No Result
View All Result
ଓଡ଼ିଶା ତାଜା ନ୍ୟୁଜ (୦୬ ଜୁଲାଇ ମଙ୍ଗଳବାର ) ଭୁବନେଶ୍ୱର :- ଭୁବନେଶ୍ୱର ଏମ୍ ସ୍ AIIMS ପରିସରରେ ଏଟ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି । ଏହି କେନ୍ଦ୍ର ରେ ଜଣେ station officer ଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି । AIIMS ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନ ର ଅଗ୍ନି ନିରାପତ୍ତା କୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ ଯେ SCB medical college cuttack .MKCG medical college Berhampurଏବଂ VIMSAR Burla ରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି । ସାରା ରାଜ୍ୟରେ ବର୍ତ୍ତମାନ 338ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି ।
No Result
View All Result