• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡ଼ ବ୍ଲକର ସଦର ମହକୂମା ରାୟଗଡ଼ ଠାରେ ତୁରନ୍ତ ଇଣ୍ଡୋର ଷ୍ଟାଡିୟମ ଆରମ୍ଭ ନକଲେ ଆନ୍ଦୋଳନ ପାଇଁ ଯୁବକ ସଂଘର ଚେତାବନୀ

Proprietor Abhimanyu Maharana by Proprietor Abhimanyu Maharana
June 28, 2021
in ଓଡ଼ିଶା, ଗଜପତି, ହୋମ୍
0
ରାୟଗଡ଼ ବ୍ଲକର ସଦର ମହକୂମା ରାୟଗଡ଼ ଠାରେ ତୁରନ୍ତ ଇଣ୍ଡୋର ଷ୍ଟାଡିୟମ ଆରମ୍ଭ ନକଲେ ଆନ୍ଦୋଳନ ପାଇଁ ଯୁବକ ସଂଘର ଚେତାବନୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଜୁନ୍‌ ରବିବାର ) ପାରଳାଖେମୁଣ୍ଡି :- ଗ୍ରାମାଞ୍ଚଳରେ କ୍ରୀଡା ଭତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପରିକଳ୍ପନା ଗଜପତି ଜିଲ୍ଲାରେ ସଠିକ କାର୍ଯ୍ୟକାରୀ ହୋଇପାରୁ ନାହିଁ । ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଗଜପତିଜିଲ୍ଲାର ରାୟଗଡ ବ୍ଲକରେ । ଇନଡୋର ଷ୍ଟାଡିୟମ ନିର୍ମାଣ ପାଇଁ ଦୀର୍ଘ ଦିନ ଧରି ଦାବି ହୋଇ ଆସିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନଥିବାରୁ ସାଧାରଣରେ ଅସନ୍ତୋଷର ଦାନା ବାନ୍ଧୁଛି । ପିଡି ଡିଆର୍‌ଡିଏ ଅନାମ ଚରଣ ପାତ୍ର ରାୟଗଡ ବ୍ଲକ ପରିଦର୍ଶନରେ ଆସିଥିବା ବେଳେ ଏନେଇ ସ୍ଥାନୀୟ ଯୁବକ ମାନେ ଭେଟି ଦାବି ଜଣାଇ ଅତିଶୀଘ୍ର ଇନଡୋର ଷ୍ଟାଡିୟମ ନିର୍ମାଣ କରିବାକୁ ଦାବି କରିଛନ୍ତି । ତେବେ ଅତି ଶୀଘ୍ର କାର୍ଯ୍ୟ ଆରମ୍ଭ ନହେଲେ ଆଗାମୀ ଦିନରେ ଆନ୍ଦୋଳନର ରୂପ ନେବ ବୋଲି ସ୍ଥାନୀୟ ଯୁବକ ମାନେ ଚେତାବନୀ ଦେଇଛନ୍ତି ।

ପ୍ରକାଶ ଯେ, ଗଜପତି ଜିଲ୍ଲାରେ ଅନେକ ପ୍ରତିଭା ରହିଥିଲେ ମଧ୍ୟ ଭିତିଭୂମି ଅଭାବ ଯୋଗୁଁ ସେମାନଙ୍କ କ୍ରୀଡାର ବିକାଶରେ ବାଧା ସୃଷ୍ଟି ହେଉଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ପ୍ରତି ବ୍ଲକରେ ଇନଡୋର ଷ୍ଟାଡିୟମ ନିର୍ମାଣ ପାଇଁ ରାଜ୍ୟ ସରକାର ପରିକଳ୍ପନା କରିଛନ୍ତି । ଏହି କ୍ରମରେ ରାୟଗଡ ବ୍ଲକରେ ମଧ୍ୟ ଇନଡୋର ଷ୍ଟାଡିୟମ ନିର୍ମାଣ କରିବା ପାଇଁ ଆଜି ଯାଏ ସ୍ଥାନ ଚିହ୍ନଟ ହେଉ ନଥିବାରୁ ସମସ୍ତ କ୍ରୀଡା ପ୍ରେମୀଙ୍କୁ ନିରାଶ କରିଛି । ଏହାକୁ ନେଇ ସ୍ଥାନୀୟ ଲୋକେ ପ୍ରଶାସନିକ ଅବହେଳାଏବଂ ରାଜନୈତିକ ଇଛା ଶକ୍ତିର ଅଭାବକୁ ଦାୟୀ କରିଛନ୍ତି । ଏନେଇ ପିଡି ଡିଆର୍‌ଡିଏ ଶ୍ରୀ ପାତ୍ରଙ୍କୁ ଯୁବକ ମାନେ ଭେଟି ଦାବି ଜଣାଇଥିବା ପରେ ସେ ସ୍ଥାନୀୟ ବିଡିଓଙ୍କୁ ଜାଗା ଚିହ୍ନଟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଅତିଶୀଘ୍ର ଏହି ମିନି ଷ୍ଟାଡିୟମ ପାଇଁ ଜାଗା ଚିହ୍ନଟ ହୋଇ କାମ ଆରମ୍ଭ ନହେଲେ ଆଗାମୀ ଦିନରେ ନିଶ୍ଚିତ ଭାବେ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ବାଧ୍ୟ ହେବୁ ବୋଲି ସ୍ଥାନୀୟ କ୍ରୀଡାବିତ ରାଜା ଦୋରା, ଅଶୋକ ପାଇକ, ପ୍ରଦୀପ ସାହୁ, କାଳିଆ ପାଇକ, ଚନ୍ଦନ ପାଇକଙ୍କ ସମେତ ଯୁବକସଂଘ ର ସଦସ୍ୟ ମାନେ ଚେତାବନୀ ଦେଇଛନ୍ତି l ( ରିପୋର୍ଟ – ଗରୁଡ଼ ଧ୍ଵଜ ଚୌଧୁରୀ ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version