• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବାଘ ଛାଲ ଓ ଦାନ୍ତ ଜବତ – ଚାରି ଗିରଫ

Proprietor Abhimanyu Maharana by Proprietor Abhimanyu Maharana
July 10, 2021
in ଅପରାଧ, ଓଡ଼ିଶା, କଳାହାଣ୍ଡି, ଦେଶ, ହୋମ୍
0
ବାଘ ଛାଲ ଓ ଦାନ୍ତ ଜବତ – ଚାରି ଗିରଫ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୦ ଜୁଲାଇ ଶନିବାର )କଳାହାଣ୍ଡି :- ରାଜ୍ୟ ବାହାରର ଜଣେ ଗ୍ରାହକଙ୍କ ପାଖରୁ ସୁରାକ ପାଇ ବନ ବିଭାଗ କଳାହାଣ୍ଡି ଜିଲ୍ଲାରେ ଏକ ବାଘ ଛାଲ ରାକେଟକୁ ଧରିବାରେ ସକ୍ଷମ ହୋଇଛି। ନର୍ଲାର ନରୋତ୍ତମ ଭୋଇ, ବଫଲା ଗ୍ରାମର ରଙ୍ଗା ଚରଣ ଭୋଇ, ମ.ରାମପୁରର ମନୋଜ ବେହେରା, ଅମାଠ ଗ୍ରାମର କାର୍ତ୍ତିକ ରଣାଙ୍କୁ ଗିରଫ କରି ତିନୋଟି ବାଘ ଛାଲ ଓ ଏକ ବାଘ ଦାନ୍ତ ଜବତ ଘଟଣା ଏଠାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଖବର ମତେ ପ୍ରଥମେ କେନ୍ଦ୍ରୀୟ ମଧ୍ୟ କ୍ଷେତ୍ର ବନ୍ୟ ପ୍ରାଣୀ ବିଭାଗ, ଛତିଶଗଡ଼ ବନ ବିଭାଗ ଓ ଓଡ଼ିଶା ବନବିଭାଗର ମିଳିତ ଚଢାଉରେ କଳାହାଣ୍ଡି ଜିଲ୍ଲାର ୪ଜଣ ବ୍ୟକ୍ତିଙ୍କୁ କାବୁ

କରିବାରେ ବନବିଭାଗ ସଫଳ ହୋଇଛି। ମ. ରାମପୁର ବନ ବିଭାଗ ଓ ଖରିଆର ବନବିଭାଗର କର୍ମଚାରୀ ପ୍ରଥମେ ପଲମ ନିକଟରୁ ଏକ ବାଇକରେ ବାଘ ଦାନ୍ତ ଯାଉଥିବା ଜାଣିବାକୁ ପାଇଲେ। ତେଣୁ ସେମାନଙ୍କୁ ଗିରଫ କରି ପରେ ଅନ୍ୟମାନଙ୍କୁ ଗିରଫ କରିଥିଲେ। ଚଢ଼ାଉ ସମୟରେ ମ.ରାମପୁର ରେଞ୍ଜ ଅଧିକାରୀ ଅସିତ କୁମାର ଦାଶ ସହିତ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ ପାଇଁ ପ୍ରସ୍ତୁତି ହେଉଥିବା ଶ୍ରୀ ଦାଶ ସୂଚନା ଦେଇଛନ୍ତି।( ରିପୋର୍ଟ ପ୍ରଦୀପ କୁମାର ଗଉଡ କଳାହାଣ୍ଡି ବ୍ୟୁରୋ ଚିଫ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Amway India Opens revamped, upgraded stores in Berhampur and Balasore

ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

October 27, 2026
Amway India Opens revamped, upgraded stores in Berhampur and Balasore

Amway India Opens revamped, upgraded stores in Berhampur and Balasore

October 27, 2026
୧୨୭ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ

୧୨୭ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ

October 27, 2026
ପୁରୀବାସୀଙ୍କ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ଦାବିରେ ଚାଲିଥିବା ସଚେତନତା ପଦଯାତ୍ରା ୨୧୦ ଦିନରେ

ପୁରୀବାସୀଙ୍କ ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ଦାବିରେ ଚାଲିଥିବା ସଚେତନତା ପଦଯାତ୍ରା ୨୧୦ ଦିନରେ

October 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Amway India Opens revamped, upgraded stores in Berhampur and Balasore

ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

October 27, 2026
Amway India Opens revamped, upgraded stores in Berhampur and Balasore

Amway India Opens revamped, upgraded stores in Berhampur and Balasore

October 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version