• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ପାଇଁ ନୂଆ ଗାଇଡଲାଇନ୍ ଘୋଷଣା କଲେ ମୁଖ୍ୟ ସଚିବ – ଅଗଷ୍ଟ ୧ ପର୍ଯ୍ୟନ୍ତ ବଢ଼ିଲା ଆଂଶିକ ଲକ ଡାଉନ  

Proprietor Abhimanyu Maharana by Proprietor Abhimanyu Maharana
July 16, 2021
in ଓଡ଼ିଶା, ମହାନଗର, ହୋମ୍
0
ରାଜ୍ୟ ପାଇଁ ନୂଆ ଗାଇଡଲାଇନ୍ ଘୋଷଣା କଲେ ମୁଖ୍ୟ ସଚିବ – ଅଗଷ୍ଟ ୧ ପର୍ଯ୍ୟନ୍ତ ବଢ଼ିଲା ଆଂଶିକ ଲକ ଡାଉନ  
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ଜୁଲାଇ ଶୁକ୍ରବାର) ଭୁବନେଶ୍ୱର କୋଭିଡ :- ୧୯ ସଂକ୍ରମଣ କୁ ପ୍ରତିହତ କରିବା ପାଇଁ ସାରା ରାଜ୍ୟରେ ସମ୍ପ୍ରତି ଚାଲିଥିବା ଲକ ଡାଉନ କୁ ସରକାର ଆସନ୍ତା ଅଗଷ୍ଟ ୦୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରଖି ଛନ୍ତି।ବର୍ତ୍ତମାନ ଚାଲିଥିବା ଲକ ଡାଉନ ସମ୍ପର୍କରେ ସରକାର ନୂତନ ମାର୍ଗଦର୍ଶିକା ଘୋଷଣା କରିଛନ୍ତି।ଏହି ନୂତନ ମାର୍ଗଦର୍ଶିକା ଅନୁଯାୟୀ ସମଗ୍ର ରାଜ୍ୟକୁ ଦୁଇ ଭାଗରେ A ଓ B ଭାବରେ ବିଭକ୍ତ କରାଯାଇଥିଲା ।

ଯେଉଁ ଜିଲ୍ଲା ଗୁଡିକରେ ସଂକ୍ରମଣ କମ ହେଉଛି ସେଗୁଡିକୁ A କାଟା ଗୋରୀ ରେ ଥିବା ବେଳେ ସଂକ୍ରମଣ ଅଧିକ ଥିବା ଜିଲ୍ଲା ଗୁଡିକୁ B କାଟାଗୋରୀ ରେ ରଖାଯାଇଛି।ଆଜି ସରକାରଙ୍କ ଘୋଷିତ ନୂତନ କୋଭିଡ ୧୯ ମାର୍ଗଦର୍ଶିକା ଅନୁଯାୟୀ A କାଟାଗୋରୀ ଜିଲ୍ଲା ଗୁଡ଼ିକରେ ଦୋକାନ ବଜାର ସକାଳ ୬ଟାରୁ ରାତି ଆଠଟା ପର୍ଯ୍ୟନ୍ତ ଖୋଲା ରହିବ। କାଟାଗୋରୀ B ଜିଲ୍ଲା ଗୁଡିକରେ ଦୋକାନ ବଜାର ସକାଳ ୬ଟା ରୁ ସନ୍ଧ୍ୟା ୦୫ ଟା ପର୍ଯ୍ୟନ୍ତ ଖୋଲା

ରହିବ । ସମଗ୍ର ରାଜ୍ୟରେ ବସ ଚଳାଚଳ କୁ ଅନୁମତି ଦିଆଯାଇଥିବା ବେଳେ ବସ ରେ ଯେତିକି ସିଟ ସେତିକି ଯାତ୍ରୀ ଯିବା ଆସିବା କରି ପାରିବେ।ଜିମ ,ସ୍ପା,ଓ ସେଳୁନ ଗୁଡିକ ପୂଣ୍ଣ କୋଭିଡ ୧୯ ମାର୍ଗଦର୍ଶିକା କୁ ଅନୁସରଣ କରି ଖୋଲିବେ।ପୂର୍ବପରି ନାଇଟ କର୍ଫ୍ୟୁ ସନ୍ଧ୍ୟା ୦୫ ଟାରୁ ସକାଳ ୦୬ ଟା ପଯ୍ୟନ୍ତ ବଳବତ୍ତର ରହିବ।ଶନିବାର ଓ ରବିବାର ସପ୍ତାହାନ୍ତ ସର୍ଟଡାଉନ ବଳବତ୍ତର ରହିବ ।

ରାଜ୍ୟ ପାଇଁ ନୂଆ ଗାଇଡଲାଇନ୍ ଘୋଷଣା କଲେ ମୁଖ୍ୟ ସଚିବ

• ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ୍ ନେଇ ସରକାରଙ୍କ ନିଷ୍ପତ୍ତି.
• ପରିସ୍ଥିତି ଏଯାଏଁ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନାହିଁ.

ସମଗ୍ର ରାଜ୍ୟରେ ପାର୍ଲର, ସେଲୁନ, ବିୟୁଟି ପାର୍ଲର କାଲିଠୁ ଖୋଲା।କଟକଣା ସହ ଖୋଲିବ ଜିମ୍,ପାର୍ଲର। ସମସ୍ତେ ନିୟମ ମାନିବାକୁ ବାଧ୍ୟ !.
ହୋଟେଲ୍‌ ଓ ରେଷ୍ଟୁରାଣ୍ଟରେ କେବଳ ପାର୍ସଲକୁ ଅନୁମତି । ବିବାହ ଓ ଶୁଦ୍ଧିକ୍ରିୟାରେ ପୂର୍ବ ଭଳି କଟକଣା ରହିବ । ସାରା ରାଜ୍ୟରେ ସିନେମା ହଲ୍‌, ପାର୍କ ଓ ମଲ୍‌ ବନ୍ଦ ରହିବ !
ଖୋଲିବ ଜିମ୍-ବିୟୁଟିପାର୍ଲର !.

