• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେଡି ଦଳରେ ରହି ନବୀନ ଙ୍କୁ ଟାର୍ଗେଟ କଲେ ସୌମ୍ୟ ରଞ୍ଜନ – ଚିନ୍ତାରେ ନବୀନ

Proprietor Abhimanyu Maharana by Proprietor Abhimanyu Maharana
July 2, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଜେଡି ଦଳରେ ରହି ନବୀନ ଙ୍କୁ ଟାର୍ଗେଟ କଲେ ସୌମ୍ୟ ରଞ୍ଜନ – ଚିନ୍ତାରେ ନବୀନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨ ଜୁଲାଇ ଶୁକ୍ରବାର )ଭୁବନେଶ୍ୱର ,ରିପୋର୍ଟ ଅଭିମନ୍ୟୁ :- ବିଜେଡ଼ି ଦଳ ସୁପ୍ରିମୋ ଙ୍କ ଉପରେ କଡା ସମାଲୋଚନା କରି ସୌମ୍ୟ ରଞ୍ଜନ ଦଳରେ ବିଶୃଙ୍ଖଳା ର ଚାରା ପୋତୁଥିବା କଥା ସାମ୍ନା କୁ ଆସିଛି । ବିଜେଡ଼ିର ବରିଷ୍ଠ ଉପସଭାପତି ତଥା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଆଜି ତାଙ୍କ ଖବରକାଗଜର ( ଆମ ଘରର ହାଲଚାଲ ) ସ୍ତମ୍ଭରେ ସିଧାସଳଖ ବିଜେଡ଼ିର ପ୍ରମୁଖ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ।

ନବୀନଙ୍କୁ ଆଙ୍ଗୁଳି ଦେଖାଇ କହିଛନ୍ତି  :- ସୌମ୍ୟରଂଜନ

1. ନବୀନ ବାବୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ କିନ୍ତୁ ଲୋକଙ୍କ ଗହଳିରେ ରହିବାକୁ ପସନ୍ଦ କରନ୍ତି ନାହିଁ ।

2. ହାତଗଣତି କିଛି ଅନୁଗାମୀ ଓ ପ୍ରଶାସକଙ୍କ ସହାୟତାରେ ନବୀନ ବାବୁ କାର୍ଯ୍ୟକରିବାକୁ ପସନ୍ଦ କରନ୍ତି ।

3. କରୋନା ସମୟରେ ନବୀନଙ୍କ କାମ କରିବାର ତରିକା ସୀମିତ ହୋଇଯାଇଛି । ଲୋକଙ୍କ ପାଖରେ ପହଞ୍ଚି ପାରୁନାହାନ୍ତି ନବୀନ

ଏହାପରେ କୋଭିଡ୍ ମୃତ୍ୟୁର ସତ ମିଛକୁ ନେଇ କଡ଼ା ସମାଲୋଚନା କରି କହିଛନ୍ତି :-

x . ଅନାଥ ଶିଶୁଙ୍କ ପାଇଁ ରାଜ୍ୟ ସରକାରଙ୍କ ବିଶେଷ ସୁବିଧା କୋଭିଡର ତୃଟିକୁ ପଦାରେ ପକାଇଲା ।

x . ବିରୋଧୀଙ୍କ ସ୍ବରରେ ମଧୁ ସ୍ବର ମିଳାଇଛନ୍ତି ମୁଖ୍ୟମନ୍ତ୍ରୀ ।

କୋଭିଡ ମୃତ୍ୟୁକୁ ନେଇ ରାଜ୍ୟ ସରକାର ଶ୍ବେତପତ୍ର ପ୍ରକାଶ କରିବାକୁ କହିଛନ୍ତି ସୌମ୍ୟରଂଜନ । ସବୁଠାରୁ ବଡ଼ କଥା ହେଉଛି ନବୀନଙ୍କ ବଡ଼ ଦୁର୍ବଳତା କୁହାଯାଉଥିବା ପ୍ରଶାସନକୁ ସିଧାସଳଖ ସମାଲୋଚନା କରିବା ସହ ଆଙ୍ଗୁଳି ନିର୍ଦେଶ କରିବାକୁ ପଛାଇନାହାନ୍ତି ସୌମ୍ୟରଂଜନ ପଟ୍ଟନାୟକ । ପ୍ରଶାସନରେ ବାମ ହାତ କଣ କରୁଛି ତାହା ଡାହାଣ ହାତ ଜାଣିପାରୁ ନାହିଁ ବୋଲି ନବୀନ ସରକାରର ପେଡ଼ି ଖୋଲିଛନ୍ତି ସୌମ୍ୟରଂଜନ ।

ବିଜେଡି ରେ ରହି ବିଜେଡି ସୁପ୍ରିମୋ ଙ୍କ ବିଷୟରେ ଏଭଳି ତୀବ୍ର ସମାଲୋଚନା କରି ସୌମ୍ୟ ରଞ୍ଜନ ଆସିଛନ୍ତି ଚର୍ଚ୍ଚାକୁ .. ବିଜେଡିର ୭ ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଥିବା ବରିଷ୍ଠ ଉପସଭାପତି ଓ ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଖୋଲାଖୋଲି ନିଜ ଦଳର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରି ଦଳରେ ଆଉ ବିଶୃଙ୍ଖଳା ସୃଷ୍ଟି କରୁନାହାନ୍ତି ତ ସୌମ୍ୟରଞ୍ଜନ..? ଏଭଳି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ରାଜନୈତିକ ମହଲରେ । ତେବେ ଖୋଲାଖୋଲି ଗଣମାଧ୍ୟମରେ ଦଳ ସୁପ୍ରିମୋଙ୍କୁ ଦୃଢ଼ ସମାଲେଚନା କରିବା ପରେ ବିଜେଡିରେ ସୃଷ୍ଠି ହୋଇଛି ଆଲୋଡନ । ତେବେ ବିଜେଡି ସୌମ୍ୟରଂଜନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବ ନା ଚୁପ୍ ରହିବ ତାହାକୁ ନେଇ ଏବେ ରାଜନୀତି ମହଲରେ ଚର୍ଚ୍ଚା ଜୋର ଧରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version