରି ବିନା କାମ ରେ ଘରୁ ନ ବାହାରିବା, ଡବଲ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ବଜାୟ ରଖିବା ଉପରେ ଗୁରୁତ୍ବ ଦିଆଯିବା ପାଇଁ ନିର୍ଦ୍ଦେଶ ରହିଥିବା ବେଳେ ତୁମୁଡ଼ିବନ୍ଧ ବ୍ଲକ ପ୍ରଶାସନ ର ଏଭଳି ନିୟମ ଉଲଘଂନ କୁ ବୁଦ୍ଧିଜିବୀ ମହଲ ରେ ତୀବ୍ର ନିନ୍ଦା କରାଯାଇଛି l ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