• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୪ ମନ୍ଦିରର ଦାନହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିଲେ ଦୃର୍ବୁତ୍ତ

Proprietor Abhimanyu Maharana by Proprietor Abhimanyu Maharana
June 28, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
୪ ମନ୍ଦିରର ଦାନହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିଲେ ଦୃର୍ବୁତ୍ତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଜୁନ ସୋମବାର ) ହିଞ୍ଜିଳିକାଟୁ :-  ରବିବାର ବିଳମ୍ବିତ ରାତିରେ ହିଞ୍ଜିଳି ଥାନା ପିତଳ ଗ୍ରାମର ୪ଟି ମନ୍ଦିରର ଦାନ ହୁଣ୍ଡି ଭାଙ୍ଗି ଦୃର୍ବୁତ୍ତ ମାନେ ଲକ୍ଷାଧିକ ଟଙ୍କା ଲୁଟ୍ କରି ଘଟଣା ସ୍ଥଳରୁ ଚମ୍ପଟ ମାରିବା ରେ ସକ୍ଷମ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ରବିବାର ରାତିରେ ସଂପୃକ୍ତ ଗ୍ରାମର ଉତ୍ତରେଶ୍ବର ମନ୍ଦିର, ୨ଟି ଗ୍ରାମଦେବତୀ ମନ୍ଦିର ଓ ରଙ୍ଗଣି ସାହି ଠାକୁରାଣୀ ମନ୍ଦିରର ପୂଜକ ମାନେ ନୀତିକାନ୍ତି ଶେଷ କରି ମନ୍ଦିର ମୁଖ୍ୟ ଦ୍ବାରରେ ତାଲା ପକାଇ ଚାଲି ଯାଇଥିଲେ ।

ବିଳମ୍ବିତ ରାତିରେ ଦୃର୍ବୁତ୍ତ ମାନେ ସଂପୃକ୍ତ ମନ୍ଦିର ଭିତରେ ପଶି ଦାନହୁଣ୍ଡି ଭାଙ୍ଗି ହୁଣ୍ଡିରୁ ପ୍ରାୟ ଲକ୍ଷାଧିକ ଟଙ୍କା ଲୁଟ କରି ନେଇଥିବା ଜଣାପଡିଛି । ଚୋରୀ ଘଟଣା ନେଇ ସୋମବାର ଦିନ ମନ୍ଦିର ପରିଚାଳନା ଓ ଗ୍ରାମ୍ୟ କମିଟି ହିଞ୍ଜିଳି ଥାନାରେ ଅଭିଯୋଗ କରିଥିବା ଜଣାପଡିଛି । ଖବର ଲେଖା ହେବା ସୁଦ୍ଧା ଏ ନେଇ ହିଞ୍ଜିଳି ପୁଲିସ ଘଟଣାସ୍ଥଳରେ ପହଞ୍ଚି ନଥିବା ଗ୍ରାମବାସୀଙ୍କ ପକ୍ଷରୁ ଜଣାପଡିଛି । ତେବେ ଘଟଣା ନେଇ ହିଞ୍ଜିଳି ପୁଲିସ ଅବଗତ ନଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି ।    ( ରିପୋର୍ଟ : ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version