– ସମଗ୍ର ରାଜ୍ୟରେ ଚାଲିବ ବସ୍ !.
– ଟ୍ୟାକ୍ସି-ଅଟୋ ବି ସବୁ ଜିଲ୍ଲାରେ ଚାଲିବ !.
– ଆଉଟଡୋର ସୁଟିଂକୁ ମିଳିଲା ଅନୁମତି !.
– ପାର୍କ, ମଲ, ସିନେମା ହଲ, ବାର୍ ବନ୍ଦ ରହିବ !.
– ସ୍କୁଲ, କୋଚିଂ ସେଣ୍ଟର ମଧ୍ୟ ବନ୍ଦ ରହିବ !.
– ରେଷ୍ଟୁରାଣ୍ଟ ଉଠା ଦୋକାନୀ କେବଳ ପାର୍ସଲ ଦେବେ !.

• କାଟେଗୋରୀ ଏରେ ୨୦ ଓ ବି ରେ ୧୦ ଜିଲ୍ଲା ପୂର୍ବ ପରି ରହିବ !.
• କାଟେଗୋରୀ ଏ ରେ ରାତି ୮ଟା ଯାଏଁ ଖୋଲିବ ଦୋକାନ ବଜାର !.
• କାଟେଗୋରୀ ବି ରେ ସଂଧ୍ୟା ୫ଟା ଯାଏ ଖୋଲିବ ଦୋକାନ ବଜାର !.
• କାଟେଗୋରୀ ବି ରେ ସପ୍ତାହରେ ୫ ଦିନ ଖୋଲିବ ଦୋକାନ ବଜାର !.
• କାଟେଗୋରୀ ବି ରେ ନାଇଟ କର୍ଫ୍ୟୁ ବଳବତ୍ତର ରହିବ !.
• କାଟେଗୋରୀ ବି ରେ ସପ୍ତାହାନ୍ତ ସଟଡାଉନ ଜାରି ରହିବ !.

ଅଗଷ୍ଟ ୧ ସକାଳ ୬ଟା ଯାଏଁ ଆଂଶିକ ଲକଡାଉନ୍ । ପୂର୍ବରୁ ୩୦ଟି ଜିଲ୍ଲାକୁ ୨ଟି କାରାଗୋରୀରେ ବିଭକ୍ତ କରାଯାଇଛି । ସେହି ଅନୁସାରେ କାଟାଗୋରୀ ‘ଏ’ ରେ ୨୦ଟି ଜିଲ୍ଲା  ଏବଂ କାଟାଗୋରୀ ବି ରେ ୧୦ଟି ଜିଲ୍ଲା ରହିଛି । କାଟାଗୋରୀ ଏ ରେ ସକାଳ ୬ରୁ ରାତି ୮ଟା ଯାଏଁ ଦୋକାନ ଖୋଲା ରହିବ । କାଟାଗୋରୀ ବି ରେ ସକାଳ ୬ଟାରୁ ସନ୍ଧ୍ୟା ୫ଟା ଯାଏଁ ଦୋକାନ ଖୋଲା ରହିବ । କାଟାଗୋରୀ ଏ ରେ ରାତି ୮ଟାରୁ ସକାଳ ୬ଟା ଯାଏଁ ନାଇଟ କର୍ଫୁ ଲାଗୁ ହେବ ।

• ଦୋକାନ ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଚାଲିବ ଟ୍ୟାକ୍ସି, ଅଟୋ !.
• ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ, ସେଲୁନ କାଲିଠାରୁ ଖୋଲିବ !.
• ବିନା ଦର୍ଶକରେ ଆଉଟଡୋର ସ୍ପୋର୍ଟସକୁ ସରକାରଙ୍କ ଅନୁମତି !.
• ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ସୁଟିଂକୁ ଅନୁମତି !.
• ପାର୍କ, ମଲ୍, ସିନେମା ହଲ, ମେଳା, ପ୍ରଦର୍ଶନୀ, ଯାତ୍ରା ବନ୍ଦ ରହିବ !.
• ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ !.
• ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ !.
• ବାର୍ ବନ୍ଦ ରହିବ, ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ !.
• କାଟେଗୋରୀ ବି ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ !.

: ପୁରୀ ଜିଲ୍ଲାରେ ଜୁଲାଇ ୨୫ ଯାଏ ବସ୍‌ ଚଳାଚଳ ବନ୍ଦ
: ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର !.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

June 11, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

ଖୋର୍ଦ୍ଧାରୋଡ଼ ମଣ୍ଡଳରେ ଆନ୍ତର୍ଜାତୀୟ ଲେଭେଲ କ୍ରସିଂ ସଚେତନତା ଦିବସ ପାଳିତ

June 11, 2026
ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଜନସମୁଦାୟ କିଭଳି ଭୂ-ରୂପ ପୁନରୁଦ୍ଧାରର ପଥ ପ୍ରଦର୍ଶନ କରୁଛନ୍ତି

How communities in Odisha and Andhra Pradesh are showing the way on Landscape Restoration

June 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version