• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କୁଶପଙ୍ଗି ଗ୍ରାମ ପଞ୍ଚାୟତ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍ ଘୋଷିତ

Proprietor Abhimanyu Maharana by Proprietor Abhimanyu Maharana
June 29, 2021
in ଓଡ଼ିଶା, କଟକ, କରୋନା, ଦେଶ, ହୋମ୍
0
କୁଶପଙ୍ଗି ଗ୍ରାମ ପଞ୍ଚାୟତ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍ ଘୋଷିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ଜୁନ୍‌ ମଙ୍ଗଳବାର)ବାଙ୍କୀ :- କୁସୁପଙ୍ଗି ଗ୍ରାମ ପଞ୍ଚାୟତରେ କରୋନା ସଂକ୍ରମଣ ବୃଦ୍ଧି ପାଇ ୨୦ଜଣ ବ୍ୟକ୍ତି ଆଜି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ଫଳରେ ବାଙ୍କୀ ଉପଜିଲ୍ଲାପାଳ ରଞ୍ଜନ କୁମାର ଜେନା ନିର୍ଦ୍ଦେଶନାମା ନମ୍ବର ୧୭୯୭ ତା ୨୮.୦୬.୨୧ମୁତାବକ କୁଶପଙ୍ଗି ଗ୍ରାମ ପଞ୍ଚାୟତର ୧୨ନମ୍ବର ୱାର୍ଡ ଠାରୁ ୧୯ନମ୍ବର ୱାର୍ଡ ପର୍ଯ୍ୟନ୍ତ ନିଷିଦ୍ଧା ଅଞ୍ଚଳ ଭବେ ଘୋଷଣା କରାଯାଇଛି । ଯାହା ଫଳରେ ସେ ଅଞ୍ଚଳକୁ କୌଣସି ନୂତନ ବ୍ୟକ୍ତି ଆସିପାରିବେନି କିମ୍ବା ସେ ଅଞ୍ଚଳର କୌଣସି ବ୍ୟକ୍ତି ବାହାରକୁ ଯାଇ ପାରିବେ ନାହିଁ । ସେ ଅଞ୍ଚଳର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିବ । ଡମପଡ଼ା ବ୍ଲକର ଏମ.ଆଇ. ସେ ଅଞ୍ଚଳର ଜନସାଧାରଣଙ୍କୁ ଅତ୍ୟାବଶ୍ୟକ ଜିନିଷ ଯୋଗାଇବା ସହିତ କଣ୍ଟେନମେଣ୍ଟ୍ ଜୋନ ପାଇଁ ବ୍ୟାରିକେଡ୍ ନିର୍ମାଣ

କରିବେ । ଡମପଡ଼ା ତହସିଲଦାର ସେ ଅଞ୍ଚଳର ଆଇନଶୃଙ୍ଖଳା କାର୍ଯ୍ୟକୁ ତଦାରଖ କରିବେ । ଡମପଡ଼ା ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ କଣ୍ଟାକ୍ଟ୍ ଟ୍ରେସିଂ କାର୍ଯ୍ୟ କରିବା ସହିତ ଏ ସମସ୍ତ କାର୍ଯ୍ୟର ତଦାରଖ କରିବେ ବୋଲି ଉପଜିଲ୍ଲାପାଳ ନିର୍ଦ୍ଦେଶନାମାରେ ପ୍ରକାଶ କରିଛନ୍ତି । ଡମପଡ଼ା ବ୍ଲକ ବି.ଡି.ଓ ସମସ୍ତ କାର୍ଯ୍ୟର ତଦାରଖ କରିବା ସହିତ ଆଇନଶୃଙ୍ଖଳା ରକ୍ଷା ପାଇଁ ବାଙ୍କୀ ପୋଲିସ ସହାୟତା ପ୍ରଦାନ କରିବେ ବୋଲି ଉପଜିଲ୍ଲାପାଳ କହିଥିଲେ । କୁଶୁପଙ୍ଗି ଗ୍ରାମ ପଞ୍ଚାୟତ ସରପଞ୍ଚ ପୁଷ୍ପଲତା ପରିଡା ଓ ସରପଞ୍ଚଙ୍କ ପ୍ରତିନିଧି ଅସୀତ୍ କୁମାର ଜେନା, ସମିତି ସଭ୍ୟ ଅଜିତ୍ କୁମାର ଜେନା ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି ଏହି ଅଞ୍ଚଳର ଲୋକମାନେ କୋଭିଡର ନିୟମମାନି ଚଳିବା ସହିତ ନିଜକୁ କରୋନା ମୁକ୍ତ କରିବା ପାଇଁ ଉଦ୍ୟମ କରିବା ଉଚିତ ।             ରିପୋର୍ଟ ଗୌତମ ମିଶ୍ର

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁଲାଇ  ମାସର  ସାରସ୍ୱତ ଆସର ଅବସରରେ ବର୍ଷା ପାଇଁ କବିତା

July 27, 2026
ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

ଆଜି ନୀଳକନ୍ଦର କୁ ବିଜେ କରିବେ ନୀଳାଦ୍ରୀନାଥ ମହାଲକ୍ଷ୍ମୀ ଙ୍କୁ ରସଗୋଲା ଦେଇ ମାନଭଞ୍ଜନ

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

ମିନା କୁମାରୀ ପ୍ରଧାନଙ୍କୁ ସମ୍ମାନଜନକ ଡକ୍ଟରେଟ ଉପାଧି ପ୍ରଦାନ

July 27, 2026
କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version