• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
June 27, 2021
in ଓଡ଼ିଶା, ପୁରୀ, ମହାନଗର, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଜୁନ୍‌ ରବିବାର) ଭୁବନେଶ୍ୱର :- ମେଷ : ଆଧ୍ୟାତ୍ମିକତା ପ୍ରତି ଆକର୍ଷଣ ବଢ଼ିବ। ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିଲେ ବହୁତ ଭ୍ରମଧାରଣାରୁ ବଞ୍ଚିତ ହୋଇପାରିବେ। ଅଚାନକ ଧନ ଲାଭ ହେବ। ଶତ୍ରୁମାନଙ୍କଠାରୁ ବଞ୍ଚିକରି ରୁହନ୍ତୁ। ମହିଳା ଏବଂ ପାଣିକୁ ସଂଭାଳିକିରି ରୁହନ୍ତୁ। ଆଜି ଆପଣ ସାମାଜିକ ତଥା ସାର୍ବଜନିକ କ୍ଷେତ୍ରରେ ପ୍ରଶଂସାର ପାତ୍ର ହେବେ। ପାରିବାରିକ ଜୀବନରେ ସୁଖ ଏବଂ ସନ୍ତୋଷର ଅନୁଭବ ହେବ। ବ୍ୟାପାର କ୍ଷେତ୍ରରେ ସଂପର୍କ ଏବଂ ପରିଚୟ ଲାଭ ହେବ।

ବୃଷ : ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ। ଧନ ଲାଭ ହେବ। ସ୍ନେହୀଜନମାନଙ୍କଠାରୁ ଶୁଭ ସମାଚାର ମିଳିପାରେ। ଆଜିର ଦିନ ଆନନ୍ଦପୂର୍ବକ ରହିବ। ମାନସିକ ରୂପରେ ସୁସ୍ଥ ରହିବେ। ଆପଣଙ୍କ କାର୍ଯ୍ୟ ଯୋଜନା ଅନୁସାରେ ପୂର୍ଣ୍ଣ ହେବ। ଆର୍ଥିକ ଲାଭର ସମ୍ଭାବନା ଅଛି। ଅଧୂରା କାର୍ଯ୍ୟ ପୂର୍ଣ୍ଣ ହେବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ସହକର୍ମିମାନଙ୍କଠାରୁ ଲାଭ ମିଳିବ।

ମିଥୁନ : ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ଅଫିସ୍ ରେ ମନମାଳିନ୍ୟ ହୋଇପାରେ। ତେଣୁ ସାବଧାନ ରହିବା ଆବଶ୍ୟକ ଅଟେ। ଆଜି ଆପଣଙ୍କ ଦିନ ମଧ୍ୟମ ଫଳଦାୟୀ ରହିବ। କୌଣସି ମଧ୍ୟ ପ୍ରକାର ବାଦ-ବିବାଦ କିମ୍ବା ଚର୍ଚ୍ଚାରୁ ଦୂରରେ ରୁହନ୍ତୁ। ଅପମାନ ନ ହେଉ, ଏହାର ଧ୍ୟାନ ରଖିବେ। ମିତ୍ରମାନଙ୍କ ପଛରେ ଖର୍ଚ୍ଚ ହେବାର ଆଶଂକା ଅଛି। ପେଟରେ ଅସୁବିଧା ହୋଇପାରେ।

