• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୧୦ମ ଶ୍ରେଣୀ ବୋର୍ଡ଼ ପରୀକ୍ଷା ଫଳ ପ୍ରକାଶିତ : ଲିଶାରାଣୀ ହିଂଜିଳି ବ୍ଳକ ଟପ୍ପର ହିଂଜିଳି ବ୍ଳକରେ ପାସ ହାର ୯୯.୭୭%, ଏ-୧ରେ ୮ ପରିକ୍ଷାର୍ଥୀ

Proprietor Abhimanyu Maharana by Proprietor Abhimanyu Maharana
June 26, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
୧୦ମ ଶ୍ରେଣୀ ବୋର୍ଡ଼ ପରୀକ୍ଷା ଫଳ ପ୍ରକାଶିତ : ଲିଶାରାଣୀ ହିଂଜିଳି ବ୍ଳକ ଟପ୍ପର ହିଂଜିଳି ବ୍ଳକରେ ପାସ ହାର ୯୯.୭୭%, ଏ-୧ରେ ୮ ପରିକ୍ଷାର୍ଥୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଜୁନ୍‌ ଶୁକ୍ରବାର ) ହିଂଜିଳିକାଟୁ :- ମାଧ୍ୟାମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷ ୧୦ମ ଶ୍ରେଣୀ ବୋର୍ଡ଼ ପରୀକ୍ଷା ଫଳ ଶୁକ୍ରବାର ଦିନ ପ୍ରକାଶ ପାଇଛି । ସାରା ରାଜ୍ୟରେ ପାସହାର ୯୭.୮୯ % ରହିଥିବା ବେଳେ ହିଂଜିଳି ବ୍ଳକରେ ପାସ ହାର ୯୯.୭୭ % ରହିଛି । ଚଳିତ ବର୍ଷ ୧୦ ମ ଶ୍ରେଣୀ ବୋର୍ଡ଼ ପରୀକ୍ଷାରେ ହିଂଜିଳି ବ୍ଳକର ୨୬ ଟି ସରକାରୀ ଓ ବେସରକାରୀ ଉଚ୍ଚ ବିଦ୍ୟାଳୟର ୧୮୦୬ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୮୦୨ ଜଣ ପାସ କରିଥିବା ବେଳେ ୪ ଜଣ ଫେଲ୍ ହୋଇଛନ୍ତି । ସେଥି ମଧ୍ୟରୁ ଏ-୧ରେ ୮ଜଣ , ଏ-୨ରେ ୧୧୯, ବି-୧ରେ ୨୦୭, ବି-୨ରେ ୨୯୨, ସି ଗ୍ରେଡ଼୍‌ରେ ୪୪୩ ,ଡ଼ି ଗ୍ରେଡ଼ରେ ୫୫୭, ଇ ଗ୍ରେଡ଼ରେ ୧୭୬ ପରୀକ୍ଷାର୍ଥ ଉତୀର୍ଣ୍ଣ ହୋଇଥିବା ହିଞ୍ଜିଳିକାଟୁ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଏସ. ଗିରିଧାରୀ ସୂଚନା ପ୍ରଦାନ କରିଛନ୍ତି । ହିଂଜିଳିକାଟୁ ପୌରାଂଚଳ ସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ଏ-୧ରେ ଉତୀର୍ଣ୍ଣ ଲାଭ କରିଛନ୍ତି । ସେ ହେଲେ ଲିଶାରାଣୀ ସାହୁ । ସର୍ବାଧିକ ୫୫୨ ମାର୍କ ରଖି ହିଂଜିଳିକାଟୁ ବ୍ଳକ ଟପ୍ପର ହୋଇଛନ୍ତି । ସ୍ଥାନୀୟ ପୌରାଂଚଳ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୭ ଜଣ ଶିକ୍ଷାର୍ଥୀ ଏ-୧ ରେ ପାସ କରିଛନ୍ତି । ଆଲପୁର ଉଚ୍ଚ ବିଦ୍ୟାଳୟର ୬୧ ଜଣ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ସମସ୍ତ ପରୀକ୍ଷାର୍ଥୀ ଉତୀର୍ଣ୍ଣ ଲାଭ କରିଛନ୍ତି । ବୁରୁପୋଡ଼ା ଭଗବତି ବିଦ୍ୟାପିଠରେ ୧୧୯ରୁ ୧୧୭ ଉତୀର୍ଣ୍ଣ ଲାଭ କରିଥିବା ବେଳେ ୨ ଜଣ ଫେଲ ହୋଇଛନ୍ତି । ବାଳକୃଷ୍ଣପୁର ସରକାରୀ ଉତୀର୍ଣ୍ଣ ଉଚ୍ଚ ବିଦ୍ୟାଳୟରେ ୨୯ ରୁ ସମସ୍ତ ପାସ ହୋଇଛନ୍ତି । ଦୟାନିଧିପୁର ସଂସ୍କୃତ ବିଦ୍ୟାଳୟର ୫ରୁ ୫ ପରୀକ୍ଷାର୍ଥୀ ପାସ କରିଛନ୍ତି । ସାହାପୁର ଗ୍ରାମ ପଂଚାୟତ ଉଚ୍ଚ ବିଦ୍ୟାଳୟର ୬୯ ରୁ ୬୯ ପରୀକ୍ଷାର୍ଥୀ ପାସ କରିଛନ୍ତି ।

