• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସି.ଇ.ଟି ମହାବିଦ୍ୟାଳୟକୁ ଓଡ଼ିଶା କ୍ୟାବିନେଟର ଏକକ ବିଶ୍ବବିଦ୍ୟାଳୟ ର ଐତିହାସିକ ନିଷ୍ପତ୍ତି :   ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଯୁବ ବିଜେଡ଼ି ପକ୍ଷରୁ ଧନ୍ୟବାଦ 

Proprietor Abhimanyu Maharana by Proprietor Abhimanyu Maharana
July 18, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ସି.ଇ.ଟି ମହାବିଦ୍ୟାଳୟକୁ ଓଡ଼ିଶା କ୍ୟାବିନେଟର ଏକକ ବିଶ୍ବବିଦ୍ୟାଳୟ ର ଐତିହାସିକ ନିଷ୍ପତ୍ତି :   ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଯୁବ ବିଜେଡ଼ି ପକ୍ଷରୁ ଧନ୍ୟବାଦ 
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୧୮ ଜୁଲାଇ ରବିବାର ) ଭୁବନେଶ୍ୱର :- ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଓଡ଼ିଶା କ୍ୟାବିନେଟରେ ସି.ଇ.ଟି ମହାବିଦ୍ୟାଳୟ କୁ ଏକକ ବିଶ୍ବବିଦ୍ୟାଳୟ ର ସ୍ବତନ୍ତ୍ର ମାନ୍ୟତା ପ୍ରଦାନ ଓଡ଼ିଶା ସରକାରଙ୍କ ଏକ ଐତିହାସିକ ନିଷ୍ପତ୍ତି। ରାଜ୍ୟ ସରକାର ସି.ଇ.ଟି କୁ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ ନାମରେ ଏକ ସ୍ବତନ୍ତ୍ର ବିଶ୍ବବିଦ୍ୟାଳୟ ରୂପେ ପ୍ରତିଷ୍ଠା କରିବେ । ୧୯୮୧ ମସିହାରେ ପ୍ରତିଷ୍ଠା ଲାଭ କରିଥିବା ଏହି ଅଗ୍ରଣୀ ବୈଷୟିକ ଅନୁଷ୍ଠାନ ସହ ରାଜ୍ୟ ରେ ସମସ୍ତ ତିନୋଟି ବୈଷୟିକ ବିଶ୍ଵବିଦ୍ୟାଳୟ ମାନ୍ୟବର ମୂଖ୍ୟମନ୍ତ୍ରୀ ଙ୍କ ନେତୃତ୍ବ ରେ ପ୍ରତିଷ୍ଠା ହୋଇ ଆଜି ସମଗ୍ର ଦେଶରେ ଓଡିଶା ବୈଷୟିକ ଶିକ୍ଷା ର ମାନଚିତ୍ର ରେ ଏକ ଅନନ୍ୟ ସ୍ଥାନ ଗ୍ରହଣ କରିପାରିଛି। ଏହି ପରିପ୍ରେକ୍ଷୀରେ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ଼ଃ ବ୍ୟୋମକେଶ ରାୟ ଙ୍କ ନେତୃତ୍ବ ଓଡ଼ିଶାର ଯୁବଛାତ୍ର ସ୍ବତଃ ପ୍ରବୃତ୍ତ ଭାବେ ମାଷ୍ଟର କ୍ୟାଣ୍ଟିନ ଛକ ରେ ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ୍ ପ୍ରଦାନ କରିଛନ୍ତି ।

ଏହି ଅବସରରେ ବିଜୁ ଯୁବ ଜନତା ଦଳ ରାଜ୍ୟ ସଭାପତି ଡ଼ଃ ବ୍ୟୋମକେଶ ରାୟ କହିଥିଲେ କି “ପୂର୍ବରୁ ବୈଷୟିକ ଶିକ୍ଷା ଆହରଣ ପାଇଁ ଓଡ଼ିଶା ର ଯୁବ ଛାତ୍ର ବାହାର ରାଜ୍ୟ ଉପରେ ନିର୍ଭର କରୁଥିଲେ କିନ୍ତୁ ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପଣ୍ଣ ନିଷ୍ପତ୍ତି ଦ୍ଵାରା ଓଡ଼ିଶା ଆଜି ସମଗ୍ର ଦେଶରେ ବୈଷୟିକ ଶିକ୍ଷା କ୍ଷେତ୍ରର ହବ୍ ପାଲଟିଯାଇଛି। ଏହି ନୂତନ ଏକକ ବିଶ୍ବବିଦ୍ୟାଳୟ ବୈଷୟିକ ଶିକ୍ଷା ର ଗୁଣାତ୍ମକ ମାନ ବୃଦ୍ଧି କରିବା ସହ ବୈଷୟିକ ଜ୍ଞାନକୋୖଶଳ ଏବଂ ଗବେଷଣା କ୍ଷେତ୍ରରେ ଏକ ନୂତନ ମାଇଲଖୁଣ୍ଟ ପ୍ରତିଷ୍ଠା କରିବ।

ରାଜ୍ୟ ସରକାର ଙ୍କ ଏହି ଯୁଗାନ୍ତକାରୀ ନିଷ୍ପତ୍ତି ପାଇଁ ମୁଁ ଓଡ଼ିଶା ର ଅଗଣିତ ଯୁବଛାତ୍ରଙ୍କ ତରଫରୁ ମାନ୍ୟବର ମୂଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରୁଛି।କୋଭିଡ୍ ୧୯ ର ସମସ୍ତ ନିୟମ କୁ ପାଳନ କରି ଅନୁଷ୍ଠିତ ଏହି ଧନ୍ୟବାଦ୍ ପର୍ବ ରେ ବିଜୁ ଯୁବ ଜନତା ଦଳ ର ରାଜ୍ୟ ମହାସଚିବ ଏଲିନା ଦାସ, ଭୁବନେଶ୍ୱର ଜିଲ୍ଲାସଭାପତି ସମରେଶ ବେଉରା,ବରିଷ୍ଠ

ଉପସଭାପତି ଧୃତି ରଞ୍ଜନ ମାର୍ଥା, ଜ୍ୟୋସ୍ନା ମୟୀ ପରିଡ଼ା, ଭୁବନେଶ୍ୱର ଜୋନ୍ ସଭାପତି ବିଜୟ କେତନ ସାହୁ,କଟକ ଜୋନ୍ ସଭାପତି, ଶୁଭ୍ରାଂଶୁ ମିଶ୍ର, ଉପସଭାପତି ସୁନିଲ୍ ପଣ୍ଡା, ସାଧାରଣ ସମ୍ପାଦକ ମଳୟ ରଂଜନ ପତି,ଆଶିଷ ରଂଜନ ମିଶ୍ର,ଶୁଭ୍ରଜିତ ପାଢ଼ୀ, ତାରିଣୀ ପ୍ରସାଦ ନାୟକ, ପାର୍ଥସାରଥୀ ମୂଦୁଲି,ବାଣୀ କଲ୍ୟାଣ ମହାନ୍ତି, ଅବତାରରେ ଆଲାମ, ବାସୁଦେବ ସାହା,ଲଗ୍ନଦୀପା ମିଶ୍ର,ଅପଣ୍ଣା ଦାସ,ଶିବାନୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

March 18, 2026
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

ବାରୁଣୀ ସ୍ନାନ ବୁଡ଼ ପକାଇଲେ ଲକ୍ଷ୍ୟଧିକ ଶ୍ରଦ୍ଧାଳୁ

March 18, 2026
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version