• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମିତି ସଭ୍ୟରେ ହାରିଥିଲେ, ଆଜି କେନ୍ଦ୍ରମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
July 9, 2021
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ସମିତି ସଭ୍ୟରେ ହାରିଥିଲେ, ଆଜି କେନ୍ଦ୍ରମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୦୯ ଜୁଲାଇ ଶୁକ୍ରବାର ) ମୟୂରଭଞ୍ଜ :– ସମିତି ସଭ୍ୟରେ ହାରିଥିଲେ, ଆଜି କେନ୍ଦ୍ରମନ୍ତ୍ରୀ ସେନାରୁ ଅବସର ପରେ ସରପଞ୍ଚ ହୋଇଥିଲେ ବାପା । ଆଉ ବାପାଙ୍କ ପଦାଙ୍କ ଅନୁସରଣ କରି ପୁଅ ବିଶ୍ୱେଶ୍ୱର ଟୁଡୁ ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ମାତ୍ର ହାରି ଯାଇଥିଲେ। ଦୁଇ ଦୁଇ ଥର ହାରିଥିବା ବିଶ୍ୱେଶ୍ୱରଙ୍କୁ ୨୦୧୯ ସାଧାରଣ ନିର୍ବାଚନରେ ମିଳିଥିଲା ପ୍ରଥମ ବିଜୟ। ଆଉ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ଅଛନ୍ତି ଇଞ୍ଜିନିୟର ବିଶ୍ୱେଶ୍ୱର ଟୁଡୁ।୧୯୬୫ ମସିହାରେ ମାର୍ଚ୍ଚ ୨୮ ତାରିଖରେ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲ୍ଲା ମୋରଡା ବ୍ଲାକ୍‌ ସାନମୁଣ୍ଡାବଣୀ ପଞ୍ଚାୟତ ଖୁଣ୍ଟାପାଳ ଗାଁରେ ଜନ୍ମ ଗ୍ରହଣ କରିଥିଲେ ବିଶ୍ୱେଶ୍ୱର ଟୁଡୁ।

ତାଙ୍କ ବାପା ଶୁକୁଲ ଟୁଡୁ ଭାରତୀୟ ସେନାରେ ଯବାନ ଥିଲେ। ଚାକିରିରୁ ଅବସର ପରେ ଗାଁକୁ ଫେରି ଆସିଥିଲେ ତାଙ୍କ ବାପା ଶୁକୁଲ ଟୁଡୁ। ପଞ୍ଚାୟତରେ ସେ ସରପଞ୍ଚ ହୋଇଥିଲେ। ପିଲା ବେଳେ ବିଶ୍ୱେଶ୍ୱର ଦେଖିଥିଲେ ରାଜନୀତିରେ ବାପାଙ୍କ ଗୋଟି ଚାଳନା। ରାଜନୀତିର ପାଠ ସେ ପ୍ରଥମେ ତାଙ୍କ ବାପାଙ୍କଠାରୁ ଶିଖିଥିଲେ।ବିଶ୍ୱେଶ୍ୱର ପିଲା ଦିନରୁ ମେଧାବୀ ଥିଲେ। ଗାଁ ପାଖ ଖୁଣ୍ଟାପାଳ ସ୍କୁଲରେ ପ୍ରାଥମିକ ଶିକ୍ଷା ଗ୍ରହଣ କରିଥିଲେ। ୧୯୮୧ ମସିହାରେ ପାରେଶ୍ଵର ବିଦ୍ୟାପୀଠରୁ ପ୍ରଥମ ଶ୍ରେଣୀରେ ମାଟ୍ରିକ ପାସ୍‌ କରିଥିଲେ ।

ପରେ ରାଉରକେଲା ସ୍ଥିତ ସରକାରୀ ପଲିଟେକନିକରେ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂ ପାସ କରିଥିଲେ। ଇଞ୍ଜିନିୟରିଂ ପାସ୍‌ କରିବା ପରେ ବିଶ୍ୱେଶର ରେଙ୍ଗାଲି ଡ୍ୟାମ୍‌ରେ ଜୁନିଅର ଇଞ୍ଜିନିୟର ଭାବେ ଚାକିରି କରିଥିଲେ। ପରେ ବାଲିମେଳା ଡ୍ୟାମ୍‌ରେ ସହକାରୀ ଯନ୍ତ୍ରୀ ଭାବେ ଚାକିରି କରିଥିଲେ। ଛାତ୍ର ଜୀବନରୁ ସେ ଆର୍‌ଏସ୍‌ଏସ୍‌ରେ ଯୋଗ ଦେଇଥିଲେ। ୩ ଦଶନ୍ଧି ଧରି ବନବାସୀ କଲ୍ୟାଣ ଆଶ୍ରମ ସହ ଜଡ଼ିତ ରହିଛନ୍ତି। ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ସହ ତାଙ୍କର ଭଲ ସଂପର୍କ ଥିବା ଆଲୋଚନା ହେଉଛି।ବିଶ୍ୱେଶ୍ୱରଙ୍କ ବାପା ସରପଞ୍ଚ ଥିବାରୁ ଚାକିରି ଛାଡ଼ି ରାଜନୀତିରେ ଯୋଗଦେଇଥିଲେ।

