• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫ ଦିନ ବ୍ୟବଧାନରେ ପୁଣି ଥରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ତଳକୁ ଖସିଛି

Abhimanyu Maharana by Abhimanyu Maharana
July 19, 2021
in ଓଡ଼ିଶା, କରୋନା, ମହାନଗର, ହୋମ୍
0
୫ ଦିନ ବ୍ୟବଧାନରେ ପୁଣି ଥରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ତଳକୁ ଖସିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଜୁଲାଇ ସୋମବାର) ଭୁବନେଶ୍ୱର :- ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୫୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ । ବାକି ୬୯୩ଟି ହେଉଛି ଲୋକାଲ୍ କେସ୍‌ । ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୧୧୬କୁ ବୃଦ୍ଧି ପାଇଛି ।

ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୩୩୫ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୨୩୦, ଯାଜପୁରରୁ ୧୧୩, ଜଗତସିଂହପୁରରୁ ୧୧୨, ଅନୁଗୋଳରୁ ୮୯, ବାଲେଶ୍ୱରରୁ ୮୩, ଭଦ୍ରକରୁ ୭୭, ମୟୂରଭଞ୍ଜରୁ ୭୭, ନୟାଗଡ଼ରୁ ୭୩ ଓ ପୁରୀ ଜିଲ୍ଲାରୁ ୬୭ ଜଣ ଅଛନ୍ତି।

ସେହିପରି ବରଗଡ଼ ଜିଲ୍ଲାରୁ ୧୭ ଜଣ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ୫, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୫୪, ଗଜପତିରୁ ୫, ଗଞ୍ଜାମରୁ ୧୧, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୧୧, କନ୍ଧମାଳରୁ ୧୫, କେନ୍ଦ୍ରାପଡ଼ାରୁ ୫୦, କେନ୍ଦୁଝରରୁ ୨୧, କୋରାପୁଟରୁ ୬, ମାଲକାନଗିରିରୁ ୩୫, ନବରଙ୍ଗପୁରରୁ ୧୨, ନୂଆପଡ଼ାରୁ ୭, ରାୟଗଡ଼ାରୁ ୨୧, ସମ୍ବଲପୁରରୁ ୨୪, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୩୩ ଓ ଷ୍ଟେଟ୍‌ ପୁଲ୍‌ରୁ ୪୪ ଜଣ ଚିହ୍ନଟ ହୋଇଛନ୍ତି।

୧୬୪୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୫ ହଜାର ୯୭୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୩୦ ହଜାର ୪୧୮ ଜଣ ସୁସ୍ଥ ହୋଇସାରିଛନ୍ତି। ୨୦ ହଜାର ୩୮୭ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ଯେଉଁ ୫୮ ଜଣ କରୋନା ମୃତକଙ୍କ ସଂପର୍କରେ ସରକାର ତଥ୍ୟ ପ୍ରଦାନ କରିଛନ୍ତି, ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଅଛନ୍ତି। ବରଗଡ଼ ଜିଲ୍ଲାରୁ ୭ ଜଣ ଥିବା ବେଳେ ଗଞ୍ଜାମରୁ ୫, ବଲାଙ୍ଗିରରୁ ୪, ବାଲେଶ୍ୱର, କଟକ, ପୁରୀ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ଅନୁଗୋଳ, ଭଦ୍ରକ ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ ଏବଂ ବୌଦ୍ଧ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୬କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୨୦୦, ବାଲେଶ୍ୱରରେ ୧୫୯, ବରଗଡ଼ରେ ୨୪୮, ଭଦ୍ରକରେ ୬୦, ବଲାଙ୍ଗିରରେ ୯୨, ବୌଦ୍ଧରେ ୯୭, କଟକରେ ୩୧୪, ଢେଙ୍କାନାଳରେ ୧୦୨, ଗଞ୍ଜାମରେ ୪୨୧, ଯାଜପୁରରେ ୫୯, ଝାରସୁଗୁଡ଼ାରେ ୧୩୭, କେନ୍ଦ୍ରାପଡ଼ାରେ ୧୧୧, ମୟୂରଭଞ୍ଜରେ ୧୮୫, ପୁରୀରେ ୩୦୭ ଓ ସମ୍ବଲପୁରରେ ୧୫୩କୁ ବୃଦ୍ଧି ପାଇଛି।

Abhimanyu Maharana

Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

February 24, 2020
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

ଖୁସି ଯୋଜନାକୁ ମିଳିଲା ମଞ୍ଜୁରୀ, ଉପକୃତ ହେବେ ୧୭ ଲକ୍ଷ ଛାତ୍ରୀ

0
ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ବଡଚଣାରେ ୧୦୯ କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

0
ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

ପ୍ରଥମ ଦିନିକିଆ : ଅଷ୍ଟ୍ରେଲିଆକୁ ୬ ଓ୍ଵିକେଟରେ ହରାଇଲା ଭାରତ, ୧-୦ରେ ଆଗୁଆ

0
ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

ଦମ୍ପତିଙ୍କ ମଧ୍ୟରେ ଏହି ସବୁ ଝଗଡ଼ା ବଢ଼ାଇଥାଏ ପ୍ରେମ

0
ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

August 9, 2022
“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 9, 2022
କଟକ ଠାରେ ‘ପ୍ରଜାତନ୍ତ୍ର ଅମୃତ ଉତ୍ସବ’ର ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

କଟକ ଠାରେ ‘ପ୍ରଜାତନ୍ତ୍ର ଅମୃତ ଉତ୍ସବ’ର ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 9, 2022
ଭୁବନେଶ୍ୱର ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର ବିମାନ ବନ୍ଦରରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କୁ ଭବ୍ୟ ସ୍ୱାଗତ

August 9, 2022

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

ଲଗାଣ ବର୍ଷାରେ ଧୋଇଗଲା ମୁରୁଡ଼ି କୁପୁଡ଼ା ଆପ୍ରୋଚ ରୋଡର ପାର୍ଶ୍ଵ : ବିପଦ ସଙ୍କୁଳ ଅବସ୍ଥାରେ ଯାନବାହନ ଚଳାଚଳ

August 9, 2022
“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

“ମୋଦି@୨୦” ପୁସ୍ତକର ଓଡ଼ିଶା ଚାପ୍ଟର ଲୋକାର୍ପଣ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 9, 2022
  • About
  • Advertise
  • Privacy & Policy
  • Contact

© 2020 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2020 Odisha Taza News.