• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ନୟାଗଡ ଅବକାରୀ ବିଭାଗ ଏସାସାଇ ଙ୍କୁ ତୁରନ୍ତ ବହିଷ୍କାର କରାଯିବା ସହ ଗିରଫ ଦାବିରେ ସାମ୍ବାଦିକ ମାନଙ୍କ ର ଧାରଣା

Proprietor Abhimanyu Maharana by Proprietor Abhimanyu Maharana
June 26, 2021
in ଅପରାଧ, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ନୟାଗଡ ଅବକାରୀ ବିଭାଗ ଏସାସାଇ ଙ୍କୁ ତୁରନ୍ତ ବହିଷ୍କାର କରାଯିବା ସହ ଗିରଫ ଦାବିରେ ସାମ୍ବାଦିକ ମାନଙ୍କ ର ଧାରଣା
Share on FacebookShare on TwitterWhatsapp

ତାଜା ନ୍ୟୁଜ (୨୬ ଜୁନ୍‌ ଶନିବାର) ନୟାଗଡ :-  ନୟାଗଡ ସାମ୍ବାଦିକ ଙ୍କୁ ଅବକାରୀ ବିଭାଗ ଏସଆଇ ଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧି । ଘଟଣା ରୁ ପ୍ରକାଶ ଯେ , ମଦ ଜବତ ହୋଇଥିବା ଖବର ପାଇ କିଛି ଗଣମାଧ୍ୟମ ପ୍ରତିନିଧି ଜିଲ୍ଲା ଅବକାରୀ ଅଫିସକୁ ଯାଇଥିଲେ ଏବଂ ଜବତ ହୋଇଥିବା ମଦ ର ଫଟ ଉଠାଇବା ସମୟରେ ଏସଆଇ ଧନଞ୍ଜୟ ପାତ୍ର ସାମ୍ବାଦିକ ମାନଙ୍କୁ କାହିଁକି ଫଟ ଉଠାଉଛ କହି ଠେଲାପେଲା କରିବା ସହ ଅସଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ ।

ଏ ସମ୍ପର୍କରେ ନୟାଗଡ଼ ଟାଉନ ଥାନାରେ ଅଭିଯୋଗ ହେବାପରେ ଏସଆଇ ଧନଞ୍ଜୟ ଙ୍କୁ ଥାନା କୁ ଅଣାଯାଇଥିଲା । କିନ୍ତୁ ଥାନା ପଛପଟେ ଛାଡି ଦିଆଗଲା । ଏସଆଇ କୁ ଗିରଫ ଦାବିରେ ଗଣମାଧ୍ୟମ ପ୍ରତିନିଧି ମାନେ ରାତି ତମାମ ଧାରଣାରେ ବସିଛନ୍ତି । ଆଜି ସକାଳୁ ଜିଲ୍ଲା ର ସମସ୍ତ ଡିଜିଟାଲ ମିଡିଆ , ପ୍ରିଣ୍ଟ ମିଡିଆ ଏବଂ ବୈଦୁତିକ ଗଣମାଧ୍ୟମ ର ପ୍ରତିନିଧି ମାନେ ଧାରଣାରେ ଯୋଗଦେବେ ।

ସୂଚନାଯୋଗ୍ୟ ରାଜ୍ୟରେ ଲଗାତାର ଭାବରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ଉପରେ ଆକ୍ରମଣ ବଢି ଚାଲିଥିବା ସମୟରେ , ବିଭିନ୍ନ ସାମ୍ବାଦିକ ସଂଗଠନ ସମ୍ମାନ ସୁରକ୍ଷା ଏବଂ ଅଧିକାରର ଦାବୀ ଉଠାଉଛନ୍ତି . ନୟାଗଡ ଜିଲ୍ଲା ଡିଜିଟାଲ ମିଡ଼ିଆ ଜର୍ଣ୍ଣାଲିଷ୍ଟ ଆସୋସିଏସନ ଘଟଣାର ଉପଯୁକ୍ତ ତଦନ୍ତ ଦାବୀ କରି ଆନ୍ଦୋଳନକୁ ଓହ୍ଲାଇଥିବା ସମୟରେ ଓଡିଶା ଡିଜିଟାଲ ମିଡ଼ିଆ ୟୁନିୟନ ଆନ୍ଦୋଳନକୁ ଦୃଢ ସମର୍ଥନ କରି ସମ୍ପୃକ୍ତ ଅଧିକାରୀଙ୍କୁ ଦଣ୍ଡ ପ୍ରଦାନ ପାଇଁ ଦାବୀ କରିଅଛି . (ରିପୋର୍ଟ -ରାମକୃଷ୍ଣ ରଥ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version