• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାରହା ଆକ୍ରମଣ ରେ ୨ ଆହତ

Proprietor Abhimanyu Maharana by Proprietor Abhimanyu Maharana
June 26, 2021
in ଓଡ଼ିଶା, କଟକ, ଦେଶ, ହୋମ୍
0
ବାରହା ଆକ୍ରମଣ ରେ ୨ ଆହତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୬ ଜୁନ୍‌ ଶନିବାର) ବାଙ୍କୀ :- ସକାଳୁ ଡମପଡା ବ୍ଲକ ହାଇରାଜପୁର ର ଅବହୁତ ଜେନା ଓ ଅଜୟ କୁମାର ସ୍ୱାଇଁ ନିଜ ବିଲକୁ ପୋଟଳ ତୋଳିବାକୁ ଯାଇଥିବା ବେଳେ ବାରହା ଆକ୍ରମଣ ର ଶିକାର ହୋଇଥିଲେ।ଅନ୍ୟ ବିଲରେ କାମ କରୁଥିବା ଚାଷୀ ପାଟିକାରି ଠେଙ୍ଗା ସାହାଯ୍ୟ ରେ ବାରହା କୁ ଘଉଡେଇ ଥିଲେ।ଆହତ ବ୍ୟକ୍ତି ଦୁହିଁଙ୍କୁ ଚିକିତ୍ସା ପାଇଁ ବାଙ୍କୀ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ କୁ ଆଣିଥିଲେ।ଚିକିତ୍ସାଳୟ ରେ ସେମାନଙ୍କର ଚିକିତ୍ସା କରାଇ ଘରକୁ ଆଣିଥିଲେ।ପ୍ରକାଶ ଯୋଗ୍ୟ ବାଙ୍କୀ ରେ ବାରହା ଆକ୍ରମଣ ଦୀର୍ଘ ଦିନ ଧରି ଲାଗି ରହିଛି ବାରହା ବାରମ୍ବାର ବିଭିନ୍ନ ସ୍ଥାନରେ ବିଲରେ ଫସଲ ନଷ୍ଟ କରିବା ସହ ଲୋକ ମାନଙ୍କୁ ଆକ୍ରମଣ କରୁଛି।

ବନ ବିଭାଗ କୁ ଏ ଘଟଣା ସମ୍ପର୍କରେ ଅବଗତ କରାଯାଇ ଥିଲେ ମଧ୍ୟ ବନବିଭାଗ ର ନିରବତା ସାଧାରଣ ଚିନ୍ତା ର ବିଷୟ।ଏ ସମ୍ପର୍କରେ ବାଙ୍କୀ ଶିଶୁଆ ବନ ଫରେଷ୍ଟର ଚିତ ମିଶ୍ର ଙ୍କୁ ପଚରିବାରୁ ସେ କହିଲେ ବାରହା ଆକ୍ରମଣ ଓ ବାରହା ଦ୍ୱାରା ଫସଲ କ୍ଷେୟ କ୍ଷତି ହେବା ଖବର ଆମ ପାଖରେ ଅଛି ମାତ୍ର ଅଲ୍ପ ସଂଖ୍ୟକ କର୍ମଚାରୀ ଥିବାରୁ ସେମାନଙ୍କୁ ଘଉଡେଇବା ସମ୍ଭବ ହୋଇପାରିବ ନାହିଁ।ଏ ସମ୍ପର୍କରେ ଖୋର୍ଦ୍ଧା ରେଞ୍ଜ ଅଫିସର ଅସିତ ମିଶ୍ର ଙ୍କୁ ପଚାରିବାରୁ ସେ କହିଲେ ଏହା ଏକ ଦୁଃଖଦ ଘଟଣା ଯେଉଁ ମାନଙ୍କ ର ଫସଲ ନଷ୍ଟ ହୋଇଛି କି ଯେଉଁମାନେ ଆହତ ହୋଇଛନ୍ତି ସେମାନଙ୍କ ତଥ୍ୟ ଓ ପ୍ରମାଣ ଦେଲେ ବନ ବିଭାଗ ପକ୍ଷରୁ ସହାୟତା ପ୍ରଦାନ କରାଯିବା ପାଇଁ ଚେଷ୍ଟା କରାଯିବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version