• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ କଲେଜ ଅବସରପ୍ରାପ୍ତ ଓଡ଼ିଆ ଅଧ୍ୟାପକ ବସନ୍ତ ରାଉତରାୟ ଙ୍କ ଏକାଦଶାହରେ ଭର୍ଚ୍ଚୁଆଲ୍ ମୋଡରେ ଅନୁଷ୍ଠିତ ଯୋଗ ଦେଲେ ବହୁ ବସନ୍ତ ପ୍ରେମୀ

Proprietor Abhimanyu Maharana by Proprietor Abhimanyu Maharana
June 29, 2021
in ଓଡ଼ିଶା, ଦେଶ, ହୋମ୍
0
ବାଙ୍କୀ କଲେଜ ଅବସରପ୍ରାପ୍ତ ଓଡ଼ିଆ ଅଧ୍ୟାପକ ବସନ୍ତ ରାଉତରାୟ ଙ୍କ ଏକାଦଶାହରେ ଭର୍ଚ୍ଚୁଆଲ୍ ମୋଡରେ ଅନୁଷ୍ଠିତ ଯୋଗ ଦେଲେ ବହୁ ବସନ୍ତ ପ୍ରେମୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ଜୁନ୍‌ ମଙ୍ଗଳବାର)ବାଙ୍କୀ :-ବାଙ୍କୀ କଲେଜର ଅବସରପ୍ରାପ୍ତ ଓଡ଼ିଆ ବିଭାଗର ମୁଖ୍ୟ ଅଧ୍ୟାପକ ବସନ୍ତ କୁମାର ରାଉତରାୟଙ୍କ ଏକାଦଶାହ କାର୍ଯ୍ୟକ୍ରମ ରବିବାର ସନ୍ଧ୍ୟା ରେ ଭର୍ଚ୍ଚୁଆଲମୋଡରେ ଅନୁଷ୍ଠିତ ହୋଇଥିଲା । ଏହାକୁ ତାଙ୍କ ପୁତ୍ର ଦୀପଙ୍କର ରାଉତରାୟ ଓ ଶୁଭଙ୍କର ରାଉତରାୟ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବାଙ୍କୀ ମହାବିଦ୍ୟାଳୟର ବହୁ ପୁରାତନ ଓ ନୂତନ ଅଧ୍ୟାପକ ଓ ଅଧ୍ୟାପିକା, ଛାତ୍ରଛାତ୍ରୀ, ଆତ୍ମୀୟସ୍ୱଜନ ଏବଂ ବସନ୍ତ ପ୍ରେମୀ ଭାଗନେଇଥିଲେ । ଡ.କାଳୀଦାସ ମିଶ୍ର,

ସ୍ୱାମୀ ସମର୍ପଣାନନ୍ଦ ଗିରି, ପୂର୍ବତନ ଅଧ୍ୟକ୍ଷ ଯୁଗୋଳ କିଶୋର ଦାଶ, ଧୀରେନ୍ଦ୍ର ନାଥ ଶ୍ରୀଚନ୍ଦନ, ଅଭେଦାନନ୍ଦ ମହାନ୍ତି,ରମାକାନ୍ତ ମିଶ୍ର, ବାଙ୍କୀ କଲେଜର ପ୍ରଶାସନିକ ଅଧିକାରୀ ମନୋଜ କୁମାର ମହାପାତ୍ର, ବରିଷ୍ଠ ସାମ୍ବାଦିକ ଜ୍ଞାନେନ୍ଦ୍ର ମୋହନ ମିଶ୍ର, ଅବସରପ୍ରାପ୍ତ ଅଧ୍ୟକ୍ଷ ଡ.ସାନ୍ତା ମିଶ୍ର, ବାଙ୍କୀ କଲେଜର ଅଧ୍ୟକ୍ଷ ଅରୁଣ କୁମାର ବେହେରା, ବାଙ୍କୀ କଲେଜର ପୂର୍ବତନ ଅଧ୍ୟକ୍ଷ ମେଜର କ୍ଷୀରୋଦ ପ୍ରସାଦ ମହାନ୍ତି,ସାମ୍ବାଦିକ ଗୌତମ ମିଶ୍ର, ଏଲୋରା ମିଶ୍ର ,ପ୍ରମୁଖ ଯୋଗଦେଇ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।  ରିପୋର୍ଟ ଗୌତମ ମିଶ୍ର

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

June 26, 2026
ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

ଅର୍ଥ ଆତ୍ମସାତ ମାମଲା ରେ ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଗିରଫ

June 26, 2026
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

ଲୋକତନ୍ତ୍ର ସେନାନୀ ସଂଘ ପକ୍ଷରୁ କଳା ଦିବସ ପାଳିତ

June 26, 2026
ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

ବାଲିଗୁଡା ରେ ରଥଯାତ୍ରା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version