• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପେଟ୍ରୋଲ, ଡିଜେଲ୍‌, ରନ୍ଧନ ଗ୍ୟାସ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ପ୍ରତିବାସରେ ରାଜ୍ୟ ମହିଳା କଂଗ୍ରେସର ଶୋଭାଯାତ୍ରା ଓ ପ୍ରତିବାଦ

Proprietor Abhimanyu Maharana by Proprietor Abhimanyu Maharana
July 15, 2021
in ଓଡ଼ିଶା, ମହାନଗର, ହୋମ୍
0
ପେଟ୍ରୋଲ, ଡିଜେଲ୍‌, ରନ୍ଧନ ଗ୍ୟାସ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି ପ୍ରତିବାସରେ ରାଜ୍ୟ ମହିଳା କଂଗ୍ରେସର ଶୋଭାଯାତ୍ରା ଓ ପ୍ରତିବାଦ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ଜୁଲାଇ, ବୁଧବାର ) ଭୁବନେଶ୍ୱର :- ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ପ୍ରଦେଶ ମହିଳା କଂଗ୍ରେସ କମିଟି ସଭାନେତ୍ରୀ ଶ୍ରୀମତୀ ବନ୍ଦିତା ପରିଡ଼ାଙ୍କ ନେତୃତ୍ୱରେ ଦିବା ୧୦ ଘଟିକା ସମୟରେ ଶତାଧିକ ମହିଳା କଂଗ୍ରେସ ନେତୃମଣ୍ଡଳୀ ଓ କର୍ମୀମାନେ ଗ୍ୟାସ୍ ଟାଙ୍କି, ପ୍ଲା କାର୍ଡ, ବ୍ୟାନର ଧରି କଂଗ୍ରେସ ଭବନରୁ ବାହାରି ମାଷ୍ଟରକ୍ୟାଣ୍ଟିନ୍ ଛକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନମାରଣ ନୀତି ବିରୁଦ୍ଧରେ ସ୍ଲୋଗାନ୍ ଦେବାସହ ଘଣ୍ଟି ବଜାଇ ପ୍ରତିବାଦ କରିଥିଲେ  । ୨୦୧୪ ନିର୍ବାଚନ ପୂର୍ବରୁ ମୋଦି ମହାଶୟ କ୍ଷମତାକୁ ଆସିଲେ ଆଚ୍ଛେଦିନ ଦେବାକୁ ଯେଉଁ ପ୍ରତିଶୃତି ଦେଇଥିଲେ ତାହା ବୁରେଦିନ୍‌ରେ ପରିଣତ ହୋଇଛି  ।

ପେଟ୍ରୋଲ୍ ଓ ଡିଜେଲ୍ ୧୦୦ ଟଙ୍କା ପାର୍ ହୋଇଥିବା ବେଳେ ରନ୍ଧନ ଗ୍ୟାସ୍‌ ଦାମ୍ ୮୭୦ଟଙ୍କା, ସୋରିଷ ତେଲ ୧୮୦ଟଙ୍କାରେ ପହଞ୍ଚିବା ମୋଦି ସରକାରଙ୍କ ଆଚ୍ଛେଦିନର ନଗ୍ନ ନମୂନା ବୋଲି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ବନ୍ଦିତା ପରିଡ଼ା ମତବ୍ୟକ୍ତ କରିଥିଲେ  । କଂଗ୍ରେସ ଭବନରୁ ବାହାରିବା ପୂର୍ବରୁ ମହିଳା କଂଗ୍ରେସ ପକ୍ଷରୁ ଏକ ମିଶ୍ରଣ ପର୍ବ କଂଗ୍ରେସ ଭବନ ସଭାକକ୍ଷରେ ଆୟୋଜିତ ହୋଇଥିଲା  । ଶ୍ରୀମତୀ ଶତାବ୍ଦୀ ସୂର୍ଯ୍ୟସ୍ନାତା ଓ ଶ୍ରୀମତୀ ସ୍ୱାତୀ ଦାସ କଂଗ୍ରେସ ଦଳର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସଭାରେ ଉପସ୍ଥିତ ଥିବା ପି.ସି.ସି. ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ, ଏ.ଆଇ.ସି.ସି. ସମ୍ପାଦକ ଜି. ରୁଦ୍ର ରାଜୁ, କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ, ବରିଷ୍ଠ ବିଧାୟକ ଶ୍ରୀଯୁକ୍ତ ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂହ ସାଲୁଜା, ଅଧିରାଜ ମୋହନ ପାଣିଗ୍ରାହୀ, ରାଜ୍ୟ ମହିଳା ସଭାନେତ୍ରୀ ଶ୍ରୀମତୀ ବନ୍ଦିତା ପରିଡ଼ା ପ୍ରମୁଖ ନେତୃମଣ୍ଡଳୀଙ୍କ ଠାରୁ ପୁଷ୍ପଗୁଚ୍ଛ ଓ ଦଳୀୟ ଉତ୍ତରୀୟ ଗ୍ରହଣ କରି ବିଧିବଦ୍ଧ ଭାବେ ଆଜିଠୁ କଂଗ୍ରେସ ଦଳରେ ସାମିଲ୍ ହେଲେ ।

ପୁରୀ ଜିଲ୍ଲା ମହିଳା କଂଗ୍ରେସର ପ୍ରାକ୍ତନ ସଭାନେତ୍ରୀ ବିଳାସିନୀ ଦାଶ ଓ ଏ.ଆଇ.ସି.ସି. ସଦସ୍ୟ ତଥା ପି.ସି.ସି.ର ପ୍ରାକ୍ତନ ଉପସଭାପତି ସୂର୍ଯ୍ୟଭାନୁ ମିଶ୍ରଙ୍କ ବିୟୋଗରେ ଦୁଇମିନିଟ୍ ନିରବ ପ୍ରାର୍ଥନା କରାଯିବା ସହ ଅମର ଆତ୍ମା ଦ୍ୱୟଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା  । ଏହି ଉଭୟ କାର୍ଯ୍ୟକ୍ରମରେ ସର୍ବଶ୍ରୀ ବିଜୟଲକ୍ଷ୍ମୀ ସାହୁ, ମଧୁମିତା ପଣ୍ଡା, ମମତା କୁଣ୍ଡୁ, ପ୍ରତିମା ମଲ୍ଲିକ, ଦିପ୍ତୀରାଣି ପ୍ରଧାନ, ନିରୂପମା ଦାସ, ସୋଭା ସିଂହ, ଅନୁଶୟା ଜେନା, ଶ୍ରୀୟାସ୍ମିତା ପଣ୍ଡା, କୁସୁମ୍ ପ୍ରଧାନ, ସ୍ୱାଧୀନବାଳା ଦାସ, ପ୍ରଣତୀ ମିଶ୍ର, ସରୋଜିନୀ ବାଙ୍କ୍ରା, ଚୈତାଳୀ ପଟ୍ଟନାୟକ, ପ୍ରଭାବତି ପଟ୍ଟନାୟକ, ଗୀତାଞ୍ଜଳି ମହାନ୍ତି, କନକଲତା ମଲ୍ଲିକ, ଏଲ୍‌. ମାଣିକପ୍ରଭା, ଉର୍ବଶୀ ଦାସ, ସିଲି ସେଠୀ, ମୁନି ଠାପା, ପ୍ରମୁଖ ମହିଳା କଂଗ୍ରେସର ନେତ୍ରୀଗଣ ସାମିଲ୍ ହୋଇଥିଲେ  ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ବୋଲଗଡ଼ରେ ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

May 9, 2026
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version