• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚାୟତରେ ଟୀକା ନେଲେ ୧୦୩୪ ଜଣ

Proprietor Abhimanyu Maharana by Proprietor Abhimanyu Maharana
July 9, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ପଞ୍ଚାୟତରେ ଟୀକା ନେଲେ ୧୦୩୪ ଜଣ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ ( ୦୯ ଜୁଲାଇ , ଶୁକ୍ରବାର ) ହିଞ୍ଜିଳିକାଟୁ :- କୋଭିଡ ମହାମାରୀ ସଂକ୍ରମଣର ମୁକାବିଲା ସକାଶେ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ସାରା ରାଜ୍ୟରେ ଟୀକାକରଣ ପ୍ରକ୍ରିୟାକୁ ବ୍ୟାପକ କରି ପ୍ରତ୍ୟେକଙ୍କ ଅମୂଲ୍ୟ ଜୀବନ ସୁରକ୍ଷା ଦିଗରେ ରାଜ୍ୟ ସରକାର ଏକ ବଡ ପଦକ୍ଷେପ ଗ୍ରହଣ କରିଛନ୍ତି । ସହର ଠାରୁ ପଞ୍ଚାୟତ ସ୍ତରରେ ସବୁଠାରେ ଆରମ୍ଭ ହୋଇଛି ଟୀକାକରଣ ପାଇଁ ସଚେତନତା ଓ ବ୍ୟାପକ ବ୍ୟବସ୍ଥା।ଦ୍ଵିତୀୟ ଲହରର ସଂକ୍ରମଣ ଦାଉରୁ ପଞ୍ଚାୟତର ଜନ ସାଧାରଣ ଯେଭଳି ସୁରକ୍ଷିତ ରହିବେ ସେଥିପ୍ରତି ହିଞ୍ଜିଳିବ୍ଳକ ପ୍ରଶାସନ ପକ୍ଷରୁ ବିଶେଷ ଗୁରୁତ୍ୱାରୋପ କରାଯାଇଛି । ହିଞ୍ଜିଳି ବ୍ଳକ ବିଡିଓ ସୁବ୍ରତ କୁମାର ଜେନା ଅଗ୍ରାଧିକାର ଭିତ୍ତିରେ ପ୍ରତି ପଞ୍ଚାୟତରେ ଟୀକାକରଣ ପ୍ରକ୍ରିୟାକୁ ତ୍ଵରାନ୍ବିତ କରି ପିଇଓ,ଜନ ପ୍ରତିନିଧି ଓ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ସହଯୋଗରେ କ୍ରିୟାଶୀଳ କରିଛନ୍ତି । ସମ୍ପ୍ରତି ସ୍ଥାନୀୟ ବ୍ଳକର ପ୍ରତି ପଞ୍ଚାୟତରେ ଅନୁଷ୍ଠିତ ହେଉଛି ଟୀକାକରଣ କାର୍ଯ୍ୟକ୍ରମ ।

ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସ୍ଥାନୀୟ ବ୍ଳକର ରାଳବ,ଶାସନ ଆମ୍ବ ଗାଁ ପଞ୍ଚାୟର ବାଦୀ ଆମ୍ବଗାଁ ଓ ପୁଟିଆ ପଦର ଆଦି ୩ ପଞ୍ଚାୟତରେ ୧୦୩୪ ଜଣଙ୍କୁ କୋଭାକ୍ସସିନ ଟୀକାଦାନ କରାଯାଇଛି । ରାଳବରେ ୪୨୨,ବାଦୀ ଆମ୍ବଗାଁରେ ୩୧୦ଜଣଙ୍କୁ ପ୍ରଥମ ଡୋଜ ଓ ପୁଟିଆ ପଦର କେନ୍ଦ୍ରରେ ୩୦୨ ଜଣଙ୍କୁ ଦ୍ଵିତୀୟ ଡୋଜ ଟିକାଦାନ କରାଯାଇଛି । କରୋନା ଟୀକା ନେବା ପାଇଁ ଗ୍ରାମବାସୀଙ୍କ ମଧ୍ୟରେ ପ୍ରବଳ ଆଗ୍ରହ ବୃଦ୍ଧି ପାଉଛି । ପିଇଓ ସୁଶାନ୍ତ କୁମାର ପାତ୍ର,ଅଶ୍ୱିନୀ କୁମାର ସାହୁ ଓ ବିଜୟ କୁମାର ସେଠୀ ନିଜ ନିଜ ଟୀକାକରଣ କେନ୍ଦ୍ରକୁ ପରିଚାଳନା କରିଥିଲେ । ସରପଞ୍ଚ ଜାଗିଲି ଦାସ, ମାଧୁରୀ ପାଣିଗ୍ରାହୀ , ସଭ୍ୟା ରଞ୍ଜିତା ସାବତ,ସ୍ୱାସ୍ଥ୍ୟ କର୍ମଚାରୀ ସନ୍ତୋଷ କୁମାର ବେହେରା, ଏଏନଏମ ଉମା ପାଣିଗ୍ରାହୀ, ଜିଆରଏସ ଶ୍ରୀକାନ୍ତ ପଣ୍ଡା, ସନ୍ତୋଷ ନାୟକ, ବିଏଫଟି ବୃନ୍ଦାବନ ଗୌଡ଼, କୃଷ୍ଣ ପାଣିଗ୍ରାହୀ, ମନୋଜ କୁମାର ସାବତ,ଗନ୍ତାୟତ ଦଳାଇ, କୋଭିଡ ମନିଟର, ଆଶା, ଅଙ୍ଗନବାଡି କର୍ମୀ ଓ ଗ୍ରାମବାସୀ ସହଯୋଗ କରିଥିଲେ ।  (ରିପୋର୍ଟ ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version