• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
July 8, 2021
in ଓଡ଼ିଶା, ଦେଶ, ପୁରୀ, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ,ରଥଯାତ୍ରା ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ମହାପ୍ରଭୁଙ୍କ ନୀତିକାନ୍ତି ତଥା କୋଭିଡ ନିୟମ ପାଳନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ଵ ମହାପ୍ରଭୁଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଜୁଲାଇ ଗୁରୁବାର ) ଭୁବନେଶ୍ୱର :- ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣା ଯାଇଛି । ଗତବର୍ଷ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଅନୁଷ୍ଠିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇ ଏବର୍ଷ ମଧ୍ୟ ଯେପରି ରଥଯାତ୍ରା ସୁଚାରୁ ରୂପେ ପାଳିତ ହେବ ଏବଂ ଭକ୍ତ ମାନେ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ, ସେବାୟତ ମାନଙ୍କର ସହଯୋଗ କାମନା କରିଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତିରେ ହେବାକୁ ଯାଉଛି । ସାରା ବିଶ୍ଵ ଟେଲିଭିଜନ ଓ ସୋସିଆଲ ମିଡିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ । ତେଣୁ ମହାପ୍ରଭୁଙ୍କ ନୀତି ଠିକ ସମୟରେ ଶେଷ ହେବା ଦରକାର । ତା ସହିତ କୋଭିଡ ନିୟମକୁ ମଧ୍ୟ ଯାତ୍ରା ସମୟରେ ଠିକ ଭାବରେ ପାଳନ କରାଯିବା ଜରୁରୀ । କୋଭିଡ଼ ମହାମାରୀ ସମ୍ପର୍କରେ ସଚେତନ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡର ଦ୍ଵିତୀୟ ଲହର କମି ଆସୁଥିଲେ ମଧ୍ୟ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ ।

ଚଳିତ ବର୍ଷ ରଥଯାତ୍ରା ଯେପରି ସୁରୁଖୁରୁ ରେ ଶେଷ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ । ବୈଠକରେ ଯୋଗ ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ମନ୍ତ୍ରୀ ଶ୍ରୀ ନବ ଦାସ ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟ ସେବା ଉପରେ ଗୁରୁତ୍ଵ ଦିଆଯାଇ ସ୍ଵତନ୍ତ୍ର ବ୍ୟବସ୍ତା କରାଯାଇଛି ବୋଲି କହିଥିଲେ । ସେବାୟତ ଓ ସମସ୍ତ ସମ୍ପୃକ୍ତ ଅଧିକାରୀ ମାନଙ୍କ ପାଇଁ କୋଭିଡ଼ ଟେଷ୍ଟ, ଟୀକାକରଣ ବ୍ୟବସ୍ତା ସହିତ ଫାଷ୍ଟ ଏଡ କେନ୍ଦ୍ର, ଆମ୍ବୁଲାନ୍ସ ,Medical Aid Post ଏବଂ ପୁରୀ ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଜରୁରୀକାଳୀନ ଆବଶ୍ୟକତା ପାଇଁ ବ୍ୟବସ୍ତା କରାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଥିଲେ ।

ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ରଥଯାତ୍ରା ସୁରୁଖୁରୁ ରେ ଶେଷ ହେବ ବୋଲି ଆଶା ପ୍ରକାଶ କରିଥିଲେ । ଏ ବର୍ଷ ମଧ୍ୟ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ପାଳିତ ହେବ ବୋଲି ଆଶା ପ୍ରକାଶ କରିଥିଲେ । ବୈଠକରେ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ବୋଲି ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଜଣାଇ ଥିଲେ । କାର୍ଯ୍ୟକ୍ରମରେ ସ୍ଵାଗତ ଭାଷଣ ଦେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥଯାତ୍ରା ପାଇଁ କରାଯାଇଥିବା ସମସ୍ତ ବ୍ୟବସ୍ତା ସମ୍ପର୍କରେ ସୂଚନା ଦେଇଥିଲେ । ପୁରୀ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି.କେ. ପାଣ୍ଡିଆନ ଆଲୋଚନା ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ଶ୍ରୀ ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version