କର୍କଟ : ଦିନର ଆରମ୍ଭ ଚିନ୍ତା ଏବଂ ଉଦ୍ଵେଗ ସହିତ ହେବ। ସ୍ଵାସ୍ଥ୍ୟକୁ ନେଇ କରି ମଧ୍ୟ ଅସୁବିଧା ହୋଇପାରେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ପ୍ରେମ ପ୍ରସଂଗରେ ମନମାଳିନ୍ୟ ହୋଇପାରେ। ଯାତ୍ରାରେ ଅସୁବିଧା ଆସିପାରେ। ପରିଜନମାନଙ୍କ ସହିତ ମତଭେଦ ହେବାର ଆଶଂକା ଅଛି। ଧନ ଖର୍ଚ୍ଚ ହୋଇପାରେ ତଥା ଅପଯଶ ମିଳିବାର ଆଶଂକା ଅଛି। ଅନିଦ୍ରାଯୋଗୁଁ ଅସୁବିଧା ହେବ ଏବଂ ସମୟରେ ଭୋଜନ ନ ମିଳିବାରୁ କ୍ରୋଧିତ ହେବେ। କାଗଜାପତ୍ରର ମାମଲାରେ ସାବଧାନ ରହିବେ।

ସିଂହ : ନକାରାତ୍ମକ ବିଚାର ହତାଶା ସୃଷ୍ଟି କରିବ। ଶାରୀରିକ ଏବଂ ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ମାତା-ପିତାଙ୍କର ସହିତ ମତଭେଦ ହୋଇପାରେ। ଜମି, ବାସଗୃହ ତଥା ବାହନ ଆଦିର କାଗଜପତ୍ରରେ ସାବଧାନ ରହିବେ। ଆଜିର ଦିନ ସୁଖ-ଶାନ୍ତିପୂର୍ବକ କଟିବ। ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ଦିନ ଶୁଭ ଅଟେ। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ସାକ୍ଷାତକରିବେ। ପ୍ରିୟଜନମାନଙ୍କଠାରୁ ସୁଖ ଏବଂ ଆନନ୍ଦ ମିଳିବ। ଆଜି କରାଯାଇଥିବା କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବାର ଯୋଗ ଅଛି। ଆର୍ଥିକ ଲାଭ ମିଳିବ।

କନ୍ୟା : ଆଜି ବିନା ଭାବି ବିଚାରି କୌଣସି କାର୍ଯ୍ୟ କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ। ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମଧ୍ୟ ହେବ। : ଆପଣ ନିଜର ନିର୍ଦ୍ଧାରିତ କାର୍ଯ୍ୟ କରି ପାରିବେ। ସ୍ୱାସ୍ଥ୍ୟ ଭଲ ରହିବ। ଆଜି ଆନନ୍ଦଦାୟକ ଭୋଜନ ମିଳିପାରେ। ଯାତ୍ରାର ସମ୍ଭାବନା ଅଛି। ବ୍ୟର୍ଥ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଭଲ ରହିବ।

ତୁଳା : ଆପଣଙ୍କ ଅନିୟନ୍ତ୍ରିତ ବାଣୀ କାହା ସହିତ ମନମାଳିନ୍ୟ କରାଇପାରେ। ଦ୍ୱନ୍ଦ୍ୱରେ ଫସିଥିବା ମନ ଆପଣଙ୍କୁ କୌଣସି ଠୋସ ନିର୍ଣ୍ଣୟ ନେବାକୁ ଦେବ ନାହିଁ। ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପୂର୍ବରୁ ଭାବି ବିଚାରି ନିଅନ୍ତୁ। ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ରଖିବେ। ଆପଣ ବ୍ୟବସ୍ଥିତ ରୂପରେ ଆର୍ଥିକ ଯୋଜନା ବନାଇ ପାରିବେ। ଶାରୀରିକ ଏବଂ ମାନସିକ ରୂପରେ ସୁସ୍ଥତା ଅନୁଭବ ଆପଣ କରିବେ। ଦୃଢ଼ ବିଚାର ସହିତ ଆପଣ କାର୍ଯ୍ୟ ପୂର୍ଣ୍ଣ କରି ପାରିବେ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। ଆମୋଦ-ପ୍ରମୋଦ ତଥା ମନୋରଞ୍ଜନ ପଛରେ ଧନ ଖର୍ଚ୍ଚ ହୋଇପାରେ।

