• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଶାଳ ଯୁବଶକ୍ତିକୁ ସମବାୟ ଆଦର୍ଶରେ ଅନୁପ୍ରାଣିତ କରି ପୁନର୍ଗଠନ କାର୍ଯ୍ୟରେ ସାମିଲ କରାଯାଉ : ସମବାୟ ମନ୍ତ୍ରୀ ଶ୍ରୀ ସ୍ୱାଇଁ

Proprietor Abhimanyu Maharana by Proprietor Abhimanyu Maharana
July 4, 2021
in ଓଡ଼ିଶା, ମହାନଗର, ହୋମ୍
0
ବିଶାଳ ଯୁବଶକ୍ତିକୁ ସମବାୟ ଆଦର୍ଶରେ ଅନୁପ୍ରାଣିତ କରି ପୁନର୍ଗଠନ କାର୍ଯ୍ୟରେ ସାମିଲ କରାଯାଉ : ସମବାୟ ମନ୍ତ୍ରୀ ଶ୍ରୀ ସ୍ୱାଇଁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୦୩ ଜୁଲାଇ , ଶନିବାର ) ଭୁବନେଶ୍ୱର :- କରୋନା ପ୍ରଭାବିତ ଅର୍ଥନୀତିକୁ ସଜାଡ଼ିବାକୁ ହେଲେ ସବୁବର୍ଗର ଲୋକଙ୍କ ସମ୍ମିଳିତ ପ୍ରୟାସ ଲୋଡ଼ା । କରୋନା ବିପତ୍ତିକୁ ଏକୁଟିଆ ମୁକାବିଲା କରାଯାଇପାରିବ ନାହିଁ । ସମବାୟର ନୀତି ଓ ଆଦର୍ଶରେ ପରିଚାଳିତ ହୋଇ ସମବେତ ପ୍ରଚେଷ୍ଟାରେ ପୁନର୍ଗଠନ କାର୍ଯ୍ୟକୁ ଆଗେଇ ନେବାକୁ ପଡ଼ିବ ବୋଲି ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି । ଆଜି ଅନ୍ତର୍ଜାତୀୟ ସମବାୟ ଦିବସ ପାଳନ ଅବସରରେ ଓଡ଼ିଶା ରାଜ୍ୟ ସମବାୟ ୟୁନିୟନ୍‌ ଦ୍ୱାରା ଆୟୋଜିତ ଏକ ଜାତୀୟ ସ୍ତରର ସେମିନାରରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଲେ ଯେ ଭାରତବର୍ଷର ବିଶାଳ ଯୁବଶକ୍ତିକୁ ସମବାୟ ଆଦର୍ଶରେ ସାମିଲ କରି ସେମାନଙ୍କୁ ସମବାୟ ଭାବନାରେ ପୁନର୍ଗଠନ ଦିଗରେ କାର୍ଯ୍ୟ କରିବା ପାଇଁ ଅନୁପ୍ରେରିତ କରିବା ଆବଶ୍ୟକ ।

