• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ : ତିନି ରଥର ଛେରା ପହଁରା କରିବେ ଗଜପତି ମହାରାଜା

Proprietor Abhimanyu Maharana by Proprietor Abhimanyu Maharana
July 7, 2021
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ : ତିନି ରଥର ଛେରା ପହଁରା କରିବେ ଗଜପତି ମହାରାଜା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୬ ଜୁଲାଇ ମଙ୍ଗଳବାର ) ପୁରୀ :- ଚଳିତ ବର୍ଷ ରଥଯାତ୍ରାରେ ରଥ ଉପରେ ଛେରାପହଁରା କରିବାକୁ ନେଇ ଗଜପତି ଦିବ୍ୟସିଂହ ଦେବ ଗଣମାଧ୍ୟମକୁ ପ୍ରତିକିୟା ଦେଇଛନ୍ତି । କୋଭିଡ କଟକଣାର ନିୟମ ପାଳନ ହେବା ସହ ୧୪୪ ଧାରା ଜାରି କରାଯାଇ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ଗଜପତି କହିଛନ୍ତି । ଓ ରଥ ଉପରେ ସମସ୍ତ ନୀତିକାନ୍ତି ର ପାଳନ ହେବା ସହ ମହାରାଜା ଙ୍କ ଦ୍ଵାରା ଛେରା ପହଁରା ନୀତି ମଧ୍ୟ ଅନୁଷ୍ଠିତ ହେବ ।

ରଥାରୂଢ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ସେବାୟତ ନରହିବା ପାଇଁ ଦଇତାପତିଙ୍କ ସହ ଆଲୋଚନାରେ ଗଜପତି ଅନୁରୋଧ କରିଛନ୍ତି । ଏହାସହ ସେ ରାଜ୍ୟର ଅନ୍ୟ ସ୍ଥାନ ଗୁଡିକରେ ରଥଯାତ୍ରା ବନ୍ଦ ନେଇ ସେ ଏହି ପ୍ରତିକ୍ରିୟା ଦେଇଛନ୍ତି । ଗଜପତି ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ସ୍ୱାଗତ କରିଛନ୍ତି ଓ ଗଜପତି କହିଛନ୍ତି ଯେ, ଶ୍ରୀକ୍ଷେତ୍ର ଶ୍ରୀମନ୍ଦିର ଆଦି ଓ ମୂଳପୀଠ । ଏହାର ସେବପୂଜା, ରୀତିନୀତି ଓ ପରମ୍ପରା ସ୍ଵତନ୍ତ୍ର ବୋଲି କହିଛନ୍ତି ।

ଫଳରେ ଏହି ସ୍ଥାନରେ ରଥଯାତ୍ରା ବ୍ୟତୀୟ ଅନ୍ୟ ସ୍ଥାନରେ ରଥଯାତ୍ରା ନହେବା ପଦକ୍ଷେପକୁ ସେ ସ୍ବାଗତ କରିଛନ୍ତି । ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥଯାତ୍ରା ହୋଇପାରିବନି ବୋଲି ଆଜି ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ସୁପ୍ରମକୋର୍ଟ ଏହାକୁ ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ସନ୍ତୋଷ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

ସାଇ ରମଣଙ୍କୁ ଶୁଭେଚ୍ଛା ଜଣାଇଲେ ଶିକ୍ଷକ ସଂଘ

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version