ବିଚ୍ଛା : ମନରେ ଖୁସି ଏବଂ ପ୍ରଫୁଲ୍ଲିତ ରହିବେ। କୁଟୁମ୍ବ ଏବଂ ମିତ୍ରମାନଙ୍କ ସହିତ ଉତ୍ତମ ଭୋଜନ, ଯାତ୍ରା କିମ୍ବା ସାକ୍ଷାତର ସୁଯୋଗ ମିଳିବ। ଜୀବନସାଥୀଙ୍କ ସହିତ ଆତ୍ମୀୟତାର ସୁଯୋଗ ଆସିବ। ଆର୍ଥିକ ଲାଭ ହେବ। ଶୁଭ ସମାଚାର ପ୍ରାପ୍ତ ହେବ। ବାହନ ଚଲାଇବା ସମୟରେ ସାବଧାନ ରହିବେ। ଯଦି ସମ୍ଭବ ତେବେ ଅପରେସନ ଆଜି ଟାଳି ଦିଅନ୍ତୁ ପରେ କରିବେ। ସ୍ନେହୀଜନମାନଙ୍କ ଏବଂ ପରିଜନମାନଙ୍କ ସହିତ ବାଦ-ବିବାଦ ହେବାର ଆଶଂକା ଅଛି। କୋର୍ଟ-କଚେରୀ କାର୍ଯ୍ୟଗୁଡ଼ିକରେ ସାବଧାନ ରହିବେ। ଆମୋଦ-ପ୍ରମୋଦ ପଛରେ ଖର୍ଚ୍ଚ ହେବାର ଆଶଂକା ଅଛି।

ଧନୁ : ଆଜିର ଦିନ ଆପଣଙ୍କପାଇଁ ଟିକେ କଷ୍ଟଦାୟକ ହୋଇପାରେ। ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପାରିବାରିକ ସଦସ୍ୟମାନଙ୍କ ସହିତ କଳହ କାରଣରୁ ମନ ଦୁଃଖୀ ହେବ। କୋର୍ଟ-କଚେରୀ ମାମଲାରେ ସାବଧାନ ରହିବେ। ଅଧିକ ଖର୍ଚ୍ଚ ହେବାରୁ ଆର୍ଥିକ ଅସୁବିଧା ଆସିପାରେ। ଆଜିର ଦିନ ଆପଣଙ୍କପାଇଁ ଲାଭଦାୟୀ ରହିବ। ଆର୍ଥିକ, ସାମାଜିକ ଏବଂ ପାରିବାରିକ କ୍ଷେତ୍ରରେ ମଧ୍ୟ ଲାଭ ହେବାର ସମ୍ଭାବନା ଅଛି। ମିତ୍ରମାନଙ୍କ ଏବଂ ପରିଜନମାନଙ୍କ ସହିତ ପର୍ଯ୍ୟଟନ ସ୍ଥଳକୁ ବୁଲି ଯିବାରେ ଆନନ୍ଦ ପ୍ରାପ୍ତ ହେବ। ବ୍ୟାପାରରେ ଲାଭଦାୟୀ ଦିନ ଅଟେ। ପରିବାରରେ ସୁଖ-ଶାନ୍ତି ରହିବ।

