• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟର ସବୁ ହସ୍ପିଟାଲ୍‌ରେ କୋଭିଡ୍‌ ରୋଗୀ ନାହାନ୍ତି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ୍‌ ହସ୍ପିଟାଲ୍‌ ରହିଛି

Proprietor Abhimanyu Maharana by Proprietor Abhimanyu Maharana
April 7, 2020
in Uncategorized, ଓଡ଼ିଶା, ହୋମ୍
0
ରାଜ୍ୟର ସବୁ ହସ୍ପିଟାଲ୍‌ରେ କୋଭିଡ୍‌ ରୋଗୀ ନାହାନ୍ତି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ୍‌ ହସ୍ପିଟାଲ୍‌ ରହିଛି
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ (ଓଡଶା ତାଜା ନ୍ୟୁଜ୍‌) 7.4.2020 :- କଟକର ଏସ୍‌ସିବି ମେଡିକାଲ୍‌ କଲେଜ୍‌ ଓ ସିଟି ହସ୍‌ପିଟାଲ୍‌, ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌ ଏବଂ ସମସ୍ତ ଜିଲ୍ଲା ହସ୍ପିଟାଲ୍‌ ଗୁଡ଼ିକରେ କୌଣସି କୋଭିଡ୍‌-୧୯ ରୋଗୀ ନାହାନ୍ତି । କେବଳ କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଥିବା ଏକମାତ୍ର ରୋଗୀଙ୍କର ପ୍ରଥମ ରିପୋର୍ଟ କୋଭିଡ୍‌ ନେଗେଟିଭ୍‌ ଆସିଛି । ଆସ ୨୪ ଘଣ୍ଟା ମଧ୍ୟରେ ଯଦି ଦ୍ୱିତୀୟ ରିପୋର୍ଟ ନେଗେଟିଭ୍‌ ଆସେ ତାଙ୍କୁ ହସ୍ପିଟାଲ୍‌ ଛାଡ଼ି ଦିଆଯିବ । ବର୍ତ୍ତମାନ ତାଙ୍କୁ ପୃଥକବାସରେ ରଖାଯାଇଛି । କୋଭିଡ୍‌ ରୋଗୀଙ୍କ ପାଇଁ ୭ଟି ସ୍ୱତନ୍ତ୍ର କୋଭିଡ୍‌-୧୯ ହସ୍ପିଟାଲ୍‌ କାର୍ଯ୍ୟକରୁଛି । ତେଣୁ ସମସ୍ତ ସରକାରୀ ସ୍ୱାସ୍ଥ୍ୟାନୁଷ୍ଠାନରେ ପୂର୍ବ ଭଳି ସ୍ୱାସ୍ଥ୍ୟସେବା ପାଇବାରେ ଜନସାଧାରଣ କୌଣସି ଆଶଙ୍କା କରିବା ଉଚିତ ନୁହେଁ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି ।

1 – ଆଗାମୀ ଦିନରେ ରାଜ୍ୟର ପ୍ରତି ଜିଲ୍ଲାରେ କୋଭିଡ୍‌ ହସ୍ପିଟାଲ୍‌ ଉପଲବ୍ଧ ହେବ ।

2 – ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଶ୍ରୀ ଧଳ ରାଜ୍ୟରେ କାର୍ଯ୍ୟରତ ସମସ୍ତ ଡାକ୍ତର, ନର୍ସ, ଫାର୍ମାସିଷ୍ଟ, ଲାବୋରେଟୋରୀ ଆସିଷ୍ଟାଣ୍ଟ, ପୁରୁଷ ଓ ମହିଳା ସ୍ୱାସ୍ଥ୍ୟକର୍ମୀ ଓ ଆଶାକର୍ମୀ ତଥା ସେମାନଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

3 – କୋଭିଡ୍‌-୧୯ ଭୂତାଣୁ ଅତ୍ୟଧିକ ସଂକ୍ରମକ ହୋଇଥିବାରୁ ଏହା ପାଇଁ ସ୍ୱତନ୍ତ୍ର ଚିକିତ୍ସାର ବ୍ୟବସ୍ଥା କରାଯାଇଛି । ସାଧାରଣ ସର୍ଦ୍ଦି ଭଳି ଲକ୍ଷଣ ଦେଖାଦେଲେ ଡାକ୍ତରଖାନା ଆସିବା ଜରୁରୀ ନୁହେଁ । ପ୍ରଥମେ ୧୦୪କୁ ଫୋନ କରି ହେଲପ୍‌ଲାଇନ୍‌ରେ ଉପସ୍ଥିତ ଡାକ୍ତରଙ୍କ ପରାମର୍ଶ ଅନୁସାରେ କାର୍ଯ୍ୟ କରିବାକୁ କୁହାଯାଇଛି । କୋଭିଡ୍‌-୧୯ ସନ୍ଦେହ ହେଲେ ପ୍ରଥମେ ଆଇସୋଲେସନ୍‌ ସେଣ୍ଟର ( ପୃଥକବାସ କେନ୍ଦ୍ର)ରେ ରଖାଯିବ ଓ ଆବଶ୍ୟକ ହେଲେ ନମୁନା ପରୀକ୍ଷଣ କରାଯିବ । କୋଭିଡ୍‌- ୧୯ ହୋଇଥିବା ଜଣା ପଡ଼ିଲେ ସ୍ୱତନ୍ତ୍ର କୋଭିଡ୍‌ ହସ୍ପିଟାଲ୍‌ କୁ ରୋଗୀଙ୍କୁ ପଠାଯିବ । ‘ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ’

4 – ରାଜ୍ୟରେ ଥିବା ଘରୋଇ ସ୍ୱାସ୍ଥ୍ୟାନୁଷ୍ଠାନ ଗୁଡ଼ିକ ମଧ୍ୟ କଡ଼ାକଡ଼ି ଭାବରେ କୋଭିଡ୍‌-୧୯ ସନ୍ଦିଗ୍ଧ ଲୋକମାନଙ୍କ ପାଇଁ ପୃଥକ ବ୍ୟବସ୍ଥା କରିଛନ୍ତି । ସନ୍ଦିଗ୍ଧ ବ୍ୟକ୍ତିମାନଙ୍କୁ ସେମାନେ ତୁରନ୍ତ ସ୍ୱତନ୍ତ୍ର କୋଭିଡ୍‌ ହସ୍ପିଟାଲ୍‌ କୁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

5 – କୋଭିଡ୍‌-୧୯ ସଂକ୍ରମିତ ରୋଗୀଙ୍କ ପାଇଁ ସ୍ୱତନ୍ତ୍ର ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟକର୍ମୀ ନିୟୋଜିତ ହୋଇଛନ୍ତି । ସେମାନଙ୍କୁ ଉପଯୁକ୍ତ ତାଲିମ ପ୍ରଦାନ କରାଯାଇଛି ଓ ସେମାନେ ଅନ୍ୟ ରୋଗୀମାନଙ୍କୁ ଚିକିତ୍ସା କରୁନାହାଁନ୍ତି ବୋଲି ଡିଏମ୍‌ଇଟିର ନିର୍ଦ୍ଦେଶକ ପ୍ରଫେସର ଡ. ସି.ବି.କେ. ମହାନ୍ତି ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version