• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲକ୍ଷ୍ମୀନଗର ପଂଚାୟତ ମୁଖ୍ୟ ରାସ୍ତା ବିପର୍ଯ୍ୟସ୍ତ ଜଳନିଷ୍କାସନ ପାଇଁ ବ୍ୟବସ୍ଥା ନାହିଁ ; ଯାତାୟତରେ ଯାତ୍ରୀ ହିନସ୍ତା

Proprietor Abhimanyu Maharana by Proprietor Abhimanyu Maharana
July 13, 2021
in ଓଡ଼ିଶା, ଯାଜପୁର, ହୋମ୍
0
ଲକ୍ଷ୍ମୀନଗର ପଂଚାୟତ ମୁଖ୍ୟ ରାସ୍ତା ବିପର୍ଯ୍ୟସ୍ତ ଜଳନିଷ୍କାସନ ପାଇଁ ବ୍ୟବସ୍ଥା ନାହିଁ ; ଯାତାୟତରେ ଯାତ୍ରୀ ହିନସ୍ତା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୨ ଜୁଲାଇ ସୋମବାର ) କୋରାଇ :- ଲକ୍ଷ୍ମୀନର-ତରାପୁର ପଂଚାୟତ ରାସ୍ତା ବିପର୍ଯ୍ୟସ୍ତ ହୋଇ ପଡିଥିଲା ବେଳେ ଖୋଦ ପଂଚାୟତର ସମ୍ମୁଖରେ ଆଣ୍ଠୁଏ ପାଣି ଜମି ରହିଛି । ଯାହାକି ଏକ ନଦୀ ଭ୍ରମ ସୃଷ୍ଟି କରିଛି । ଏହି ରାସ୍ତା ଦେଇ ଯାତ୍ରୀଙ୍କୁ ଯାତାୟତ କରିବାରେ ନାହିଁନଥିବା ଅସୁବିଧାର ସମ୍ମୁଖିନ ହେବାକୁ ପଡୁଛି । ଫଳରେ ଯାତ୍ରୀଙ୍କ ସମେତ ଅଂଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଏହି ରାସ୍ତାଟି ତରାପୁରରୁ ଲକ୍ଷ୍ମୀନଗର ଗାଁକୁ ଯାଇଛି । ଏହି ରାସ୍ତା ଦେଇ ତରାପୁର, କୁମ୍ଭାରସାହି, ନକଡାସାହି ସମେତ ସମଗ୍ର ଲକ୍ଷ୍ମୀନଗର ପଂଚାୟତ ବାସୀ ପଂଚାୟତ କାର୍ଯ୍ୟାଳୟ, ଡାକ୍ତରଖାନା, ଇଞ୍ଜିନିୟରିଂ କଲେଜ, ତରାପୁରହାଟ, ଆରାଧ୍ୟଦେବୀ ମାଆ ହିଙ୍ଗୁଳା ମନ୍ଦିର, କୁଆଖିା, ଯାଜପୁରୋଡ, କଳିଙ୍ଗନଗର ଆଦି ବିଭିନ୍ନ ସ୍ଥାନକୁ ଯାତାୟତ କରିଥାନ୍ତି ।

ଏହା ପଂଚାୟତ ରାସ୍ତା ହୋଇଥିଲା ବେଳେ ମରାମତି ଅଭାବରୁ କେତେକ ସ୍ଥାନରେ ଖାଲଖମା ଭରିଗଲାଣି । ଏମିତିକି ମାଆ ହିଙ୍ଗୁଳା ମନ୍ଦିର ନିକଟସ୍ଥ ଖୋଦ ପଂଚାୟତ କାର୍ଯ୍ୟାଳୟ ମୁଖ ରାସ୍ତାରେ ସୃଷ୍ଟି ହୋଇଛି ବିରାଟ ଖାଲା । ଆଣ୍ଠୁଏ ଉଚ୍ଚାର ପାଣି ଜମିରହି ଏକ ନଦୀ ଭ୍ରମ ସୃଷ୍ଟି କରୁଛି । ଲୋକେ ଏହି ବାଟଦେଇ ଯାତାୟତ କରୁଥିଲା ବେଳେ ଖାଲରେ ପଡି ଦୁର୍ଘଟଣାର ସମ୍ମୁଖିନ ହେଉଛନ୍ତି । ଜମିରୁଥିବା ଜଳ ନିଷ୍କାସନ ପାଇଁ ତଳମୁଣ୍ଡ ମହାଦେବ ପୋଖରୀକୁ ଯିବାକ କଥା । ହେଲେ ପୋଖରୀ ଆଡିବନ୍ଧ ବନ୍ଧାଯାଇଥିବାରୁ ତାହା ନିଷ୍କାସନ ହୋଇ ନପରି ଜଳ ରାସ୍ତାରେ ଜମିରହୁଛି । ଯାହାକି ଦୁର୍ଘଟଣାର କ୍ଷେତ୍ର ପାଲୋଟି ଯାଇଛି ।

ଅଂଚଳବାସୀଙ୍କ ଲାଗି ଏହା ଏକ ଗୁରୁତ୍ୱ ପୁର୍ଣ୍ଣ ରାସ୍ତା ହୋଇଥିଲା ବେଳେ ପଂଚାୟତ ପକ୍ଷରୁ ରାସ୍ତାର ଖାଲଖମା ପୋତାଯିବା ସହ ମରାମତି କରାନଯିବା ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏନେଇ ସ୍ଥାନୀୟ ପଂଚାୟତର ସରପଂଚ ଗାୟତ୍ରୀ ସାହୁଙ୍କୁ ପଚାରିବାରୁ ଏହି ରାସ୍ତାର ନିର୍ମାଣ ପାଇଁ ଗୋପବନ୍ଧୁ ଗ୍ରାମିଣ ଯୋଜନାରେ ପଂଚାୟତ କାର୍ଯ୍ୟାଳୟ ଠାରୁ ତରାପୁର ସଂଯୋଗୀ ରାସ୍ତା ଯାଏ ନିର୍ମାଣ ଓ ମରାମତି ଲାଗି ଯୋଜନା ପ୍ରସ୍ତୁତ କରାଯାଇଛି ; କିନ୍ତୁ ତାହାପୂର୍ବରୁ ମହାଦେବ ପୋଖରୀ ଆଡିବନ୍ଧ କଟାଯାଇ ରାସ୍ତାରୁ ଜଳ ନିଷ୍କାସନ କରି ଲୋକଙ୍କ ଯାତାୟତ ଲାଗି ପ୍ରାରମ୍ଭିକ ଭାବେ ମରାମତି କରାଯିବ ବୋଲି ପ୍ରତିକ୍ରିୟାରେ କହିଛନ୍ତି ।  (କୋରାଇରୁ ରଶ୍ମିରେଖା ମଲ୍ଲିକଙ୍କ ରିପୋର୍ଟ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version