ମକର : ଜୀବନର ପ୍ରତ୍ୟେକ କ୍ଷେତ୍ରରେ ଆଜିର ଦିନ ଲାଭକାରୀ ପ୍ରମାଣିତ ହେବ। ମିତ୍ର ତଥା ବନ୍ଧୁମାନଙ୍କ ସହିତ ବାହରକୁ ଯାତ୍ରା କରିପାରନ୍ତି। ମାଙ୍ଗଳିକ ପ୍ରସଙ୍ଗରେ ଉପସ୍ଥିତ ହେବେ। ମହିଳା ମିତ୍ର ତଥା ପତ୍ନୀ ଏବଂ ପୁତ୍ର ଲାଭ ହେବ। ବିବାହୋତ୍ସୁକ ଯୁବକ-ଯୁବତିମାନଙ୍କର ବୈବାହିକ ସମସ୍ୟାର ସମାଧାନ ହେବ। ଭେଟ-ଉପହାର ମିଳିବାରୁ ଆନନ୍ଦିତ ହେବେ। ଅଗ୍ନି ଏବଂ ଜଲକ୍ଷେତ୍ରରୁ ସାବଧାନ ରୁହନ୍ତୁ। ଅଧିକାରୀ ପ୍ରସନ୍ନ ରହିବେ, ପ୍ରମୋସନର ସମ୍ଭାବନା ଅଛି। ସାଂସାରିକ ଜୀବନରେ ଆନନ୍ଦ ଅନୁଭବ କରିବେ। ମାନ ସମ୍ମାନ ଏବଂ ପ୍ରତିଷ୍ଠାରେ ବୃଦ୍ଧି ହେବ।

କୁମ୍ଭ : ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ରହିବେ। ଚାକିରି-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ଗୃହସ୍ଥ ଜୀବନରେ ଆନନ୍ଦ ରହିବ। ଧନ ପ୍ରାପ୍ତି ଏବଂ ପଦୋନ୍ନତିର ଯୋଗଅଛି। ଆଜିର ଦିନ ମିଶ୍ରତ ଫଳଦାୟୀ ଅଟେ। ଶାରୀରିକ ରୂପରେ ଆପଣଙ୍କୁ ଅସୁସ୍ଥତାର ଅନୁଭବ ହେବ। ଆମୋଦ-ପ୍ରମୋଦ ପଛରେ ଧନ ଖର୍ଚ୍ଚ ହୋଇପାରେ। ଯାତ୍ରାର ସମ୍ଭାବନା ଅଛି। ବିଦେଶରୁ ଭଲ ସମାଚାର ମିଳିବ।

ମୀନ : ଆଜି ମାନସିକ ଅସୁସ୍ଥତା ଆପଣଙ୍କୁ ଅସୁବିଧା କରିପାରେ। ସ୍ଵାସ୍ଥ୍ୟ ସମ୍ବନ୍ଧରେ ଅଭିଯୋଗ ରହିବ। ଚାକିରିରେ ଉଚ୍ଚ ଅଧିକାରୀମାନଙ୍କ ସହିତ ସାବଧାନ ପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କର ସମସ୍ୟା ଆପଣଙ୍କୁ ଚିନ୍ତିତ କରିପାରେ। ପ୍ରତିଦ୍ୱନ୍ଦୀ ନିଜର ଚାଲରେ ସଫଳ ହେବେ। ସ୍ଵାସ୍ଥ୍ୟ ଉପରେ ଆଜି ବିଶେଷ ଧ୍ୟାନ ଦିଅନ୍ତୁ। ଅଧିକ ଖର୍ଚ୍ଚ ହେବାର ଆଶଂକା ଅଛି। ପରିଜନମାନଙ୍କ ସହିତ ନିୟନ୍ତ୍ରଣ ରଖିବେ। ନୂଆ କାର୍ଯ୍ୟର ଆରମ୍ଭ କରିବା ପାଇଁ ଶୁଭ ଦିନ ଅଟେ। ସମ୍ବନ୍ଧିମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତକରି ହେବ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026

Recent News

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

ପ୍ରଥମ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ମନ୍ଦାର ମାଳିନୀ ବେଶରେ ଦର୍ଶନ ଦେଲେ ମା’ ପାଟଖଣ୍ଡା

March 11, 2026
ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

ମହାବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ରାମଗାର ନିର୍ମାଣ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାବୀପତ୍ର ପ୍ରଦାନ

March 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026
ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

ମା ‘ପାଟ୍ଟଖଣ୍ଡାଙ୍କ କୃଷି ଭିତ୍ତୀକ ଗଣପର୍ବ କାନ୍ଦୁଲ ଭଜା ଯାତ୍ରା

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version