• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋଦ୍‌ରେଜ୍ ସିକ୍ୟୁରିଟି ସଲ୍ୟୁସନ୍ସ ପକ୍ଷରୁ କୋଭିଡ୍‌-୧୯ ଟିକାକରଣ ଲାଗି ନାଗରିକଙ୍କୁ ଆହ୍ୱାନ ; ହୋମ୍ ଲକର୍ ଓ ୟୁଭି କେସ୍ ଉତ୍ପାଦ ଉପରେ ଟିକାକରଣ କରିଥିବା ଗ୍ରାହକଙ୍କୁ ରିହାତି

Proprietor Abhimanyu Maharana by Proprietor Abhimanyu Maharana
July 1, 2021
in ଓଡ଼ିଶା, ବାଣିଜ୍ୟ, ହୋମ୍
0
ଗୋଦ୍‌ରେଜ୍ ସିକ୍ୟୁରିଟି ସଲ୍ୟୁସନ୍ସ ପକ୍ଷରୁ କୋଭିଡ୍‌-୧୯ ଟିକାକରଣ ଲାଗି ନାଗରିକଙ୍କୁ ଆହ୍ୱାନ ; ହୋମ୍ ଲକର୍ ଓ ୟୁଭି କେସ୍ ଉତ୍ପାଦ ଉପରେ ଟିକାକରଣ କରିଥିବା ଗ୍ରାହକଙ୍କୁ ରିହାତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧ ଜୁଲାଇ ଗୁରୁବାର )ଭୁବନେଶ୍ୱର :-  ଗୋଦ୍‌ରେଜ୍ ଗ୍ରୁପ୍‌ର ସଂସ୍ଥା ଗୋଦ୍‌ରେଜ୍ ସିକ୍ୟୁରିଟି ସଲ୍ୟୁସନ୍ସ ପକ୍ଷରୁ କୋଭିଡ୍ ଟିକାର ଅତିକମ୍‌ରେ ଗୋଟିଏ ଡୋଜ୍‌ ନେଇଥିବା ଗ୍ରାହକମାନଙ୍କ ଲାଗି ସିଏସ୍‌ଆଇଆର୍ ସାର୍ଟିଫାଏଡ୍ ୟୁଭି କେସ୍ ଓ ହୋମ୍ ଲକର୍ ଉପରେ ରିହାତି ଘୋଷଣା କରାଯାଇଛି । ଟିକାକରଣ କରିଥିବା ଗ୍ରାହକମାନେ କଂପାନିର ବିକ୍ରି ଟିମ୍ ସହିତ ୯୮୨୦୨୪୭୮୪୭ ନମ୍ବରରେ ହ୍ୱାଟ୍‌ସଆପ୍ ଜରିଆରେ ଯୋଗଯୋଗ କରି ଏହି ଉତ୍ପାଦଗୁଡ଼ିକ ଉପରେ ୧୦% ରିହାତି ପାଇପାରିବେ । ସରକାର ଜାରି କରିଥିବା ଟିକା ସାର୍ଟିଫିକେଟ୍‌ର ଏକ ଫଟୋ ସେମାନଙ୍କୁ ପଠାଇବାକୁ ହେବ । ତାହା ସଠିକ୍ ବୋଲି ପ୍ରମାଣିତ ହେବା ପରେ କଂପାନିର ଟିମ୍ ଏକ କୁପନ୍‌ କୋଡ୍ ପ୍ରଦାନ କରିବେ ଯାହାକୁ ଗ୍ରାହକମାନେ ଇ-କମର୍ସ ସାଇଟ୍‌ରୁ କିଣାକିଣି ପାଇଁ ବ୍ୟବହାର କରିପାରିବେ । ଏହି ଅଫର୍ ଜୁନ୍ ୨୮ରୁ ୩୦ ପର୍ଯ୍ୟନ୍ତ ଜାରି ରହିବ । ଏହା ଏଭଳି ଏକ ସମୟରେ ଘୋଷଣା କରାଯାଇଛି ଯେତେବେଳେ ଦେଶ କରୋନା ମହାମାରୀର ଦ୍ୱିତୀୟ ଲହର ସହ ଲଢ଼େଇ କରୁଛି ଓ ସମ୍ଭାବ୍ୟ ତୃତୀୟ ଲହର