• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଘରୋଇ ବସଷ୍ଟାଣ୍ଡ କାର୍ଯ୍ୟ କ୍ଷମ ପାଇଁ ପ୍ରୟାସ ଆରମ୍ଭ; ଜିଲ୍ଲାପାଳ ଙ୍କ ଅଚାନକ ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
July 16, 2021
in ଓଡ଼ିଶା, ବରଗଡ଼, ହୋମ୍
0
ଘରୋଇ ବସଷ୍ଟାଣ୍ଡ କାର୍ଯ୍ୟ କ୍ଷମ ପାଇଁ ପ୍ରୟାସ ଆରମ୍ଭ; ଜିଲ୍ଲାପାଳ ଙ୍କ ଅଚାନକ ପରିଦର୍ଶନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ଜୁଲାଇ ଶୁକ୍ରବାର) ବରଗଡ଼ :– ବହୁ ବାଦବିବାଦ ହୋଇ ଦୀର୍ଘଦିନ ଧରି ପୈ।ର ପରିଷଦ ଦ୍ବାରା ନିର୍ମିତ ଘରୋଇ ବସଷ୍ଟାଣ୍ଡ ପଡ଼ି ରହିଥିଲା । କିଛି ଦିନ ପୂର୍ବେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଆଜି ନୂତନ ଜିଲ୍ଲାପାଳ ତଥା ପୈ।ର ପ୍ରଶାସିକା ମନୀଷା ବାନାର୍ଜୀ ବନ୍ଦ୍ ହୋଇ ପଡି ରହିଥିବା ଘରୋଇ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କରିଥିଲେ । ସେଠାରେ ଅସମ୍ପୂର୍ଣ୍ଣ ହୋଇ ପଡି ରହିଥିବା କାମକୁ ଶିଘ୍ର କରିବାକୁ ପୈ।ର ଅଧିକାରୀ ଓ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏଠାରେ ସୂଚନାଯୋଗ୍ୟ ଯେ, ବସଷ୍ଟାଣ୍ଡ ଯାତ୍ରୀବାହୀ ବସ୍‌ ରହଣୀ ଏବଂ ଯାତ୍ରୀଙ୍କ ସୁବିଧା ଦୃଷ୍ଟିରୁ ବରଗଡ଼-ଭେଡ଼େନ କେନାଲ ରାସ୍ତା ପାର୍ଶ୍ୱରେ ନୂତନ ଘରୋଇ ବସ୍‌ଷ୍ଟାଣ୍ଡ ନିର୍ମିତ ହୋଇଛି। ଏହା ୨୦୧୮ ନଭେମ୍ବର ୨୫ରେ ଉଦଘାଟିତ ହୋଇଥିଲା । ଇତିମଧ୍ୟରେ ଅଢ଼େଇ ବର୍ଷ ବିତିଯାଇ ଥିଲେ ସୁଦ୍ଧା ଉକ୍ତ ବସଷ୍ଟାଣ୍ଡକୁ ବ୍ୟବହାର ହୋଇପାରିନାହିଁ। ନିର୍ମାଣରେ ତ୍ରୁଟି ରହିଥିବା ଅଭିଯୋଗ କରି ଘରୋଇ ବସ୍‌ ମାଲିକ ସଂଘ ନୂତନ ବସ୍‌ଷ୍ଟାଣ୍ଡକୁ ବିରୋଧ କରି ପୁରୁଣା ବସ୍‌ଷ୍ଟାଣ୍ଡକୁ ବ୍ୟବହାର କରି ଆସୁଛନ୍ତି ।

ବରଗଡ଼ ଘରୋଇ ବସ୍‌ଷ୍ଟାଣ୍ଡରୁ ପ୍ରତିଦିନ ପ୍ରାୟ ୩ଶହ ଯାତ୍ରୀବାହୀ ବସ୍‌ ଯାତାୟାତ କରୁଛି । ଏହାକୁ ଦୃଷ୍ଟିରେ ରଖି ପୌର ପ୍ରଶାସନ ପକ୍ଷରୁ ସାଢ଼େ ୫କୋଟି ଟଙ୍କା ବ୍ୟୟ ଅଟକଳରେ ନୂତନ ଘରୋଇ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବସ୍‌ଷ୍ଟାଣ୍ଡ ପରିସରରେ ବସ୍‌ ରହଣୀ ହୋଇନାହିଁ । ଅପରପକ୍ଷେ ବସ୍‌ଷ୍ଟାଣ୍ଡରେ ଗୋରୁ, ଛେଳିମେଣ୍ଢା ବୁଲାବୁଲି କରୁଥିବା ଦେଖିବାକୁ ମିଳୁଛି। ଦୀର୍ଘ ଅଢ଼େଇ ବର୍ଷ ଧରି ନୂଆ ଘରୋଇ ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ହୋଇ ନ ପାରିବା ଦୁର୍ଭାଗ୍ୟଜନକ । ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ଯାତ୍ରୀଙ୍କ ସୁବିଧା ପାଇଁ ନିର୍ମିତ ନୂଆ ବସ୍‌ଷ୍ଟାଣ୍ଡ ସେଭଳି ପଡ଼ି ରହିଛି ଏବଂ ଅସାମାଜିକ ତତ୍ତ୍ବଙ୍କ ଆଡ୍ଡାସ୍ଥଳ ପାଲଟିଛି । ଏହାକୁ ତୁରନ୍ତ କାର୍ଯ୍ୟକ୍ଷମ କରାଗଲେ ଯାତ୍ରୀମାନେ ଉପକୃତ ହୋଇପାରିବେ ।(ସତ୍ୟ ନାରାୟଣ ପ୍ରଧାନ ବରଗଡ଼)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version