• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପ୍ରେମ ସର୍ମ୍ପକ ଓ ପୂର୍ବ ଶତୃତାକୁ କେନ୍ଦ୍ର କରି ବ୍ରାହ୍ମଣଛାଇରେ ଗୋଷ୍ଠୀ ସଂର୍ଘଷ ଘଟଣା : ୭ ଗିରଫ

Proprietor Abhimanyu Maharana by Proprietor Abhimanyu Maharana
July 8, 2021
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ପ୍ରେମ ସର୍ମ୍ପକ ଓ ପୂର୍ବ ଶତୃତାକୁ କେନ୍ଦ୍ର କରି ବ୍ରାହ୍ମଣଛାଇରେ ଗୋଷ୍ଠୀ ସଂର୍ଘଷ ଘଟଣା : ୭ ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୮ ଜୁଲାଇ ଗୁରୁବାର ) ହିଞ୍ଜିଳିକାଟୁ :-  ଗଂଜାମ ଜିଲ୍ଲା ହିଂଜିଳି ଥାନା ବ୍ରାହ୍ମଣଛାଇରେ ପ୍ରେମ ସର୍ମ୍ପକ ଓ ପୂର୍ବ ଶତୃତାକୁ କେନ୍ଦ୍ର କରି ମଙ୍ଗଳବାର ଦିନତମାମ ଗ୍ରାମର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ କୁହୁଳି ଉଠୁଥିବା ନିଆଁ ରାତ୍ର ସମୟରେ ଉଗ୍ର ରୂପ ଧାରଣ କରି ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ସଂପୃକ୍ତ ପଂଚାୟତର ସରଂପଚଙ୍କ ସମେତ ୯ ଜଣ ଗୁରୁତର ଆହତ ହୋଇଥଲେ । ଏ ନେଇ ଗ୍ରାମର ସଂଜୁ ପ୍ରଧାନଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନାରେ ନଂ- ୩୫୧/୨୧ ଓ ବିଜୟ ଜେନାଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନାରେ ନଂ- ୩୫୨/୨୧ରେ ୨ଟି ମାମଲା ରୁଜୁ କରି ପୁଲିସ ଉଭୟ ଗୋଷ୍ଠୀର ୫ଜଣଙ୍କୁ ଥାନାରେ ଅଟକ ରଖି ଘଟଣାର ତଦନ୍ତ ଚଳାଇଥିଲା । ସଂପୃକ୍ତ ଗୋଷ୍ଠୀ ସଂର୍ଘଷ ଘଟଣାରେ ସଂପୃକ୍ତି ଥିବା ନେଇ କେଶ ନଂ- ୩୫୧ରେ ସଂପୃକ୍ତ ଗ୍ରାମର ୪ ଜଣଙ୍କୁ ଗିରଫ କରିଛି । ଗିରଫ ମାନେ ହେଲେ ନୟନ ମଲ୍ଲିକ (୪୫), ମଙ୍ଗୁଳୁ ପୃଷ୍ଟି (୨୧), ସିତାରାମ ଜେନା(୩୯) ଓ ଅନନ୍ତ ଆପଟ (୩୫) । ସେହିପରି କେଶ ନଂ- ୩୫୨ରେ ଗ୍ରାମର ୩ଜଣଙ୍‌କୁ ଗିରଫ କରାଯାଇଛି । ଗିରଫ ମାନେ ହେଲେ ସଂପୃକ୍ତ ଗ୍ରାମର ସନ୍ତ ପ୍ରଧାନ (୫୮), ଡ଼ାକ ପ୍ରଧାନ(୫୦) ଓ କାଲା ପ୍ରଧାନ (୪୫) । ଗିରଫ ମାନଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ସୁତ୍ରରୁ ପ୍ରକାଶ ।

ପ୍ରକାଶ ଯେ, , ଗତ ପ୍ରାୟ ୧ମାସ ପୂର୍ବେ ଗ୍ରାମର ଜଣେ ଝିଅ ସହ ସେହି ଗ୍ରାମର ଡ଼ାକ ପ୍ରଧାନଙ୍କ ପୁଅ ଶିବରାମଙ୍କ ପ୍ରେମ ସର୍ମ୍ପକକୁ କେନ୍ଦ୍ର କରି ଗ୍ରାମରେ ଏକ ଅପ୍ରିତୀକର ପରିସ୍ଥିତି ସୃଷ୍ଟି ହୋଇଥିଲା । ପରିବାର ସଦସ୍ୟଙ୍କ ଅନୁପସ୍ଥିତରେ ଶିବରାମ ଝିଅ ଘରେ ପଶିଥିବା ଦେଖି ଝିଅର ସର୍ମ୍ପକୀୟ ଓ ଗ୍ରାମର କିଛି ଲୋକ ଦେଖିପାରି ଯୁବକଙ୍କୁ ମାଡ଼ ମାରିବା ସହ ଅଟକ ରଖି ହିଂଜିଳି ପୁଲିସକୁ ଖବର ଦେଇଥିଲେ । ଖବର ପାଇ ହିଂଜିଳି ପୁଲିସ ଘଟଣା ସ୍ଥଳରେ ପଂହଚି ଅଟକ ଯୁବକ ସମେତ ଉଭୟ ପରିବାର ସଦସ୍ୟଙ୍କୁ ଥାନାକୁ ଡ଼ାକି ଆପୋଷ ବୁଝାମଣା କରିଥିଲେ । ଯୁବକ ଜଣକ ସଂପୃକ୍ତ ଯୁବତୀଙ୍କୁ ବିବାହ କରିବାର ପ୍ରତିଶୃତି ଦେବା ପରେ ଥାନାରୁ ମୁକୁଳିଥିଲେ । ସେହିଦିନ ଠାରୁ ଯୁବତୀ ଜଣକ ଯୁବକଙ୍କ ଘରେ ରହି ଆସୁଥିଲେ । ମଙ୍ଗଳବାର ପୂର୍ବାହ୍ନରେ ପୁଅ- ଝିଅଙ୍କ ନିର୍ବନ୍ଧ ପାଇଁ ଉଭୟ ପରିବାର ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କୌଣସି କାରଣରୁ କୂଳ ମୁଖିଆ ବୈଠକକୁ ଆସି ପାରିନଥିଲେ । ଦୀର୍ଘ ୩ ଘଂଟା ବିଳମ୍ବ ପର୍ଯ୍ୟନ୍ତ କୂଳ ମୁଖିଆ ନଆସିବାରୁ ଉତେଜନା ଦେଖା ଦେବା ସହ ଜାଣିଶୁଣି ନିର୍ବନ୍ଧ କାର୍ଯ୍ୟକୁ ଭଣ୍ଡୁର କରାଯାଇ ଥିବାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଥିଲା । ରାତ୍ର ପ୍ରାୟ ୮ଘଂଟା ସମୟରେ ପୁଣିଥରେ କୂଳ ବୈଠକ ଆୟୋଜନ କରାଯାଇଥିବା ବେଳେ ଗ୍ରାମର ଗୋଟିଏ ଗୋଷ୍ଠୀ ଖଣ୍ଡା, କାତି ଓ ବିଭିନ୍ନ ମାରଣାସ୍ତ୍ରରେ ଅର୍ତକିତ ଆକ୍ରମଣ କରିଥିଲେ । ଉଭୟ ଗୋଷ୍ଠୀର ଆକ୍ରମଣ ଓ ପ୍ରତି ଆକ୍ରମଣରେ ୯ ଜଣ ଆହତ ହୋଇଥିଲେ ।  ( ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version