• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡା : ବ୍ଲକ ବିଜେଡି ସଭାପତିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
July 18, 2021
in ଓଡ଼ିଶା, କନ୍ଧମାଳ, ରାଜନୀତି, ହୋମ୍
0
ବାଲିଗୁଡା : ବ୍ଲକ ବିଜେଡି ସଭାପତିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୧୮ ଜୁଲାଇ ରବିବାର ) ବାଲିଗୁଡା :- ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ସମଗ୍ର କନ୍ଧମାଳ ଜିଲ୍ଲା ବିଜେଡ଼ି ବ୍ଲକ୍ ସଭାପତି ମାନଙ୍କ ନାମ ଘୋଷଣା କରିଛନ୍ତି। ସେଥିରେ ବାଲିଗୁଡ଼ା ବ୍ଲକ୍ ସଭାପତି ଟୁନା ଦାସ ଓ ତୁମୁଡ଼ିବନ୍ଧ ବ୍ଲକ୍ ସଭାପତି ପ୍ରମୋଦ କୁମାର ସାହୁ ପୁଣି ଥରେ ମନୋନୀତ ହୋଇଛନ୍ତି । ଏ ନେଇ ବାଲିଗୁଡା ନଗର ପକ୍ଷରୁ ବ୍ଲକ ବିଜେଡି ସଭାପତି ଟୁନା ଦାସ ଓ ପ୍ରମୋଦ କୁମାର ସାହୁଙ୍କୁ ପୁଷ୍ପଗୁଛ ଦେଇ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ,

ବାଲିଗୁଡା ବିଧାୟକ ଚକ୍ରମଣି କହଁର ଓ କନ୍ଧମାଳ ବିଜେଡ଼ି ଜିଲ୍ଲା ସଭାପତି ସରୋଜ କର୍ଣ୍ଣ ଙ୍କୁ ମଧ୍ୟ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି । ଏହି କାର୍ଯ୍ୟକ୍ରମ ବାଲିଗୁଡ଼ା ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଅୟୋଜନ ହୋଇଥିଲା । ବାଲିଗୁଡ଼ା ଏନଏସି ବିଧାୟକ ପ୍ରତିନିଧି ଅବନିକାନ୍ତ ନାୟକ, ବାଲିଗୁଡ଼ା ନଗର ସଭାପତି ସୁଜିତ କୁମାର ପାଳ, କୁମର ଦଣ୍ଡିଆ, ଦିଲ୍ଲୀପ ବେହେରା, ମନୋରଞ୍ଜନ ନାୟକ, ବରଦା ପ୍ରସାଦ ମିଶ୍ର, ପଦ୍ମନାଭ ପାଣିଗ୍ରାହି ଙ୍କ ସମେତ ବହୁ ବିଜେଡ଼ି କର୍ମୀ ଉପସ୍ଥିତ ଥିଲେ । (ରିପୋର୍ଟ : ସଞ୍ଜୟ କୁମାର ପାଣିଗ୍ରାହୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version