କୋଭିଡ୍‌-୧୯ ସ୍ଥିତିରେ ଲକ୍‌ଡାଉନ୍‌ ଜାରି କରାଯାଇଥିବାବେଳେ ସମବାୟ ବିଭାଗ ପକ୍ଷରୁ କୃଷକମାନଙ୍କୁ ଠିକ୍‌ ସମୟରେ ଫସଲ ଋଣ ଯୋଗାଣ ସହ ବିହନ ଓ ସାର ଯୋଗାଇ ଦେଇ କୃଷିକାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇପାରିଥିଲା । ରାଜ୍ୟରେ ଫସଲ ଋଣର ୬୫ ପ୍ରତିଶତରୁ ଅଧିକ ସମବାୟ ସଂସ୍ଥା ଦ୍ୱାରା ଯୋଗାଇ ଦିଆଯାଉଥିବାବେଳେ କୋଭିଡ୍‌-୧୯ ସମୟରେ ୮୩୦୦ କୋଟି ଟଙ୍କା ଋଣ ଯୋଗାଇ ଦିଆଯାଇଥିଲା ଏବଂ ଚଳିତ ଖରିଫରେ ୯୦୦୦ କୋଟି ଟଙ୍କା ଖରିଫ ଋଣ ଯୋଗାଇ ଦିଆଯିବାର ଲକ୍ଷ୍ୟ ରଖାଯାଇଛି । ଫଳ ସ୍ୱରୂପ ୨୦୨୦-୨୧ ଖରିଫ ବିପଣନ ଋତୁରେ ରେକର୍ଡ ପରିମାଣର ୭୭ ଲକ୍ଷ ମେଟି୍ରକ୍‌ ଟନ ଖରିଫ ଓ ରବିଧାନ ସଂଗ୍ରହ କରାଯାଇ ଚାଷୀମାନଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୧୪,୦୦୦ କୋଟି ଟଙ୍କା ପଇଠ କରାଯାଇଥିଲା । େୱବିନାରରେ ଭାରତୀୟ ଜାତୀୟ ସମବାୟ ୟୁନିୟନ୍‌ର ଶ୍ରୀମତୀ ସାବିତ୍ରୀ ସିଂ ଯୋଗଦେଇ କୋଭିଡ୍‌- ୧୯ ସ୍ଥିତିରେ ସମବାୟର ଉଲ୍ଲେଖନୀୟ ଭୂମିକା ସଂପର୍କରେ ଆଲୋଚନା କରିଥିବାବେଳେ ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ଆଶିଷ ଚନ୍ଦ୍ର ସିହ୍ନା ସମବାୟ କ୍ଷେତ୍ରରେ ଓମ୍‌ଫେଡ଼୍‌ର ଭୂମିକା ସଂପର୍କରେ ଆଲୋଚନା କରିଥିଲେ ।

ସମବାୟ ସମିତି ସମୂହର ନିବନ୍ଧକ ଶ୍ରୀ ସୁଶାନ୍ତ କୁମାର ବାରିକ କୃଷି କ୍ଷେତ୍ରରେ ପ୍ୟାକ୍ସ ଓ ଲ୍ୟାମ୍ପସ୍‌ର ଗୁରୁତ୍ୱପୂର୍ଣ୍ଣ ଭୂମିକା ସଂପର୍କରେ ଆଲୋକପାତ କରିଥିଲେ । େୱବିନାର୍‌ରେ ଅନ୍ୟମାନଙ୍କ ମଧ୍ୟରେ ଡ. ଅନନ୍ତ କୁମାର ରାୟ ଏବଂ ଏସ୍‌. ଘୋଷ ପ୍ରମୁଖ ଭାଗନେଇ ସମବାୟ ସଦସ୍ୟମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ପ୍ରଶିକ୍ଷଣର ଉପଯୋଗିତା ସଂପର୍କରେ କହିଥିଲେ । ଓଡ଼ିଶା ରାଜ୍ୟ ସମବାୟ ୟୁନିୟନ୍‌ର ପ୍ରଶାସିକା ଶ୍ରୀମତୀ ଗାୟତ୍ରୀ ପଟ୍ଟନାୟକ େୱବିନାରକୁ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରହ୍ମଗିରିରେ ବେଆଇନ କରତକଳ ଠାବ : ବନ ବିଭାଗର ଚଢ଼ାଉ

ବ୍ରହ୍ମଗିରିରେ ବେଆଇନ କରତକଳ ଠାବ : ବନ ବିଭାଗର ଚଢ଼ାଉ

June 11, 2026
ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

June 11, 2026
କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

କର୍ଣ୍ଣାଟକ ମହିଳା ଭକ୍ତଙ୍କୁ ୱାଲେଟ ଫେରାଇଲା ସିଂହଦ୍ୱାର ପୋଲିସ

June 11, 2026
ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

ଟଙ୍କା, ସୁନାଚେନ ଓ କାନଫୁଲ ପୋଲିସ ପ୍ରକୃତ ମାଲିକଙ୍କୁ ଫେରାଇଲା

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରହ୍ମଗିରିରେ ବେଆଇନ କରତକଳ ଠାବ : ବନ ବିଭାଗର ଚଢ଼ାଉ

ବ୍ରହ୍ମଗିରିରେ ବେଆଇନ କରତକଳ ଠାବ : ବନ ବିଭାଗର ଚଢ଼ାଉ

June 11, 2026
ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

ଦେବସ୍ନାନ ପୂର୍ଣ୍ଣିମା ପାଇଁ ରାଜ୍ୟ ପୋଲିସ ର ଉଚ୍ଚସ୍ତରୀୟ ବୈଠକ

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version