ପାଇଁ ପ୍ରସ୍ତୁତ ହେଉଛି । କୋଭିଡ୍ ସହିତ ଭଲ ଭାବେ ଲଢ଼େଇ ପାଇଁ ଟିକାକରଣ ହେଉଛି ବର୍ତମାନ ସମୟର ଆହ୍ୱାନ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ବର୍ତମାନ ସୁଦ୍ଧା ୩୨ କୋଟି ଲୋକଙ୍କ ଟିକାକରଣ ହୋଇସାରିଛି ଯାହା ଏବେବି ଏତେ ଜନସଂଖ୍ୟାବହୁଳ ଦେଶ ପାଇଁ ବହୁତ କମ୍ । ଟିକା ନେବାକୁ ଲୋକମାନେ କିଭଳି କୁଣ୍ଠା ପ୍ରକାଶ କରୁଛନ୍ତି ତାହାର ଏହା ଏକ ପ୍ରମାଣ । ଏ ସମ୍ପର୍କରେ ମେହେରନୋଷ ପିଠାୱାଲା, ଉପସଭାପତି, ଗୋଦ୍‌ରେଜ୍‌ ସିକ୍ୟୁରିଟି ସଲ୍ୟୁସନ୍ସ କହିଛନ୍ତି ଯେ, “ ଏହି ମାରାତ୍ମକ ମହାମାରୀରୁ ନିଜକୁ ଓ ନିଜ ପରିବାରର ସୁରକ୍ଷା ଲାଗି ଗଣ ଟିକାକରଣ ହେଉଛି ବର୍ତମାନ ସମୟର ଆହ୍ୱାନ । ଗୋଦ୍‌ରେଜ୍ ସିକ୍ୟୁରିଟି ସଲ୍ୟୁସନ୍ସରେ ଆମେ ଗ୍ରାହକଙ୍କ ଶାରିରୀକ ଓ ମାନସିକ ସ୍ୱାସ୍ଥ୍ୟର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ପ୍ରଦାନ କରୁଛୁ ଓ ଏବଂ ସେଥିପାଇଁ ଆମେ ନାଗରିକମାନଙ୍କୁ ଆହ୍ୱାନ ଦେଉଛୁ ଯେ କୁଣ୍ଡା ପ୍ରକାଶ କରନ୍ତୁ ନାହିଁ, ଟିକା ଗ୍ରହଣ କରନ୍ତୁ । ସ୍ୱାସ୍ଥ୍ୟ ସୁରକ୍ଷାକୁ ଅଗ୍ରାଧିକାର ଦେବା ପାଇଁ ସେମାନଙ୍କୁ ପ୍ରୋତ୍ସାହିତ କରିବାର ଉପାୟ ଭାବେ ଆମେ ଟିକାକରଣ କରିଥିବା ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ଅଫର୍ ଆଣିଛୁ ଯେଉଁମାନେ ଆମ ହୋମ୍ ଲକର୍ ଓ ୟୁଭି କେସ୍ ବର୍ଗର ଉତ୍ପାଦ ଉପରେ ୧୦% ରିହାତି ପାଇପାରିବେ । ଏହି ସବୁ ଉତ୍ପାଦଗୁଡ଼ିକ ମହାମାରୀ ସମୟରେ ବହୁତ ଚାହିଦାରେ ରହିଛି । ଆମେ ଏକ ସମୟରେ ଗୋଟିଏ ପଦକ୍ଷେପ ଗ୍ରହଣ କରି କୋଭିଡ୍‌-୧୯ ବିରୋଧରେ ଲଢ଼େଇ ଜିତିପାରିବା, କିନ୍ତୁ ଏଥିପାଇଁ ଗୁରୁତ୍ୱପୂର୍ଣ୍ଣ ହେଉଛି ଆମ ସମସ୍ତଙ୍କୁ ମିଳିତ ଭାବେ ଗୋଟିଏ ଦିଗରେ ଅଗ୍ରସର ହେବାକୁ ପଡ଼ିବ ।’’

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version