ମକରଝୋଳ ଉଚ୍ଚ ବିଦ୍ୟାଳୟର ୩୨ ରୁ ୩୨ ପରୀକ୍ଷାର୍ଥୀ ପାସ କରିଛନ୍ତି । ଦୁର୍ବନ୍ଧ ପଂଚାୟତ ଉଚ୍ଚ ବିଦ୍ୟାଳୟର ୧୧୧ ରୁ ୧୧୦ ପରୀକ୍ଷାର୍ଥୀ ପାସ କରିଛନ୍ତି । ସିକିରି ଉଦୟନାଥ ହାଇସ୍କୁଲର ୮୮ ରୁ ୮୮ ପରୀକ୍ଷାର୍ଥୀ ପାସ କରିଛନ୍ତି । ଭାବନ୍ଧ ହାଇସ୍କୁଲର ୪୨ ରୁ ୪୨ ପରୀକ୍ଷାର୍ଥୀ ପାସ କରିଛନ୍ତିି । ବେଲଗାଁ ରଘୁନାଥ ବିଦ୍ୟାପିଠର ୪୯ ରୁ ସମସ୍ତ ପରୀକ୍ଷାର୍ଥୀ ପାସ କରିଛନ୍ତି । ଖରିଡ଼ା ଉଚ୍ଚ ବିଦ୍ୟାଳୟର ୩୪ ରୁ ୩୪ ପରୀକ୍ଷାର୍ଥୀ ପାସ କରିଛନ୍ତି । ଶାସନ ଆମ୍ବଗାଁ ବିଦ୍ୟାପିଠର ୭୫ ରୁ ୭୫ ପରୀକ୍ଷାର୍ଥୀ ପାସ କରିଛନ୍ତି । ପୋଚିଲିମା ୪୭ ରୁ ୪୭ ପରୀକ୍ଷାର୍ଥୀ ପାସ କରିଛନ୍ତି । କଂଚୁରୁ ସରକାରୀ ଉଚ୍ଚ ବବିଦ୍ୟାଳୟର ୭୬ ରୁ ୭୬ ପରୀକ୍ଷାର୍ଥୀ ପାସ କରିଛନ୍ତି । ପୌରାଂଚଳ ଏନଏସି ହାଇସ୍କୁଲ ୪୮ ରୁ ୪୮ ପାସ କରିଛନ୍ତି । ଗଣ୍ଡଳା ଗଣେଷ ବିଦ୍ୟାପିଠର ୧୦୪ ରୁ ୧୦୪ ପାସ କରିଛନ୍ତି । ପୋଡ଼ିଙ୍ଗି ଶ୍ୟାମଳାଇ ବିଦ୍ୟାପିଠର ୩୪ ରୁ ୩୪ ପାସ କରିଛନ୍ତି । ସାରୁ ହାଇସ୍କୁଲର୪୦ ରୁ ୪୦ ପାସ କରିଛନ୍ତି । ବଡ଼ଖଣ୍ଡି ସତ୍ୟଭାମା ବିଦ୍ୟାପିଠର ୭୫ ରୁ ୭୫ ପାସ କରିଛନ୍ତି । ସାପୁଆପଲ୍ଲୀ ହାଇସ୍କୁଲର ୬୦ ରୁ ୬୦ ପାସ କରିଛନ୍ତିି । ଖଣ୍ଡରା ହାଇସ୍କୁଲର ୨୯ ରୁ ୨୮ ପାସ କରିଛନ୍ତି ।ଡ଼ି. ପାଟପୁର ହାଇସ୍କୁଲର ୪୧ ରୁ ୧୪ ପାସ କରିଛନ୍ତି । ନନ୍ଦିକ ହାଇସ୍କୁଲର ୫୬ ରୁ ୫୫ ପାସ କରିଛନ୍ତି । ଦୟାପଲ୍ଲୀ ଉଚ୍ଚ ବିଦ୍ୟାଳୟର ୨୭ ରୁ ସମସ୍ତ ପରୀକ୍ଷାର୍ଥୀ ପାସ କରିଛନ୍ତି । ମୋଟ ସ୍ଥାନୀୟ ବ୍ଳକ ଓ ପୌରାଂଚଳର ୨୬ଟି ଉଚ୍ଚ ବିଦ୍ୟାଳୟରୁ ୨୨ ବିଦ୍ୟାଳୟର ଶତପ୍ରତିଶତ ପରୀକ୍ଷା ଫଳ ରହିଛି । ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026
ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..?  – ମହାସଂଘ

ଏପ୍ରିଲ୍ ମାସରେ ୧୮ ଲକ୍ଷ ଲୋକଙ୍କୁ ୫ କି.ଗ୍ରା ଗ୍ୟାସ୍ ସିଲିଣ୍ଡର ଗଲା କୁଆଡ଼େ ..? – ମହାସଂଘ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version