୨୦୧୨ ମସିହାରେ ନିଜ ପଞ୍ଚାୟତରେ ସମିତି ସଭ୍ୟ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ମାତ୍ର ନିର୍ବାଚନରେ ସେ ହାରି ଯାଇଥିଲେ। ପରେ ଜିଲ୍ଲା ପରିଷଦ ଆସନ ନିର୍ବାଚନରେ ଲଢ଼ି ପରାଜିତ ହୋଇଥିଲେ । ତେବେ ୨୦୧୯ ମସିହାରେ ସାଧାରଣ ନିର୍ବାଚନରେ ସେ ମୟୂରଭଞ୍ଜ ଲୋକସଭା ଆସନରୁ ଲଢ଼ିଥିଲେ । ଆଉ ମୟୂରଭଞ୍ଜବାସୀ ତାଙ୍କ ଉପରେ ଆଶୀର୍ବାଦ ଅଜାଡ଼ି ପକାଇଥିଲେ। ବହୁ ଭୋଟ୍‌ରେ ବିଜୟୀ ହୋଇଥିଲେ।ସାଂସଦ ହେବା ପରେ ବିଶ୍ୱେଶ୍ୱର ନିଜ ଅଞ୍ଚଳ ଓ ସମ୍ପ୍ରଦାର ବହୁ ଦାବି ସଂସଦରେ ଉପସ୍ଥାପନ କରିଛନ୍ତି। ସେ ବିଜେପିର ରାଷ୍ଟ୍ରୀୟ ସମ୍ପାଦକ, ରାଜ୍ୟ ବିଜେପି ଏସ୍‌ଟି ମୋର୍ଚ୍ଚାର ସଭାପତି, ମଧ୍ୟପ୍ରଦେଶର ସହ ପ୍ରଭାରୀ ସହ ବିଭିନ୍ନ ଦାୟିତ୍ୱ ଗ୍ରହଣ କରିଥିଲେ ।

ଏହାଛଡ଼ା ପଶ୍ଚିମବଙ୍ଗର ନିର୍ବାଚନରେ ଷ୍ଟାର୍‌ ପ୍ରଚାରକ ଭାବେ ଦଳୀୟ ପାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ।ମେଧାବୀ ବିଶେଶ୍ୱରଙ୍କ ବିବାହ ବୈଦିକ ରୀନିନୀତିରେ ହୋଇଥିଲେ। ସେ ସୁମିତ୍ରାଙ୍କୁ ବିବାହ କରିଥିଲେ । ତାଙ୍କୁ ଦୁଇ ଝିଅ ଓ ଜଣେ ପୁଅ। ଦୁଇ ଝିଅଙ୍କ ମଧ୍ୟରୁ ଜଣେ ଇଞ୍ଜିନିୟରିଂ ପଢୁଥିବା ବେଳେ ଅନ୍ୟ ଜଣେ ନର୍ସିଂ ପଢ଼ୁଛନ୍ତି। ପୁଅ ଯୁକ୍ତ ଦୁଇ ଛାତ୍ରରେ ପଢ଼ୁଛନ୍ତି।ବୁଧବାର ହୋଇଥିବା କ୍ୟାବିନେଟ୍‌ ସମ୍ପ୍ରସାରଣରେ ବିଶ୍ୱେଶ୍ୱର ଟୁଡୁଙ୍କୁ ମିଳିଛି ବଡ଼ ଦାୟିତ୍ୱ । ତାଙ୍କୁ ଆଦିବାସୀ କଲ୍ୟାଣ ଓ ଜଳଶକ୍ତି ମନ୍ତ୍ରଣାଳୟ ମିଳିଛି। ଏହି ଖବର ପ୍ରଚାରିତ ହେବା ପରେ ଗାଁରେ ଆନନ୍ଦର ଲହରୀ ଖେଳି ଯାଇଛି। ସମର୍ଥକମାନେ ମିଠା ବାଣ୍ଟି ଆନନ୍ଦ ବନାଉଛନ୍ତି । (ରିପୋର୍ଟ  : ଲାଲା ଅନନ୍ତ କୁମାର ସିଂହଁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 25, 2026
ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

April 25, 2026
ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026

Recent News

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 25, 2026
ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

ବାରଙ୍ଗ ଗଙ୍ଗେଶ୍ୱର ଅଞ୍ଚଳରୁ ଗ୍ୟାସ୍ ସିଲିଣ୍ଡର୍ ସହ ବହୁ ଆନୁଷଙ୍ଗିକ ସାମଗ୍ରୀ ଜବତ

April 25, 2026
ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

ବ୍ଲକ ସ୍ତରୀୟ ପଞ୍ଚାୟତରାଜ ଦିବସ ପାଳନ

April 25, 2026
ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ବନମାଳୀପୁର ଡିଗ୍ରୀ କଲେଜ ରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version